Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ବରରେ ଖୋଲିଲା ଅତ୍ୟାଧୁନିକ ଫିଲ୍ମ ଷ୍ଟୁଡିଓ ସ୍ଵସ୍ତିକ

ଭୁବନେଶ୍ବର: ରାଜଧାନୀ ଟଙ୍କପାଣି ସ୍ଥିତ ସାଇ ମନ୍ଦିର ଛକ ନିକଟରେ ଖୋଲିଲା ଫିଲ୍ମ ସୁଟିଂ ପାଇଁ ନିର୍ମିତ ଅତ୍ୟାଧୁନିକ ଷ୍ଟୁଡିଓ ସ୍ଵସ୍ତିକ । ପବିତ୍ର ସରସ୍ଵତୀ ପୂଜା ଅବସରରେ ଏହା ଉନ୍ମୋଚିତ ହୋଇଥିବା ବେଳେ ଓଡ଼ିଆ ଚଳଚ୍ଚିତ୍ର ଓ ଟେଲିଭିଜନ ଜଗତ ସହ ସମ୍ପୃକ୍ତ ବହୁ ପ୍ରଯୋଜନା ସଂସ୍ଥା,…

ଆଜିଠୁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର, ନିର୍ବାଚନ ପ୍ରସ୍ତୁତିର କରିବେ ସମୀକ୍ଷା

ଭୁବନେଶ୍ବର: ଆଜିଠୁ ତିନି ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଅଧିକାରୀମାନଙ୍କ ଏକ ଟିମ୍ ମଧ୍ୟ ଓଡ଼ିଶା ଆସୁଛନ୍ତି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ।…

ଚଳଚଞ୍ଚଳ ହେଲାଣି ଖଣ୍ଡଗିରି: ଆସନ୍ତାକାଲିଠୁ ମେଳା, ୧୭ରୁ ଦୁଲୁକିବ ଯାତ୍ରା ପେଣ୍ଡାଲ

ଭୁବନେଶ୍ଵର: ଚଳଚଞ୍ଚଳ ହେଲାଣି ଖଣ୍ଡଗିରି ପାହାଡ । ଲାଗିଲାଣି ସାଧୁସନ୍ଥ ଓ ନାଗା ବାବାମାନଙ୍କର ଭିଡ । ରାତି ପାହିଲେ ମନ୍ତ୍ର ଧ୍ଵନୀରେ ପ୍ରକମ୍ପିତ ହେବ ପୁରା ଖଣ୍ଡଗିରି ଅଞ୍ଚଳ । ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ମେଳା । ସେଥିପାଇଁ ସଜେଇ ହେଇଛି…

‘ଆମ ବସଷ୍ଟାଣ୍ଡ’ ଅଧିନରେ ୧୩ ଜିଲ୍ଲାର ୨୦ଟି ନୂତନ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ ।…

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ନାମାଙ୍କନ ଭରିବା ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ବିଧାନସଭା ପରିସରରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ…

ଆଜି ପ୍ରଖ୍ୟାତ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଶିଷ୍ଟ ଶିଶୁ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜୟନ୍ତୀ । ସେ ୧୯୦୬ ମସିହା ଫେବୃୟାରୀ ୧୫ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରୁଥିବା ଲୋକପ୍ରିୟ ଭକ୍ତି ସଂଗୀତ ‘ଆହେ ଦୟାମୟ ବିଶ୍ଵ ବିହାରୀ’ ହେଉଛି ତାଙ୍କର କାଳଜୟୀ ସୃଜନସୃଷ୍ଟି । ଖାଲି…

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପାର୍ଥୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ଵର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ଭରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି । ଗତକାଲି ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଥିଲା ବିଜେପି । ଆଉ ଅଶ୍ୱିନୀ ବୈଷ୍ଣବଙ୍କୁ…

ରାଜ୍ୟସଭା ନିର୍ବାଚନ: ଗୁଜରାଟରୁ ଜେପି ନଡ୍ଡା ଓ ମହାରାଷ୍ଟ୍ରରୁ ଅଶୋକ ଚୌହାନଙ୍କୁ ବିଜେପି ଟିକେଟ

ଅହମ୍ମଦାବାଦ: ବିଜେପିର ବଡ ଘୋଷଣା । ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟ ପ୍ରକାଶ ନଡ୍ଡା । ସେହିଭଳି ନିକଟରେ ଦଳରେ ଯୋଗଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି । ସେହିଭଳି…

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୋନିଆ ଗାନ୍ଧୀ

ଜୟପୁର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ରାଜସ୍ଥାନରୁ ନାମାଙ୍କନ ଭରିଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ଥାନରେ କଂଗ୍ରେସରୁ ସୋନିଆ ଗାନ୍ଧୀ ରାଜସ୍ଥାନରୁ ରାଜ୍ୟସଭା ସାଂସଦ ହେବେ । ସୋନିଆ ଗାନ୍ଧୀ ନାମାଙ୍କନ ଦାଖଲ କରିବା ସମୟରେ…

‘ମାଆ ସରସ୍ୱତୀ ସରକାରଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ, ଶିକ୍ଷକଙ୍କ ସମସ୍ୟା ସମାଧାନ ହେଉ’

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନରେ ଚାଲିଥିବା ଅହୋରାତ୍ର ଗଣଧାରଣା ଅଷ୍ଟମ ଦିବସରେ ପହଞ୍ଚିଛି । ଆଜି ସମସ୍ତ ଶିକ୍ଷାନୁଷ୍ଠାନରେ ମା’ ସରସ୍ଵତୀଙ୍କ ପୂଜା ଆନନ୍ଦ ଉଲ୍ଲାସ ସହିତ ପାଳନ କରାଯାଉଛି । ହେଲେ ଆନ୍ଦୋଳନରେ ବସିଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ…