Latest Odisha News

BREAKING NEWS

Browsing Category

ସହର

City

ଆସନ୍ତାକାଲି ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର…

Utkal University: ଅଣଛାତ୍ରଙ୍କୁ ହଟାଇ ୩ନଂ ହଷ୍ଟେଲକୁ ସମ୍ପୂର୍ଣ୍ଣ ସିଲ୍‌ କଲେ ବାଣୀବିହାର କର୍ତ୍ତୃପକ୍ଷ

ଭୁବନେଶ୍ବର: ଆକ୍ସନ ମୋଡ୍‌ରେ ବାଣୀବିହାର କର୍ତ୍ତୃପକ୍ଷ । ଅଣଛାତ୍ରଙ୍କୁ ହଟାଇ ୩ ନଂ ହଷ୍ଟେଲକୁ ସମ୍ପୂର୍ଣ୍ଣ ସିଲ୍‌ କଲେ । ମରାମତି କରି ଛାତ୍ରଙ୍କୁ ଆଲଟମେଣ୍ଟ କରାଯିବ କହିଲେ । ୨ନଂ ହଷ୍ଟେଲ୍‌ର ୨୫ ରୁମ୍‌ ଓ ୧ନଂ ହଷ୍ଟେଲ୍‌ର ୧୯ ରୁମ୍‌ ସିଲ୍‌ କଲେ ବାଣୀବିହାର କର୍ତ୍ତୃପକ୍ଷ । ସେହିପରି…

Weather Update: ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି । ଫଳରେ ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ସୁନ୍ଦରଗଡ଼, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର,…

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଦିଲ୍ଲୀରେ ସବୁ ବିଜେପି ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା କରିବେ ।…

AI-Cameras In BBSR: ସୁରକ୍ଷିତ ରହିବ ରାଜଧାନୀ ରାସ୍ତା, କ୍ରାଇମ୍ ରୋକିବ ଆଉ ୧୫୦୦ ଏଆଇ-ଚାଳିତ କ୍ୟାମେରା

ଭୁବନେଶ୍ୱର: ରାଜଧାନୀରେ ଏବେ କ୍ରାଇମ ଜଗିବ ଏଆଇ ଚାଳିତ କ୍ୟାମେରା । ଭୁବନେଶ୍ବର ସହରର ପ୍ରମୁଖ ସ୍ଥାନରେ ୧୫୦୦ ନୂତନ ଏଆଇ-ଚାଳିତ ସିସି ଟିଭି କ୍ୟାମେରା ସ୍ଥାପନ କରାଯିବ । ଅପରାଧ ହ୍ରାସ ଏବଂ ଟ୍ରାଫିକ୍ ପରିଚାଳନାରେ ଉନ୍ନତି ଆଣିବା ପାଇଁ ସ୍ମାର୍ଟ ସିଟି କର୍ତ୍ତୃପକ୍ଷ କିଛି ଏପରି ପଦକ୍ଷେପ…

୧୬ ବର୍ଷର ପୁଅ ନିଖୋଜ; ବିକଳ ହୋଇ ଖୋଜୁଛି ମା’…

ଭୁବନେଶ୍ବର: ଭୁବନେଶ୍ବରର ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୧୬ ବର୍ଷର ନାବାଳକ ନିଖୋଜ । ପୁଅ ଆଉ ଘରକୁ ଫେରି ନ ଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ନିଖୋଜ ନାବାଳକର ମାଆ । ନିଖୋଜ ହେବାର ୪ ଦିନ ବିତିଯାଇଥିଲେ ମଧ୍ୟ ପିଲାଟିର କୌଣସି ଟେର୍ ପାଉନି ପୋଲିସ । ତେବେ ନାବାଳକ ଜଣକ କରାଟେ କ୍ଲାସ୍…

Weather Update: ରାଜ୍ୟରେ ଆହୁରି ଛେଚିବ ବର୍ଷା, ଆଜି ୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ, ଆହୁରି ୩ଦିନ ବର୍ଷିବ ବୋଲି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ମଧ୍ୟ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫…

‘ସେପ୍ଟେମ୍ବରରେ ଚାଷୀଙ୍କୁ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଯୋଗାଇ ଦିଆଯିବ’

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର…

ରାଜ୍ୟର କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ତେବେ ଏହି ସମୟ ଭିତରେ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ବଡ ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । କୌଣସି…

ସୁନ୍ଦରପଦା-ଜଟଣୀ ରାସ୍ତା ସଂପ୍ରସାରଣ କାମ ନଭେମ୍ବର ସୁଦ୍ଧା ଶେଷ କରିବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୁନ୍ଦରପଦା ଠାରୁ ଜଟଣୀ ପର୍ଯ୍ୟନ୍ତ ନିର୍ମାଣଧୀନ ରାସ୍ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି । ସାଧାରଣ ଲୋକଙ୍କ ଆବଶ୍ୟକତା ଦୃଷ୍ଟିରୁ ରାସ୍ତା ନିର୍ମାଣ କାର୍ଯ୍ୟ କିପରି ଶୀଘ୍ର ଶେଷ ହୋଇପାରିବ ସେନେଇ ବିଭାଗୀୟ…