Latest Odisha News

BREAKING NEWS

Browsing Category

ସହର

City

ବାହାନଗା ଟ୍ରେନ୍ ଦୁର୍ଘଟଣାର ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର : ଏମ୍ସରେ ଡିସପୋଜ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର । ଭୁବନେଶ୍ବର ଏମ୍ସ ପକ୍ଷରୁ ଏସବୁ ମୃତଦେହକୁ ଡିସପୋଜ୍ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଅନ୍ତିମ ସତ୍କାର ବେଳେ ପୂର୍ବତଟ ରେଳପଥ, ସିବିଆଇ ଏବଂ ବିଏମସି ଉପସ୍ଥିତ ରହିବେ । ଏସବୁ…

ନିଶା ନିବାରଣ କେନ୍ଦ୍ରରୁ ଆସିଲା ସାଂଘାତିକ ଅଭିଯୋଗ: ଯୁବକଙ୍କୁ ପିଟି ପିଟି କଲେ ହତ୍ୟା

ଭୁବନେଶ୍ୱର : ନିଶା ନିବାରଣ କେନ୍ଦ୍ରରୁ ପୁଣି ସାଂଘାତିକ ଅଭିଯୋଗ ଆସିଛି  । ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା  କରାଯାଇଛି  । ଏଭଳି ଅଭିଯୋଗ ଆସିଛି ଭୁବନେଶ୍ବର ଧଉଳିସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରୁ । ମୃତକ ଝରଣାସାହିର କାଳୁ ନାୟକ ବୋଲି ଜଣାପଡିଛି  । ମାତ୍ର ୩ ମାସ ତଳେ କାଳୁ…

ପରଲୋକରେ ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ର: ଦୀର୍ଘ ଦିନ ଧରି ଡେଙ୍ଗୁରେ ଥିଲେ ପୀଡିତ

ଭୁବନେଶ୍ବର: ପରଲୋକରେ ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ର । ୮୮ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି  । ଦୀର୍ଘ ଦିନ ଧରି ସେ ଡେଙ୍ଗୁରେ ପୀଡିତ ଥିବାବେଳେ ଆଜି ସକାଳ ୭ଟା ୨୨ ମିନିଟରେ ତାଙ୍କର ଦେହାନ୍ତ ଘଟିଛି । ୧୯୫୯ ବ୍ୟାଚର ଆଇପିଏସ୍ ଅଫିସର…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା : ଏଯାଏଁ ଶବ ସତ୍କାର ନେଇ ଧାର୍ଯ୍ୟ ହୋଇନି ତାରିଖ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ଏବେ ବି ଏମ୍ସ ହସ୍ପିଟାଲରେ ୨୮ ଅଚିହ୍ନା ମୃତଦେହ ପଡିରହିଛି  । ଏସବୁର ସତ୍କାର କିଭଳି ଭାବରେ ସୁରୁଖୁରୁରେ କରାଯାଇପାରିବ , ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ପ୍ରକାର ପ୍ରୟାସ କରାଯାଉଛି ।  ଯଦି ଏହି ସମୟ ମଧ୍ୟରେ କେହି ମୃତକଙ୍କ…

ଅକ୍ଟୋବର ୩୧ ଯାଏଁ ଧର୍ମଘଟକୁ ସ୍ଥଗିତ ରଖିଲା ବସ୍ ମାଲିକ ସଂଘ

ଭୁବନେଶ୍ବର: ରାଜ୍ୟରେ ହେବନି ବସ୍ ଧର୍ମଘଟ  । ଅକ୍ଟୋବର ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ରଖିବାକୁ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି  । ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଏ ନେଇ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନାରେ ୧୬ ଶହ ବସ୍ ଚଳାଇବେ । ୧୬ ଶହରୁ ୧…

ଏଥର ସହିଦନଗରରେ ଚମକିବ ଇକୋ ଫ୍ରେଣ୍ଡଲି ତୋରଣ : ଉଚ୍ଚତା ୮୫ ଫୁଟ

ଭୁବନେଶ୍ବର: ପାଖେଇ ଆସୁଛି ଦୁର୍ଗା ପୂଜା  । ଏହି  ଅବସରରେ  ଆଜି ସହିଦନଗର ଦୁର୍ଗା ପୂଜା ସମିତି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି । ସଭାପତି, ଉପସଭାପତି, ଉପଦେଷ୍ଟା,କର୍ମକର୍ତ୍ତା,ସମ୍ପାଦକ ଓ ୩୦ ନମ୍ବର ଓ୍ବାର୍ଡର କର୍ପୋରେଟର ଏଥିରେ ଉପସ୍ଥିତ ଥିଲେ । ଚଳିତବର୍ଷ ସମିତି…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା : ଏଯାଏଁ ମୃତଦେହ ସତ୍କାର ନେଇ ହୋଇନି ତାରିଖ ଧାର୍ଯ୍ୟ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ଚିହ୍ନଟ ହୋଇନଥିବା ୨୮ ମୃତଦେହର ସତ୍କାର ପ୍ରକ୍ରିୟା । ଏ ନେଇ ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ସତ୍କାର ପ୍ରକ୍ରିୟାରେ ସିବିଆଇ, ବିଏମସି, ଏମ୍ସ ଏବଂ ରାଜ୍ୟ ସରକାର ସାମିଲ ହେବେ । ଏଯାଏ ସତ୍କାର ନେଇ…

ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ : ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି

ଭୁବନେଶ୍ବର: ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ  । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି  । ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି…

ପାର୍ବଣ ପୂର୍ବରୁ ଅବକାରୀ ବିଭାଗ ଟାର୍ଗେଟରେ ଡ୍ୟାନ୍ସ ବାର୍ : ଅଚାନକ ରାତିଅଧରେ କଲା ଚଢାଉ

ଭୁବନେଶ୍ବର: ଆସୁଛି ପାର୍ବଣ । ଏହାପୂର୍ବରୁ ସହରରେ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ  ଲାଗିଛି  । ବିଭିନ୍ନ ସମୟରେ ହତ୍ୟା, ରାହାଜାନୀ, ଲୁଟପାଟ୍ ର ଖବର ସାମ୍ନାକୁ ଆସିବାରେ ଲାଗିଛି । ଏହାକୁ ନେଇ ବେଶ୍ ତତ୍ପର ହୋଇଉଠିଛି କମିଶନରେଟ୍ ପୋଲିସ୍  । ଅବକାରୀ ବିଭାଗ ବି ଫୁଲ୍…

କମୁଛି ‘ଭେନାମୀ’ ଚିଙ୍ଗୁଡ଼ି ମାଛ ଚାଷ, ବଢୁଛି ‘ସିଫୁଡ’ ର ଚାହିଦା

ପାରାଦୀପ: 'ସିଫୁଡ୍' ର ବ୍ୟବସାୟ କୁ ବୃଦ୍ଧି କରିବା ଦିଗରେ ପାରାଦୀପ ମାଛଧରା ବନ୍ଦର ପରିସରରେ ଥିବା ପରିଚାଳନା ସମିତି ସଭାଗୃହରେ ରପ୍ତାନୀକାରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସି ଫିସ୍ ପାଇଁ ଉଦ୍ୟୋଗୀ ଙ୍କ ଆଗ୍ରହ ବଢିଥିବା ଲକ୍ଷ କରାଯାଇଛି । ଏନେଇ ପାରାଦୀପ…