Latest Odisha News

BREAKING NEWS

Browsing Category

ସହର

City

ମକା କ୍ଷେତ୍ର ପ୍ରଦର୍ଶନରେ ଅହେତୁକ ଅଗ୍ରଗତି, ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କ ଭିକେ ପାଣ୍ଡିଆନ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଛନ୍ତି ଏହା ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍‌ଗ୍ରାସ ଚାଷୀମାନଙ୍କର ବିଭିନ୍ନ…

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ମିଗଜୋମ୍’, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ଛୁଇଁଲା ବାତ୍ୟା 'ମିଗଜୋମ୍' । ପ୍ରଚଣ୍ଡ ରୂପ ନେଇ ଦକ୍ଷିଣ ଆନ୍ଧ୍ରର ବାପାଟଲା ନିକଟରେ ଲ୍ୟାଣ୍ଡଫଲ୍ କଲା 'ମିଗଜୋମ୍' । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ଜାରି ରହିଛି ବର୍ଷା । 'ମିଗଜୋମ୍' ଘଣ୍ଟା ପ୍ରତି ବେଗ ୧୨ କିମି ବେଗରେ ଉତ୍ତର…

ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା: ‘ମୋ ପୋଲିସ୍’ ଏବେ ‘ବିଜେଡି ପୋଲିସ’ରେ ପରିଣତ ହୋଇଛି: ଇରାସିସ୍ ଆଚାର୍ଯ୍ୟ

ଭୁବନେଶ୍ୱର: ଶାନ୍ତିପ୍ରିୟ ଓଡିଶା ରାଜ୍ୟରେ ଦିନକୁ ଦିନ ଅପରାଧ ପ୍ରବଣତା ବଢି ଚାଲିଛି । ଅପରାଧିମାନଙ୍କ ଚରା ଭୁଇଁ ପାଲଟିବା ସହିତ ଭିତ୍ତିଭୂମି ସୁଦୃଢ ହେବାରେ ଲାଗିଛି । ସଦ୍ୟ ପ୍ରକାଶିତ ଏନ୍‌ସିଆର୍‌ବି ରିପୋର୍ଟରେ ଓଡିଶାରେ ବଢିଚାଲିଥିବା ଅପରାଧ ସମ୍ପର୍କିତ ତଥ୍ୟ ଚିନ୍ତାର କାରଣ ପାଲଟିଛି…

ଡିସେମ୍ବର ୯ରେ ନମନର ୨ୟ ସଂସ୍କରଣ : ମହିଳା ପୁଲିସଙ୍କୁ କରାଯିବ ସମ୍ମାନିତ

ଭୁବନେଶ୍ବର :  ଡିସେମ୍ବର ୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ନମନର ୨ୟ ସଂସ୍କରଣ । ୭ମ ବାଟାଲିୟନ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ  । ନମନ ପୁଲିସ ଭାଇ ଭଉଣୀ ତଥା ସେମାନଙ୍କ ପରିବାର ପାଇଁ ଉତ୍ସର୍ଗୀକୃତ ଏବଂ ନିଆରା ଓ ଅନନ୍ୟ କାର୍ଯ୍ୟକ୍ରମ  । ପୋଲିସ ପ୍ରଶାସନ ସର୍ବଦା ଆଇନ…

ଆଉ କିଛି ଘଣ୍ଟା ମଧ୍ୟରେ ଆନ୍ଧ୍ର ଉପକୂଳ ଛୁଇଁବ ବାତ୍ୟା ମିଗଜୋମ୍ : କାଲି ଗଜପତି ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର : ଉଗ୍ର ରୂପ ଧାରଣ କରି ସ୍ଥଳଭାଗ ମୁହାଁ ହେଉଛି ଭୀଷଣ ବାତ୍ୟା ମିଗଜୋମ୍ । କିଛି ଘଣ୍ଟା ମଧ୍ୟରେ ଏହା ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ  । ନେଲୋର ଓ ମଚ୍ଛଲିପାଟନମ୍ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ  । ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ମିଗଜୋମ୍  । ଏହା…

ଆଜି ପ୍ରଥମାଷ୍ଟମୀ: କଣ ରହିଛି ହଳଦୀପତ୍ର ଦିଆ ଏଣ୍ଡୁରି ପିଠାର ମହତ୍ତ୍ୱ

ଭୁବନେଶ୍ଵର: ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହି ଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’।…

ଆଦିତ୍ୟ ବିର୍ଲା ପବ୍ଲିକ୍‌ ସ୍କୁଲର ସପ୍ତମ ସ୍ଥାପନା ଦିବସ

ଭୁବନେଶ୍ବର: ଆଦିତ୍ୟ ବିର୍ଲା ପବ୍ଲିକ୍‌ ସ୍କୁଲର ସପ୍ତମ ସ୍ଥାପନା ଦିବସ ଅୟୋଜିତ ହୋଇଯାଇଛି। ଦୁଇ ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଡିସେମ୍ବର ୨ ତାରିଖରେ ସ୍କୁଲ ପରିସର ‘କଳିଙ୍ଗ ଉତ୍ସବ’ ନାମରେ ଏକ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ…

ହନିଟ୍ରାପ୍‌ ମାମଲା: ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କୁ ଆଜି ଜାମିନ ମିଳିଛି । ହାଇକୋର୍ଟ ଅର୍ଚ୍ଚନାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି । ଯାହାଫଳେ ଖୁବ୍ ଶୀଘ୍ର ଜେଲରୁ ମୁକୁଳି ପାରନ୍ତି ଅର୍ଚ୍ଚନା ନାଗ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିସାରିଥିବାବେଳେ, ଏବେ ଆଉ ଗୋଟିଏ…

ଝଲସୁଛି କୁଆଖାଇ ପଠା, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଦୋଳି ଖେଳି ବାଲିଯାତ୍ରାର ମଜା ନେଉଛନ୍ତି ଭୁବନେଶ୍ଵର ବାସୀ

ଭୁବନେଶ୍ଵର: ଆକାଶରେ ଉଡୁଛି ରଙ୍ଗ ବେରଙ୍ଗର ବେଲୁନ । ତଳେ ବିଛେଇ ହୋଇପଡିଛି ସତେ ଯେପରି ଘାସର ଗାଲିଚା । ସୁନ୍ଦର ସୁନ୍ଦର କୃତିମ ଗଛ, ଫୁଲଦାନୀ ନେବାକୁ ଲାଗିଛି ଲୋକଙ୍କ ଭିଡ । ତା’ ଭିତରେ ଚଟପଟା ଖାଇବର ମଜା । ଇଏ ହେଉଛି ଆମ ରାଜଧାନୀ ଭୁବନେଶ୍ଵରର ବାଲିଯାତ୍ରା ପଡିଆ । ବାଲିଯାତ୍ରା ଆରମ୍ଭ…

ବଳ ଗୋଟାଉଛି ବାତ୍ୟା ’ମିଗଜୋମ’, ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମିଗଜୋମ । ଏହା ଆହୁରି ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇପାରେ । ଏବେ ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ସାମୁଦ୍ରିକ ଝଡ଼ । ଆଜି ମଧ୍ୟାହ୍ନରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର…