Latest Odisha News

BREAKING NEWS

Browsing Category

ସହର

City

ପ୍ରେମିକାକୁ ଭିଡିଓ କଲ କରି ଝୁଲିପଡିଲେ ପ୍ରେମିକ

ଭୁବନେଶ୍ୱର: ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ । ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଫ୍ୟାନ୍‌ରେ ବେଡଶିଟ୍‌ ବାନ୍ଧି ଆତ୍ମହତ୍ୟା କରିଛନ୍ତି ଯୁବକ ଜଣଙ୍କ । ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ୨୪ ବର୍ଷୀୟ ପ୍ରଭୁପାଦ ମହାରଣା । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଛକ ନିକଟରେ…

ଏହି ମହାନାୟକଙ୍କ କଥାରେ ଗୋଟିଏ ଓଳି ଖାଦ୍ୟ ଛାଡିଥିଲେ ଦେଶବାସୀ, ଜାଣନ୍ତୁ ଏହାର କାରଣ…

ଭୁବନେଶ୍ଵର: ଆଜି ଅର୍ଥାତ୍ ଅକ୍ଟୋବର ୨ ତାରିଖରେ ଭାରତ ମାଆ ପାଇଥିଲା ୨ଟି ମହାନ ବ୍ୟକ୍ତିତ୍ୱ । ଏହି ଦିନ ଜନ୍ମ ଗ୍ରହଣ କରିଥିଲେ ଦେଶର ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ । ଗୋଟିଏ ଦିନରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ । ଦେଶର…

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ଵର; ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଭୁବନେଶ୍ୱରସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଓ ୟୁନିଟ୍‌-୧ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ଆଜି ମା ଓ ଶିଶୁର ହେବ ଡିଏନଏ ଟେଷ୍ଟ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣା । ଆଜି ମାଆ ଏବଂ ଶିଶୁର ଡିଏନଏ ଟେଷ୍ଟ କରାଯିବ  । ଗତ କିଛି ଦିନ ତଳେ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ନେଇ ଅଭିଯୋଗ ହୋଇଥିଲା  ।  ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆଣିଥିଲେ ରାଜକନିକା ଅଞ୍ଚଳର…

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ : କହିଲେ ପ୍ରତି ଜିଲ୍ଲାରେ କରାଯିବ Language Lab

ଭୁବନେଶ୍ବର: ସାନ୍ତାଳୀ ଭାଷା ହେବ ଆହୁରି ସମୃଦ୍ଧ  । ଏ ନେଇ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ପ୍ରତି ଜିଲ୍ଲାରେ କରାଯିବ Language Lab   । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ…

ପାଣି ଛିଟାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଫେରାର୍ , ପୋଲିସର ତଦନ୍ତ ଜାରି

ପାରାଦୀପ : ପାଣି ଛିଟା ରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ରାସ୍ତାରେ ପାଣି ଛିଟିକି ପଡିବାରୁ ତୁମୁଳକାଣ୍ଡ ସୃଷ୍ଟି ହୋଇଛି  । ଯାହାକୁ ନେଇ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲା ଅଭିଯୁକ୍ତ । ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାରାଦୀପ ଲକ୍ ପଡା ଅଞ୍ଚଳରେ । ସୂଚନା ମୂତାବକ ଗତକାଲି…

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ଜଣେ ଗିରଫ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ପୁଣି କଲରାପତରିଆ ବାଘଛାଲ ଜବତ । ଏଥିସହ ଜଣକୁ ଗିରଫ କରିଛି ବନବିଭାଗ । ଶିମିଳିପାଲ ୱାଇଲ୍ଡ ଲାଇଫ ଇଣ୍ଟେଲିଜେନ୍ସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ଟିମ୍ ଚଢ଼ାଉ କରି ଏହି ବାଘଛାଲ ଜବତ କରିଛି ।…

ବିକ୍ରି ପାଇଁ ଡିଲ ବେଳେ ମାଡି ବସିଲା ଏସଟିଏଫ୍: ଜଣେ ବେପାରୀ ଗିରଫ, ବଜ୍ରକାପ୍ତା ଜବତ

ଭୁବନେଶ୍ବର: ଏସଟିଏଫ୍ ପଞ୍ଝାରେ ବଜ୍ରକାପ୍ତା ବେପାରୀ । ବଲାଙ୍ଗୀର ଜିଲ୍ଲା ଦେବଗାଁଓ ବିଡି ଘାଟ ନିକଟରେ ଅଭାବନୀୟ ଘଟଣା ଘଟିଛି । ବିକ୍ରି ପାଇଁ ଡିଲ ହେଉଥିବାବେଳେ ଏସଟିଏଫ ପଞ୍ଝାରେ ପଡିଛି ବଜ୍ରକାପ୍ତା ବ୍ୟବସାୟୀ । ଜୀବନ୍ତ ବଜ୍ରକାପ୍ତାକୁ ଜବତ କରିବା ସହ ଜଣେ ବେପାରୀକୁ ଗିରଫ କରିଛି ଟିମ୍…

୩୦ ଜିଲ୍ଲାରେ ବୁଲିବ ସାଇବର ସଚେତନତା ରଥ : ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ୩୦ ଜିଲ୍ଳାରେ ବୁଲିବ ସାଇବର ସଚେତନତା ରଥ। ଦିନକୁ ଦିନ ସାଇବର ଅପରାଧ ବୃଦ୍ଧି ପାଉଛି  । ଯାହାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ଆଜି ସାଇବର ସୁରକ୍ଷା ଅଭିଯାନ ଓ ସାଇବର ସୁରକ୍ଷା ରଥର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨ ତାରିଖରୁ  ଏହି ରଥ…

ରତ୍ନଭଣ୍ଡାର ପ୍ରସଙ୍ଗ : ହାଇକୋର୍ଟଙ୍କ ରାୟ ପରେ ସିଂହଦ୍ୱାରରେ ଦୀପ ଜାଳିବା ସହ ମିଠା ବାଣ୍ଟିଲା ଜଗନ୍ନାଥ ସେନା

ପୁରୀ: ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ହାଇ ପାଓ୍ବାର କମିଟି ଗଠନ କରିବା ଲାଗି ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ତେବେ ଏହି ପ୍ରସଙ୍ଗରେ ଆଜି ଜଗନ୍ନାଥ ସେନା ସିଂହଦ୍ୱାରରେ ଦୀପ ଜାଳିବା ସହ ମିଠା ବାଣ୍ଟିଥିବା ଦେଖିବାକୁ…