Latest Odisha News
Browsing Category

ସହର

City

ଚାଲିଛି ପୂଜା , ଲାଗିଛି ଗହଳି : ଆଜି ମଣ୍ଡପରେ ମହାନବମୀ ପୂଜା, ଶକ୍ତି ପୀଠରେ ବିଶ୍ରାମ ନେଉଛନ୍ତି ମହାମାୟା

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ବିଶ୍ରାମ ଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହା ନବମୀ ପୂଜା । ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ବ୍ରାହ୍ମଣଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ  ।…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ: ୧୮ ଘଣ୍ଟା ମଧ୍ୟରେ ନେଇପାରେ ବାତ୍ୟାର ରୂପ !

ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ସକ୍ରିୟ ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ଥିବା ଜଣାପଡିଛି । ବର୍ତ୍ତମାନ ପାରାଦୀପଠାରୁ ଏହା ୪୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଗାମୀ ୧୮ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।…

ଦଶହରା: ଭିଡକୁ ଦେଖି କଟକ-ଭୁବନେଶ୍ୱରରେ ୧୦ ଘଣ୍ଟା ପାଇଁ ଭାରିଯାନ ଚଳାଚଳ ବନ୍ଦ

ଭୁବନେଶ୍ୱର: ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ଦଶହରା ଉତ୍ସବ ପାଳନ ବେଳେ ଟ୍ରାଫିକ୍ ସମସ୍ୟାକୁ ରୋକିବା ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ୧୦ ଘଣ୍ଟା ପାଇଁ ଭାରିଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। କମିସନରେଟ୍ ପୁଲିସ ପକ୍ଷରୁ କୁହାଯାଇଛି, ଦଶହରା ସମୟରେ ସାଧାରଣ ଜନତାଙ୍କ ସୁବିଧା ଓ…

‘ମିଳିତ ବିରୋଧୀ ଏକତା ମେଣ୍ଟ’ର ଜନଆକ୍ରୋଶ ସମାବେଶ ସାମୟିକ ସ୍ଥଗିତ

ଭୁବନେଶ୍ୱର: ସ୍ଥଗିତ ରହିଲା 'ମିଳିତ ବିରୋଧୀ ଏକତା ମେଣ୍ଟ'ର ଜନଆକ୍ରୋଶ ସମାବେଶ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଜନବିରୋଧୀ ନୀତି ବିରୁଦ୍ଧରେ ରାଜ୍ୟର ଅଣବିଜେପି ଓ ଅଣ ବିଜେଡ଼ି ଦଳ ମାନଙ୍କ ପକ୍ଷରୁ ନଭେମ୍ବର ୮ ତାରିଖରେ ରାୟଗଡ଼ା ଠାରେ ଓ ନଭେମ୍ବର ୧୫ରେ ବାଲେଶ୍ୱର ଠାରେ ହେବାକୁ ଥିବା ମିଳିତ…

ବାଣୀପୀଠରେ ମହାସମାରୋହରେ ଚାଲିଛ ମା’ ଦୁର୍ଗାଙ୍କର ସୁଵର୍ଣ୍ଣ ଜୟନ୍ତୀ ଉତ୍ସବ 

ଭୁବନେଶ୍ବର: ଚାରିଆଡେ ପୂଜାର ମାହୋଲ । ମନ୍ତ୍ର ଧ୍ବନୀରେ ପ୍ରକମ୍ପିତ ହେଉଛି ଗଗନ ପବନ । ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ମାଳାରେ ଝଲସୁଛି ସମଗ୍ର ପରିବେଶ । ଭୁବନେଶ୍ବରର ଅଧିକାଂଶ ସ୍ଥାନରେ ମା' ଦୁର୍ଗାଙ୍କ ପୂଜା କରାଯାଉଥିବାବେଳେ, ଏଥିରୁ ବାଦ ପଡିନି ଉତ୍କଳ ବିଶ୍ବବିଦ୍ୟାଳୟ ।୧୯୭୪ ମସିହାରୁ…

