Latest Odisha News

BREAKING NEWS

Browsing Category

ସହର

City

ମହିଳାଙ୍କ ଠାରୁ ଭ୍ୟାନିଟ ବ୍ୟାଗ୍ ଛଡାଇବା ପଡିଲା ମହଙ୍ଗା, ୨ ଲୁଟେରା ଗିରଫ

ଭୁବନେଶ୍ବର: ଧରାପଡିଲେ ଦୁଇ ଲୁଟେରା । ଏକୁଟିଆ ଦେଖି ଜଣେ ମହିଳାଙ୍କ ଠାରୁ ଝାମ୍ପିନେଇଥିଲେ ତାଙ୍କ ଭ୍ୟାନିଟ୍ ବ୍ୟାଗ । ଏନେଇ ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ ଉକ୍ତ ମହିଳା ଜଣଙ୍କ । ଅଭିଯୋଗକୁ ଆଧାରକରି ଆଜି ଦୁଇ ଜଣ ଲୁଟେରାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତ…

କାହିଁକି ବିଧାନସଭାକୁ ମୁଣ୍ଡିଆ ମାରିଲେ ସୁର ରାଉତରାୟ?

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍…

ଅଧିବେଶନର ଶେଷ ଦିନ: ପ୍ରଶ୍ନକାଳରେ ଭତ୍ତା ବୃଦ୍ଧି ପ୍ରସଙ୍ଗ ତାତି 

ଭୁବନେଶ୍ୱର:ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନର ଶେଷ ଦିନ। ପଞ୍ଚମ ଦିନରେ ଅଧିବେଶନ ପହଞ୍ଚିବା ପରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗୃହ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ପ୍ରଶ୍ନକାଳରେ ଶିଳ୍ପ, ଶକ୍ତି,…

ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ଵର: ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ପୂର୍ବରୁ ବୈଷୟିକ ଓ ଦକ୍ଷତା ବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ପ୍ରେମାନନ୍ଦ ନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

ସ୍ଵତନ୍ତ୍ର ଟ୍ରେନ ଯୋଗେ ତିରୁପତିଙ୍କ ଦର୍ଶନରେ ବାହାରିଲେ ୯୭୦ ଜଣ ବରିଷ୍ଠ ନାଗରିକ

ଭୁବନେଶ୍ବର: ତିରୁପତିଙ୍କ ଦର୍ଶନ ପାଇଁ ବାହାରିଲେ ୯୭୦ ଜଣ ବରିଷ୍ଠ ନାଗରିକ । କରିବେ ବରିଷ୍ଠ ନାଗରିକ । ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଭେଲ୍ଲୋର ଅଭିମୁଖେ ବାହାରିଲେ ବରିଷ୍ଠ ନାଗରିକ । ଭର୍ଚୁଆଲ ମୋଡରେ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ଵର ରେଲୱେ…

ପ୍ରଶ୍ନକାଳରେ ନରସିଂହ ଆଣିଲେ ସାମ୍ବାଦିକ ପ୍ରସଙ୍ଗ 

ଭୁବନେଶ୍ୱର:ରାଜରାସ୍ତାରୁ ସାମ୍ବାଦିକଙ୍କ ଦାବିକୁ ଗୃହରେ ଉପସ୍ଥାପନା କଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର। ବିଧାନସଭାର ଚତୁର୍ଥ ଦିନର ଶୂନ୍ୟକାଳରେ ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ ଉଠିଛି । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ଦାବି ଉଠାଇଛନ୍ତି । ରାଜରାସ୍ତାରେ ସାମ୍ବାଦିକ ସଂଘ…

ଅପରେଶନ ହ୍ଵାଇଟ୍ ସ୍ପାଇଡର୍: ଗୋଟିଏ ମାସରେ ଜବତ ହୋଇଛି କେବଳ ୧୪୪ ଗ୍ରାମରୁ ଅଧିକ ଧଳା ଜହର

ଭୁବନେଶ୍ଵର: ରାଜ୍ୟରେ ବିଭିନ୍ନ ନିଶା ଦ୍ରବ୍ୟର ବିକ୍ରୟ ଓ ସେବନକୁ ପ୍ରତିହତ କରିବା ନିମନ୍ତେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କମିଶନରେଟ ପୋଲିସ । ସେଥିପାଇଁ ଗତ ୨୦୨୧ ମସିହା ଅଗଷ୍ଟ ମାସରେ ଗଠିତ ହୋଇଛି ଅପରେସନ ହ୍ଵାଇଟ ସ୍ପାଇଡର । ତେବେ ଏହି ଅପରେସନ ହ୍ଵାଇଟ ସ୍ପାଇଡର ମାଧ୍ୟମରେ…

ବିଧାନସଭାରେ ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ହିସାବ 

ଭୁବନେଶ୍ୱର: ବିଧାନସଭାର ୪ର୍ଥ ଦିନରେ ଉପସ୍ଥାପନ ହେଲା ବଜ୍ରପାତରେ ମୃତ୍ୟବରଣ କରିଥିବା ଲୋକଙ୍କ ହିସାବ। ଗତ ୫ ବର୍ଷରେ ବଜ୍ରପାତରେ କେତେ ଲୋକଙ୍କର ଜୀବନ ଯାଇଛି ସେ ନେଇ ତଥ୍ୟ ଉପସ୍ଥାପନା କରାଯାଇଛି। ଷୋଡ଼ଶ ବିଧାନସଭାର ୪ର୍ଥ ଦିନରେ ପ୍ରଶ୍ନ ପଚାରିଥିଲା କଂଗ୍ରେସ। କଂଗ୍ରେସ ବିଧାୟକ…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଫେବୃଆରୀ ୧୫ ଯାଏଁ ନାମାଙ୍କନ ଦାଖଲ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ଫେବୃଆରୀ ୧୫ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ ।…

ବିଧାନସଭା ବଜେଟ ଅଧିବେଶନ: ଆଜି ଗୃହରେ କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ବର: ଆଜି ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିନ । ଆଜି ବିଧାନସଭାରେ ଉପସ୍ଥାପନ ହେବ କାମଚଳା ବଜେଟ୍ । ସଂଧ୍ୟା ୫ଟା ରେ କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଏହା ନବୀନ ସରକାରର ପଞ୍ଚମ ପାଳିର ଶେଷ ବଜେଟ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ…