Latest Odisha News

BREAKING NEWS

Browsing Category

ସହର

City

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ : ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ପିଏଚ୍ ଡିଭିଜନ୍ ଅଧୀକ୍ଷଣ ଯନ୍ତ୍ରୀ । ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରୁଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ଜାରି ରହିଛି । ଏକକାଳୀନ ୬ଟି ସ୍ଥାନରେ ନିଜର ଓ ସମ୍ପର୍କୀୟଙ୍କ ଘରେ…

ରାଜ୍ୟରେ ବଢିବ ଶୀତ, ୪ ଡିଗ୍ରୀ ହ୍ରାସ ପାଇବ ପାରଦ

ଭୁବନେଶ୍ବର: ରାଜ୍ୟରେ ମଙ୍ଗଳବାର ଠାରୁ ଶୀତର ପ୍ରକୋପ ବଢିବ । ଅନେକ ସ୍ଥାନରେ ପାଗ ଶୁଖିଲା ରହିବ । ଦେଶର ମଧ୍ୟ ଭାଗରେ ଏକ ଗୁରୁଚାପ ବଳୟ ସକ୍ରିୟ ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ…

ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲା: ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର; ଦୀର୍ଘ ୬ ବର୍ଷ ପରେ ବ୍ରହ୍ମପୁର ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲାରେ ଅଭିଯୁକ୍ତକୁ ଦଣ୍ଡାଦେଶ । ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ । ଗତ ୨୦୧୭ ମସିହାରେ ବୁଡୁ ପାତ୍ରଙ୍କୁ ହତ୍ୟା କରାଯାଇଥିଲା । ସୂଚନା ଅନୁସାରେ, ଗତ ୨୦୧୭…

ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଆୟୋଜିତ

ଭୁବନେଶ୍ୱର : ରାଜ୍ୟର ମହିଳା ଓ ଶିଶୁ ବିକାଶ ବିଭାଗର ଅଂଶ ବିଶେଷ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଆୟୋଜିତ ହେଇଯାଇଛି। । ଏହି ଉତ୍ସବରେ ମିଶନ ଶକ୍ତି, ମହିଳା ଶିଶୁ ବିକାଶ ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ମୁଖ୍ୟ ଅତିଥି, ଅଭିନେତ୍ରୀ ଅନୁ…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ! ଅଭିଯୋଗ ଆଣିଲେ ପରିବାର ଲୋକ , ସ୍ବାମୀ ଅଟକ

ଭୁବନେଶ୍ବର : ଯୁଗ ବଦଳିଛି , ସମୟ ମଧ୍ୟ ବହୁତ ଆଗକୁ ଯାଇଛି  । ହେଲେ ଏବେ ବି ଲୋକଙ୍କର ମାନସିକତା ବଦଳିନାହିଁ । ଆଜି ବି ରହିଛି ଯୌତୁକ ପ୍ରଥା । ଯୌତୁକ ପାଇଁ ଅନେକ ଝିଅ ଜୀବନ ହରାଉଛନ୍ତି  । ଏମିତି କିଛି ଘଟଣା ଘଟିଛି ଭୁବନେଶ୍ବର ଏୟାର ଫିଲ୍ଡ ଥାନା ପୁନାମା ଗେଟ୍ ନିକଟରେ  ।…

ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର, ସ୍ଵର୍ଗଦ୍ଵାରରେ ହେବ ଅନ୍ତିମ ସଂସ୍କାର

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ ତାଙ୍କ ପାର୍ଥିବ ଶରୀରକୁ…

ପରଲୋକରେ ପୂର୍ବତନ ମନ୍ତ୍ରୀ ମହେଶ୍ବର ମହାନ୍ତି: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି । ୬୭ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହେଶ୍ଵର ମହାନ୍ତିଙ୍କ ପରଲୋକ । ତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ ବିଜେଡି…

ପୁଣି ରାଜଧାନୀରେ ରକ୍ତର ଛିଟା : ଚନ୍ଦକା ଗୋଠପାଟଣାରେ ମହିଳାଙ୍କୁ ବିଭତ୍ସ ହତ୍ୟା, କାରଣ ଖୋଜୁଛି ପୋଲିସ

ଭୁବନେଶ୍ବର : ପୁଣି ରକ୍ତରଞ୍ଜିତ ହେଲା ରାଜଧାନୀ । ଭୁବନେଶ୍ବର ଉପକଣ୍ଠ ଚନ୍ଦକା ଗୋଠପାଟଣାରେ ଜଣେ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି ।  ମୃତ ମହିଳା ଜଣକ ହେଉଛନ୍ତି ସସ୍ମିତା ବେହେରା । ସୂଚନା ମୂତାବକ ସସ୍ମିତା ଗୋଠପାଟଣାରେ ଏକ ଜଳଖିଆ ଦୋକାନ କରିଥିଲେ । ସେ ନିଜ ପରିବାର ସହ…

ପୂର୍ବତଟ ରେଳପଥ ପକ୍ଷରୁ ଦୂରଗାମୀ ସ୍ୱତନ୍ତ୍ର ଟ୍ରେନ୍ ସେବା ବୃଦ୍ଧି

ଭୁବନେଶ୍ୱର: ସାଧାରଣ ଜନତା, ବିଶେଷକରି ରେଳ ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ଗୁରୁତ୍ୱପୂର୍ଣ୍ଣ ମାର୍ଗରେ ନିୟମିତ ଚଳାଚଳ କରୁଥିବା ଟ୍ରେନ ମାନଙ୍କରେ ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ଚଳାଚଳ କରୁଥିବା ସ୍ପେଶାଲ ଟ୍ରେନର ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହା…

ଦିନକ ପରେ ରାଜ୍ୟରେ ଅନୁଭୂତ ହେବ ଶୀତ, ଖସିବ ପାରଦ

ଭୁବନେଶ୍ୱର: ଛାଡିଯାଇଛି ବର୍ଷା । ଆକାଶ ଏବେ ମେଘ ମୁକ୍ତ । ରାଜ୍ୟରେ ଧିରେ ଧିରେ ଆରମ୍ଭ ହେଲାଣି ଶୀତ । ଦିନକ ପରେ ରାଜ୍ୟରେ ଶୀତ ସମ୍ଭାବନା । ତଳମୁହାଁ ହେବ ପାରଦ । ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ କେନ୍ଦ୍ରର ସୂଚନାନୂସାରେ,…