Latest Odisha News

BREAKING NEWS

Browsing Category

ସହର

City

ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣାରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣା । ୨ ଅଭିଯୁକ୍ତଙ୍କୁ ଗିରଫ କଲା ମଞ୍ଚେଶ୍ୱର ଥାନା ପୋଲିସ । ଧୀରକୁଟ ବସ୍ତି ନିକଟରେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ ୪ ଦୁର୍ବୃତ୍ତ । ଆଉ ଦୁଇ ଜଣଙ୍କୁ ଧରିବାକୁ ଜାରି ରହିଛି ତଦନ୍ତ ପ୍ରକ୍ରିୟା । ଖବର ମୁତାବକ,…

ଲୋକାର୍ପିତ ହେବ ଯାଜପୁରର ରୁପାନ୍ତରୀତ ସ୍କୁଲ, ସେପଟେ ଆଉ ୫ ଜିଲ୍ଲା ପାଇଁ ‘ଲକ୍ଷ୍ମୀ’ ବସ୍ ର ଶୁଭାରମ୍ଭ କରିବେ…

ଭୁବନେଶ୍ଵର: ରାଜ୍ୟରେ ପରିବହନ କ୍ଷେତ୍ର ହେବ ଆହୁରି ସହଜ । ଗାଁରୁ ଯୋଡିହେବ ସବୁ ସହର । ଲକ୍ଷ୍ମୀ ଯୋଜନାରେ ଆଜି ଆଉ ୫ଜିଲ୍ଲାକୁ ଗଡିବ ବସ୍‌ । ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପଟେ ଯାଜପୁର ଜିଲ୍ଲାରେ ସମୃଦ୍ଧ ଶିକ୍ଷାର ଆରମ୍ଭ ହେବ ନୂତନ ଅଧ୍ଯାୟ। ଲୋକାର୍ପିତ ହେବ…

ସିଏପିଏଫ୍ ରେ କନେଷ୍ଟବଳ ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ

ଭୁବନେଶ୍ବର: ପ୍ରଥମଥର ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ)ରେ କନେଷ୍ଟବଳ (ଜିଡି) ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ । ଫେବ୍ରୁଆରୀ ୨୦ ରୁ ମାର୍ଚ୍ଚ ୭, ୨୦୨୪ ପର୍ଯ୍ୟନ୍ତ ଦେଶର ୧୨୮ ଟି ସହରରେ ପ୍ରାୟ ୪୮ ଲକ୍ଷ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର, ବଢିଲା ବୋନସ୍

ସମ୍ବଲପୁର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର । ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର । ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି । ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବଲପୁର…

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର:  ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ଗତ ଦୁଇ ଦିନ ତଳେ ସେ ଅସୁସ୍ଥ ଅନୁଭବ କରିଥିଲେ । ଖାଇବା ଛାଡ଼ି ଦେଇଥିଲେ । ଆଜି ସକାଳେ ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଦିନ ୧୨ଟା ୨୫ ମିନିଟରେ ତାଙ୍କର…

ଆସନ୍ତା ୧୬ରେ ଦେଶବ୍ୟାପୀ ହରତାଳ  

ଭୁବନେଶ୍ୱର: ଫେବ୍ରୁଆରୀ ୧୬ରେ ଦେଶବ୍ୟାପୀ ହରତାଳ, ଗ୍ରାମୀଣ ଭାରତ ବନ୍ଦ ଓ ଶିଳ୍ପ ଧର୍ମଘଟ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ଶ୍ରମିକ ଓ କୃଷକ ମାରଣ ନୀତିକୁ ବିରୋଧ କରି ସଂଯୁକ୍ତ କିଷାନ ମୋର୍ଚ୍ଚା, ଟ୍ରେଡ ୟୁନିଅନ ମିଳିତ ମଞ୍ଚ ଓ ସ୍ଵାଧୀନ ଫେଡେରେସନ ସମୂହ ପକ୍ଷରୁ ଏହି…

ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ନବୀନ ପଟ୍ଟନାୟକ: ଇଣ୍ଡିଆ ଟୁଡେ ସର୍ଭେ

ଭୁବନେଶ୍ବର: ପୁଣି ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 'ଇଣ୍ଡିଆ ଟୁଡେ ମୁଡ୍‌ସ ଅଫ୍‌ ଦ ନେସନ' ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ଅନ୍ୟ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପଛରେ…

ବିଳମ୍ବିତ ରାତିରେ ସାମ୍ବାଦିକଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ବର: ରାଜଧାନୀରେ ଅସୁରକ୍ଷିତ ହୋଇପଡିଛନ୍ତି ସାମ୍ବାଦିକ । ପୁଣି ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି । ଏକ ଘରୋଇ ଟିଭି ଚ୍ୟାନେଲର ରିପୋର୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗତକାଲି ବିଳମ୍ବିତ ରାତିରେ ୪ ଜଣ ଯୁବକ ୨ଟା ବାଇକରେ ଆସି ଖଣ୍ଡାରେ ଆକ୍ରମଣ କରିଛନ୍ତି ।…

କାରକୁ ପଛରୁ ପିଟିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା

ଭୁବନେଶ୍ବର: ଭୁବନେଶ୍ୱର ନୟାପଲ୍ଲୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାରକୁ ପଛପଟୁ ଧକ୍କା ଦେଇଛି ଏକ ଟ୍ରକ୍ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ରାସ୍ତାର ଆରପଟେ ଆସି କାରଟି ଛିଟିକି ପଡ଼ିଥିଲା । ରାସ୍ତା ମଝିରେ ଥିବା ଡିଭାଇଡରକୁ ଭାଙ୍ଗି କାରଟି ଦୁର୍ଘଟଣା ଘଟିଛି । କାର ଭିତରେ ଥିବା…

ଓଡ଼ିଶାକୁ ଶହେ ବର୍ଷ ପୂର୍ତ୍ତି ସମୟରେ ଶହେ ପିଲାଙ୍କର ୧୦୦ କୋଟି ଟଙ୍କା ବ୍ୟବସାୟ କରାଇବା ଲକ୍ଷ୍ୟ: ଧର୍ମେନ୍ଦ୍ର…

ଭୁବନେଶ୍ୱର: ଷ୍ଟାର୍ଟଅପକୁ ପ୍ରୋତ୍ସାହିତ କରିବା ସହ ଓଡ଼ିଶାକୁ ଶିଳ୍ପ ଜଗତର ପେଣ୍ଠସ୍ଥଳୀ ଭାବରେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ଆସନ୍ତାକାଲି ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ୧୦୦ କ୍ୟୁବ୍ ଷ୍ଟାର୍ଟଅପ ପଦକ୍ଷେପର ଶୁଭାରମ୍ଭ ହେବ । ଏହାର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱର…