Latest Odisha News

BREAKING NEWS

Browsing Category

ସହର

City

ଆଜି ପବିତ୍ର ସରସ୍ବତୀ ପୂଜା, ଧରାପୃଷ୍ଠରେ ବିରାଜିଲେ ବିଦ୍ୟାଦାତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ । ମାଘ ମାସ ଶୁକ୍ଳ ପଞ୍ଚମୀକୁ ଶ୍ରୀପଞ୍ଚମୀ ବା ବସନ୍ତ ପଞ୍ଚମୀ ଭାବେ ପାଳନ କରାଯାଏ । ମା ସରସ୍ବତୀଙ୍କ ପୂଜା ଅନୁଷ୍ଠିତ ହୋଇଥାଏ । ବସନ୍ତର ଅୟମାରମ୍ଭରେ ଧରଣୀ ମା’ ସକଳ…

ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩: ବି ଏସ୍ କେ ୱାଇକୁ ସ୍ଵର୍ଣ୍ଣ ପଦକ

ଭୁବନେଶ୍ୱର: ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ସରକାରଙ୍କ ଅନନ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାତୀୟ ସ୍କଚ ଆୱାର୍ଡ଼ – ୨୦୨୩ ର ସ୍ଵର୍ଣ୍ଣ ପଦ ହାସଲ କରିଛି । ଏଥିପାଇଁ ସ୍କଚ ଆୱାର୍ଡ଼ କର୍ତ୍ତୁପକ୍ଷଙ୍କ ଦ୍ଵାରା ନୂଆ ଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ…

ନୂଆ-ଓ ଯୋଜନା ଅଧୀନରେ ରାଜ୍ୟ ସରକାରଙ୍କ ଠାରୁ ଛାତ୍ରବୃତ୍ତି ପାଇବେ ଛାତ୍ରଛାତ୍ରୀ

ଯାଜପୁର: ନୂଆ-ଓ ଯୋଜନା ଅଧୀନରେ ରାଜ୍ୟ ସରକାରଙ୍କ ଠାରୁ ଛାତ୍ରବୃତ୍ତି ପାଇବେ ପ୍ଲସ୍ ୨ ଓ ପ୍ଲସ୍ ୩ ଛାତ୍ରଛାତ୍ରୀ । ଏନେଇ ଯାଜପୁର ଏନସି କଲେଜରେ ଅନୁଷ୍ଠିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଘୋଷଣା କରିଛନ୍ତି 5T ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀଯୁକ୍ତ କାର୍ତ୍ତିକ ପାଣ୍ଡିଆନ୍ । ପୁଅମାନେ…

ଗ୍ରେଡ୍ ପେ ବୃଦ୍ଧି ଦାବିରେ ସଚିବାଳୟ ସେବା ସଂଘର ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ବର: ଓଡ଼ିଶା ସଚିବାଳୟ ସେବା ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ । ଗ୍ରେଡ ପେ ବୃଦ୍ଧି ଦାବି ନେଇ ସରକାରଙ୍କ ସହ ବାରମ୍ବାର ଆଲୋଚନା ସତ୍ତ୍ୱେ ଦାବି ପୂରଣ ହେଉନଥିବାରୁ, ସଚିବାଳୟ ସେବା କ୍ୟାଡ଼ରର କର୍ମଚାରୀମାନେ ଆଜି ଅର୍ଥାତ୍ ଫେବୃୟାରୀ ୧୩ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣ…

ଗତ ୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ଵର: ସଂସଦୀୟ କ୍ଷେତ୍ର ଭୁବନେଶ୍ୱର ପାଇଁ ୫ ବର୍ଷର ରିପୋର୍ଟ କାର୍ଡ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଦ୍ଵାରା ଦିଆଯାଇଥିବା ଏହି ରିପୋର୍ଟ କାର୍ଡରେ ସଂସଦୀୟ କ୍ଷେତ୍ରରେ ହୋଇଥିବା ସମସ୍ତ ବିକାଶ କାର୍ଯ୍ୟ ସ୍ଥାନ…

ବୋମା ଖାଇ ଦନ୍ତା ମୃତ

ଭୁବନେଶ୍ୱର: ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣର ଶିକାର ହୋଇଥିବା ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ଏହି ହାତୀ ଖୋର୍ଦ୍ଧା ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି । ଗତକାଲି ଭରତପୁର ଜଙ୍ଗଲରେ ବନ ବିଭାଗ କର୍ମଚାରୀ ଏହି ହାତୀକୁ ଠାବ କରିବା ପରେ OUAT ଓ ନନ୍ଦନକାନନ ପ୍ରାଣୀ ଚିକିତ୍ସକଙ୍କ…

ରାଜ୍ୟସଭା ନିର୍ବାଚନ; ଆଜି ନାମାଙ୍କନ ଭରିବେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ

ଭୁବନେଶ୍ବର: ଆଜି ନାମାଙ୍କନ ଭରିବେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ପ୍ରଥମେ ଉଭୟ ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ। ପରେ ସେମାନେ ବିଧାନସଭା ଯାଇ ନାମାଙ୍କନ ଦାଖଲ କରିବେ ।…

ଓଡ଼ିଶା ସରକାର ଆନ୍ଧ୍ର ପାଖରେ କୋଟିଆକୁ ସମର୍ପି ଦେଇଛନ୍ତି: କଂଗ୍ରେସ

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ରର ବେଆଇନ କାର୍ଯ୍ୟକୁ ପ୍ରତିବାଦ କରିବାରେ ନବୀନ ସରକାର ବିଫଳ ହୋଇଛନ୍ତି । କୋରାପୁଟ ଜିଲ୍ଳାର କୋଟିଆ ପଂଚାୟତରେ ଆନ୍ଧ୍ର ସରକାର ଯେଭଳି ଭାବରେ କାର୍ଯ୍ୟକ୍ରମ କରୁଛନ୍ତି ଏବଂ ଓଡ଼ିଶାର ସରକାରଙ୍କ ପକ୍ଷରୁ ଯେପରି ନୀରବତା ଅବଲମ୍ବନ କରାଯାଉଛି ଏଥିରୁ ଅନୁମେୟ ଓଡ଼ିଶା…

ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ…

ରାଜ୍ୟରେ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଙ୍ଗ୍: ସ୍ବାସ୍ଥ୍ୟ ସେବାରେ ଉତ୍କର୍ଷ ପାଇଁ ମିଳିବ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ଵର: ରାଜ୍ୟରେ ପ୍ରଥମ ଥର ପାଇଁ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଙ୍ଗ୍ । ଆସନ୍ତାକାଲି ଏହି ରାଙ୍କିଙ୍ଗ୍ ପ୍ରକାଶ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ମେଡିକାଲ କଲେଜ, ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ, ଉପ ଜିଲ୍ଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟ…