Latest Odisha News

BREAKING NEWS

Browsing Category

ସହର

City

୧୭ ମହଲାରୁ ଉଦ୍ଧାର ହେଲା ଅଢେ଼ଇ ଫୁଟର ଢମଣା ସାପ, କିପରି ଏତେ ଉପରକୁ ଗଲା ସେନେଇ ସନ୍ଦେହ…

ଭୁବନେଶ୍ଵର: ୧୭ ମହଲାରୁ ଉଦ୍ଧାର ହେଲା ଅଢେ଼ଇ ଫୁଟର ଢମଣା ସାପ । ଭୁବନେଶ୍ୱର ସିଯୁଆ ସ୍ଥିତ ୧୮ ମହଲା ଉଚ୍ଚ ଭିପୁଲ୍ ଗ୍ରୀନ ଆପାର୍ଟମେଣ୍ଟର ୧୭ ମହଲାରେ ଥିବା ଏ-୧୭୦୧ ନମ୍ବର ଘର ଭିତରୁ ଏକ ଅଢେ଼ଇ ଫୁଟର ଢମଣା ସାପ ଉଦ୍ଧାର ହୋଇଛି । ଆଜି ସକାଳେ ଘର ଭିତରେ ଏକ ହଳଦିଆ ରଙ୍ଗର ସାପକୁ ଦେଖି…

ବଙ୍ଗୋପସାଗରରେ ଅବପାତ : ଡିସେମ୍ବର ୩ରେ ବାତ୍ୟା , ୪ରେ ଛୁଇଁବ ଉପକୂଳ

ଭୁବନେଶ୍ବର : ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ  । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବ ରେ ଅବପାତରେ ପରିଣତ ହୋଇଛି । ପୁଡୁଚେରୀଠାରୁ ୭୯୦ , ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର…

ସୋଆ ବିଶ୍ଵବିଦ୍ୟାଳୟରେ ୨ ଦିନିଆ ରାଜ୍ୟସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ଠାରେ ନେହେରୁ ଯୁବକେନ୍ଦ୍ର ଓଡିଶା ଆନୁକୁଲ୍ୟରେ ଦୁଇ ଦିନ ଧରି ରାଜ୍ୟ ସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଜଳ ଶକ୍ତିମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭ ଉଦଘାଟନ କରିଥିଲେ । ଉଦଯାପନୀ ଦିବସରେ…

ଧରା ପଡିଲେ ସୁନୀଲ ପାଢୀ, ଭିଜିଲାନ୍ସ ରେଡ ବେଳେ ଛାତରୁ ଡେଇଁ ମାରିଥିଲେ ଚମ୍ପଟ

ଭୁବନେଶ୍ଵର: ଧରାପଡ଼ିଲେ ଛାତରୁ ଡେଇଁ ଚମ୍ପଟ ମାରିଥିବା ଭୁବନେଶ୍ୱର RWS&Sର କନିଷ୍ଠ ଯନ୍ତ୍ରୀ ସୁନୀଲ ପାଢ଼ୀ । ଆଜି ରାତି ୪ଟାରେ ଭୁବନେଶ୍ଵରସ୍ଥିତ ଜାଗମରା ଘରେ ଭିଜିଲାନ୍ସ ରେଡ୍‌ ବେଳେ ପଡ଼ୋଶୀ ଘର ଛାତରୁ ଡେଇଁ ଚମ୍ପଟ ମାରିଥିଲେ ସୁନୀଲ । ସୂଚନା ଅନୁସାରେ, ଭୁବନେଶ୍ୱର…

୩ରେ ବାତ୍ୟା ,୪ରେ ଉପକୂଳ ଛୁଇଁବ !

ଭୁବନେଶ୍ବର :  ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୪ ତାରିଖ ସକାଳେ ଏହା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବାର ଆଶଙ୍କା କରାଯାଉଛି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ନିଟ୍ ଓ ଜେଇଇ କୋଚିଂ

ଭୁବନେଶ୍ୱର:  ରାଜ୍ୟର ସମସ୍ତ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ମାଗଣା ଅନଲାଇନ୍ ନିଟ୍ ଏବଂ ଜେଇଇ କୋଚିଂ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି ଓଡିଶା ସରକାର । ଭର୍ଚୁଆଲ୍ କୋଚିଂ ପାଇଁ ବ୍ୟବସ୍ଥା କରିବାକୁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଗତକାଲି…

ପୁଣି ଓଡିଶା ପାଇଁ ଗୌରବ ଆଣିଲେ ଓଡିଆ ଝିଅ, ଦେଶର ପ୍ରଥମ ମହିଳା ଏଡିସି ହୋଇଛନ୍ତି ଓଡ଼ିଆ ଝିଅ ମନୀଷା ପାଢୀ

ଭୁବନେଶ୍ଵର: ଦେଶର ପ୍ରଥମ ମହିଳା ଏଡ୍-ଡି-କ୍ୟାମ୍ପ (ଏଡିସି) ହୋଇଛନ୍ତି ଓଡ଼ିଆ ଝିଅ ମନୀଷା ପାଢୀ । ମିଜୋରାମ ରାଜ୍ୟପାଳ ଡ.ହରିବାବୁ କାମଭାମପତିଙ୍କର ଏଡିସି ଭାବେ ତାଙ୍କୁ ନିଯୁକ୍ତି ମିଳିଛି । ବୁଧବାର ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍କ୍ବାର୍ଡନ ଲିଡର ମନୀଷା ପାଢୀଙ୍କୁ ଏଡିସି…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ରେଡ୍ ବେଳେ ଘର ଛାତ ଡେଇଁ ମାରିଲେ ଚମ୍ପଟ

ଭୁବନେଶ୍ଵର: ଛାତ ଡେଇଁ ଚମ୍ପଟ ମାରିଲେ ଜେଇ ସୁନିଲ କୁମାର ପାଢୀ । ଭିଜିଲାନ୍ସ ରେଡ୍ ବେଳେ ନିଜ ଘରର ଛାତ ଦେଇ ପଡିଶା ଘରର ଛାତକୁ ଡେଇଁ ସେଠାରୁ ଫେରାର ହୋଇଯାଇଛନ୍ତି । ଭୁବନେଶ୍ଵର ସ୍ଥିତ ଜାଗମରା ଅଞ୍ଚଳରେ ଭିଜିଲାନ୍ସ ରେଡ ପାଇଁ ପହଞ୍ଚିବା କ୍ଷଣି ଛାଟ ଡେଇଁ ଫେରାର ହୋଇଯାଇଛନ୍ତି ଜେଇ…

ଅବପାତର ରୂପ ନେଉଛି ଲଘୁଚାପ : ଡିସେମ୍ବର ୨ରେ ବାତ୍ୟା ଆଶଙ୍କା !

ଭୁବନେଶ୍ବର :  ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ  । ଗତକାଲି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବାବେଳେ ଆଜି ସୁଦ୍ଧା ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।…

ମାଗଣା ଚାଉଳ କ୍ଷୁଧା ନିବାରଣ କିରିଛି କିଛି ମାତ୍ରାରେ, ଦାରିଦ୍ର୍ୟ ଦୂରୀକରଣ କରିପାରିବ ନାହିଁ: କଂଗ୍ରେସ

ଭୁବନେଶ୍ୱର: ଆଜି କେନ୍ଦ୍ର କ୍ୟାବିନେଟ୍ ରେ ୫ ବର୍ଷ ମାଗଣା ଚାଉଳ ଦେବାକୁ ମଞ୍ଜୁରୀ ହୋଇଛି । ଏହି ମାଗଣା ଚାଉଳ ବଣ୍ଟନକୁ ଗୋଟେପଟେ ବିଜେଡି ପରୋକ୍ଷ ଭାବେ ସମର୍ଥନ କରୁଥିବାବେଳେ ଏହାକୁ ବିରୋଧ କରିଛି କଂଗ୍ରେସ । ରାଜ୍ୟରେ ମାଗଣା ଚାଉଳ ବଣ୍ଟନ ବ୍ୟବସ୍ଥା ହେତୁ କ୍ଷୁଧା ନିବାରଣ କିଛି…