Latest Odisha News

BREAKING NEWS

Browsing Category

ସହର

City

Budget: ଅତିରିକ୍ତ ବଜେଟ୍ ଉପସ୍ଥାପନ, ଆହାର ଯୋଜନା ପାଇଁ ୧୫ କୋଟି ଆବଣ୍ଟନ

ଭୁବନେଶ୍ୱର: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ । ବିଭିନ୍ନ ଯୋଜନା ପାଇଁ ଭିନ୍ନ ଭିନ୍ନ ବ୍ୟୟବରାଦ ହୋଇଥିବା…

ଆଧୁନିକ ଅଡିଟିଂ ବ୍ୟବସ୍ଥା ସୁଶାସନର ଚାବିକାଠି: ରାଜ୍ୟପାଳ

ଭୁବନେଶ୍ୱର: ଆଜି ଜୟଦେବ ଭବନରେ ପଞ୍ଚମ ଅଡିଟ୍ ସପ୍ତାହ ପାଳନର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ କହିଛନ୍ତି ଯେ, ଆଧୁନିକ ଅଡିଟିଂ ଅଭ୍ୟାସ ସୁଶାସନର ଚାବିକାଠି । ଶାସନର ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଅଡିଟିଂ ଅଭ୍ୟାସକୁ…

Barabati Stadium: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରିବାକୁ ଦାବି କଲେ ବିଧାୟିକା

ଭୁବନେଶ୍ଵର: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରାଯାଉ । ଆଜି ବିଧାନସଭାରେ ଏଭଳି ଦାବି ଉଠାଇଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ସେ କହିଛନ୍ତି ଯେ, ପୂର୍ବତନ ସରକାରରେ ବିଶ୍ୱସ୍ତରୀୟ ଷ୍ଟାଡିୟମ୍ କରିବାକୁ ଘୋଷଣା କରାଯାଇଥିଲା । ହେଲେ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇ ପାରିନାହିଁ ।…

ମହାବିଦ୍ୟାଳୟଗୁଡିକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ । ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ରାଜ୍ୟର କଲେଜ ଗୁଡିକରେ ଜବର ଦଖଲ ନେଇ…

BJD: ‘ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନ ସଭାରେ ସ୍ୱର ଉଠାଇବ ବିଜେଡି’

ଭୁବନେଶ୍ୱର: ବିଜେଡି ବିଧାୟକ ଦଳର ବୈଠକ ଆଜି ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଉଦ୍‌ବୋଧନ ଦେଇ ବିରୋଧୀ ଦଳ…

Drug Control Team: ବେଆଇନ ଗର୍ଭ ନିରୋଧକ ବଟିକା ବିକ୍ରି ନେଇ ଡ୍ରଗସ କଣ୍ଟ୍ରୋଲ ଟିମ୍ ଚଢ଼ାଉ

ଭୁବନେଶ୍ୱର: ରାଜଧାନୀରେ ଡ୍ରଗସ କଣ୍ଟ୍ରୋଲ ଟିମ୍ ର ଚଢାଉ । ବେଆଇନ ଗର୍ଭ ନିରୋଧକ ବଟିକା ବିକ୍ରି ନେଇ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରର ବିଭିନ୍ନ ମେଡ଼ିସିନ ଦୋକାନରେ ଏହି ଚଢାଉ କରାଯାଇଛି । ଏନେଇ ଦୋକାନର ଷ୍ଟକ ରିପୋର୍ଟ ଯାଞ୍ଚ ସହସେଲ ରିପୋର୍ଟ ମଧ୍ୟ ଯାଞ୍ଚ କରାଯାଉଛି ।…

୬ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟସରକାର । ୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର । ସେହିପରି,…

Police SI Scam; ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା ସିବିଆଇ

ଭୁବନେଶ୍ବର: ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ ୪ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ସିବିଆଇ । ସେମାନେ ହେଲେ ଲୋକନାଥ ସାହୁ, ତଫିମ୍‌ ଅହମ୍ମଦ ଖାନ୍‌, ଯବାନ ବିଶ୍ବରଂଜନ ଏବଂ ବିଶ୍ୱରଂଜନ ହରିଚନ୍ଦନ । ୪ ଦିନିଆ ରିମାଣ୍ଡ ପାଇଁ ସିବିଆଇ ଆବେଦନ…

ଭୁବନେଶ୍ବର ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ଅନୁଭୂତି ବାଣ୍ଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା

ଭୁବନେଶ୍ଵର: ରାଜଧାନୀରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ଭୁବନେଶ୍ୱର ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ମେଳା ସାଇଟେଡ଼ ର ନବମ ସଂସ୍କରଣରେ ଯୋଗ ଦେଇଛନ୍ତି ମହାକାଶଚାରୀ ଶୁଭାଂଶୁ । ଆକ୍ସିୟମ-୪ ମିଶନରେ ୧୮ ଦିନ ମହାକାଶରେ ରହିଥିଲେ ଶୁଭାଂଶୁ ।…

୨୬/୧୧ ମୁମ୍ବାଇ ଆକ୍ରମଣକୁ ପୂରିଲା ୧୭ବର୍ଷ; ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୨୬/୧୧ ମୁମ୍ବାଇ ଆକ୍ରମଣ l ସମୟ ବିତିଥିଲେ ବି କ୍ଷତ ଶୁଖିନି । ଏହି ଆତଙ୍କବାଦୀ ଆକ୍ରମଣରେ ୧୬୬ ଜଣଙ୍କ ହତ୍ୟା କରାଯାଇଥିବା ବେଳେ ୩୦୮ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିଲେ । ପାକିସ୍ତାନ ପ୍ରାୟୋଜିତ ଲସ୍କର-ଇ-ତୋଇବାର ୧୦ ଜଣ ଆତଙ୍କବାଦୀ ସେଦିନ ମୁମ୍ବାଇ ରେଳ ଷ୍ଟେସନ୍ ଠାରୁ…