ପ୍ରଥମ କରି ପୂଜା ଆରମ୍ଭ କଲା କଳିଙ୍ଗ ଦୁର୍ଗା ପୂଜା କମିଟି, ଛୁଟୁଛି ଭକ୍ତଙ୍କ ସୁଅ

ଭୁବନେଶ୍ୱର: ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । ମା’ଙ୍କ ଆଗମନରେ ଗାଁରୁ ସହର ଉତ୍ସବମୁଖର । ତେବେ ରାଜଧାନୀ ଭୁବନେଶ୍ବରର ପ୍ରାୟ ସବୁ ସ୍ଥାନରେ ଦେବୀ ମା'ଙ୍କ ଆରଧାନା ଚାଲିଥିବାବେଳେ, ଏହି ପ୍ରରିପେକ୍ଷୀରେ କିସ ରୋଡ କଳିଙ୍ଗ ଦୁର୍ଗା ପୂଜା କମିଟି ପକ୍ଷରୁ ପ୍ରଥମ କରି ପୂଜା ଆରମ୍ଭ…

ଅଟୋରେ ଘରକୁ ଫେରୁଥିଲେ , ଗାଁ ରାସ୍ତାରେ ଦୁଇ ଜଣଙ୍କୁ ଖଣ୍ଡାରେ ହାଣିଲେ !

ଗଞ୍ଜାମ : ଖଲ୍ଲିକୋଟ ରମ୍ଭା ଥାନା ବଡରାମପଲ୍ଲୀ ଗାଁ ନିକଟରେ  ଅଭାବନୀୟ ଘଟଣା ଘଟିଛି । ଦୁର୍ବୁତ୍ତଙ୍କ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି  । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଯୁବକଙ୍କୁ ଗାଁ ରାସ୍ତାରେ ଖଣ୍ଡାରେ ହାଣିଛନ୍ତି ଦୁର୍ବୁତ୍ତ ।…

ଫିକା ପଡିପାରେ ଦଶହରା : ଅବପାତର ରୂପ ନେଲା ଲଘୁଚାପ; ୨୭ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ବର୍ତ୍ତମାନ ପାରଦୀପଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ମଧ୍ୟାହ୍ନଠାରୁ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବକୁ…

ଚାଲିଛି ପୂଜା , ଲାଗୁଛି ଗହଳି : ଶକ୍ତିପୀଠରେ ଆଜି ମହାନବମୀ, ମଣ୍ଡପରେ ମହାଷ୍ଟମୀ ପୂଜା; ଭକ୍ତିମୟ ପରିବେଶରେ ଚାଲିଛି…

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ମହାନବମୀ ପୁଜା ଚାଲିଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହାଷ୍ଟମୀ ପୂଜା । ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ମହାଷ୍ଟମୀ ପୂଜା କରିବା…

ଦଶହରା ଛୁଟିରେ ଘରକୁ ଯିବେ ଲୋକେ, ରାଜ୍ୟରେ ପୁଣି ଗଡିଲା ଘରୋଇ ବସ୍

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ଦଶହରାରେ ଘରକୁ ଯିବେ ଘରଠାରୁ ଦୁରରେ ରହୁଥିବା ସମସ୍ତ ଲୋକେ । କାରଣ ରାଜ୍ୟରେ ଆଜିଠୁ ପୁଣି ଗଡିଲା ବସ୍ । ଧର୍ମଘଟରୁ ଓହରିଲା ଘରୋଇ ବସ୍ ମାଲିକ ସଂଘ । ତେବେ ୩୧ ତାରିଖ ଯାଏଁ ଆନ୍ଦୋଳନ ସ୍ଥଗିତ ରହିବ । ୨୬ ତାରିଖ ପର୍ଯ୍ୟନ୍ତ ସରକାରଙ୍କ…