Latest Odisha News

BREAKING NEWS

Browsing Category

ସହର

City

ଏପ୍ରିଲ ୩ ଯାଏଁ ରାଜ୍ୟରେ କାଳବୈଶାଖୀ: ୪୦ରୁ ୫୦ କିମି ଯାଏଁ ରହିବ ପବନର ବେଗ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରକୋପ ଜାରି ରହିଛି । ଆସନ୍ତା ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର,…

ସରକାରୀ କର୍ମଚାରୀ ପଢ଼ିବେ AI ଓ ସାଇବର ସୁରକ୍ଷା ପାଠ…

ଭୁବନେଶ୍ବର: ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ପରେ ଏବେ ସରକାରୀ କର୍ମଚାରୀ AI (କୃତ୍ରିମ ବୁଦ୍ଧିମତା) ପାଠ ସହ ସାଇବର ସୁରକ୍ଷା ପାଠ ମଧ୍ୟ ପଢ଼ିବେ । AI ଓ ସାଇବର ସୁରକ୍ଷା ପାଠ୍ୟକ୍ରମ ଶେଷ କରୁଥିବା କର୍ମଚାରୀଙ୍କର ରାଙ୍କିଂ ବଢିବ । ପ୍ରତି ମାସରେ ଅତିକମ୍‌ରେ ଗୋଟିଏ ପାଠ୍ୟକ୍ରମ ପଢିବେ ।…

ସୁଭଦ୍ରା ଯୋଜନାରେ ନୂଆ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ଏପ୍ରିଲ ୧ରୁ ଆରମ୍ଭ ହେବ ପଞ୍ଜୀକରଣ ପ୍ରକ୍ରିୟା

ଭୁବନେଶ୍ୱର: ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସରକାରଙ୍କ ଅନୁମୋଦନ କ୍ରମେ,…

Gold Price Hike: ପୁଣି ଗ୍ରାହକଙ୍କୁ ଝଟକା; ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ…

ଭୁବନେଶ୍ୱର: ପୁଣି ବଢିଲା ସୁନା ଦର । ଦୁଇ ତିନି ଦିନର ବ୍ୟବଧାନ ପରେ ପୁଣି ଚିନ୍ତା ବଢାଇଛି ସୁନା ରୂପା ଦର । ମାର୍ଚ୍ଚ ୨୮ ତାରିଖ ଅର୍ଥାତ୍ ଆଜି ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ୧ ଲକ୍ଷ ୪୮ ହଜାର ୯୦ ଟଙ୍କା ରହିଛି । ଗତକାଲି ୧ ଲକ୍ଷ ୪୫ ହଜାର ୫୮୦ ଟଙ୍କା ଥିଲା । ଏଥିରେ ୨ ହଜାର ୫୧୦…

ଏପ୍ରିଲ ମାସରେ ତିନି ଦିନ ଧରି ହେବ ଦ୍ବିତୀୟ ପର୍ଯ୍ୟାୟ ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତିମଣତିକୁ ବଡ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ଏପ୍ରିଲ୍ ୮, ୯ ଏବଂ ୧୦ ତାରିଖରେ ହେବ ବାହାର ରତ୍ନଭଣ୍ଡାର ଗଣତି । ଏ ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି ବାଧାପ୍ରାପ୍ତ…

ଭୁବନେଶ୍ଵରରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ ମେଗା ଟ୍ରେଡ ଫେୟାର ଏବଂ ହୋମ୍ ଆଣ୍ଡ ଡେକୋର ଏକ୍ସପୋ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ଵରରେ ଆରମ୍ଭ ହେଲା ଇଣ୍ଡିଆ ଇଣ୍ଟରନ୍ୟାସନାଲ ମେଗା ଟ୍ରେଡ ଫେୟାର ଏବଂ ହୋମ୍ ଆଣ୍ଡ ଡେକୋର ଏକ୍ସପୋ । ଜି.ଏସ୍. ମାର୍କେଟିଂ ଆସୋସିଏଟ୍ସ ଏବଂ ଓଡ଼ିଶା ଡେଭଲପର୍ସ ଫେଡେରେସନ୍ (ଓଡିଫେଡ୍) ଦ୍ୱାରା ଏହା ଆୟୋଜିତ ହୋଇଛି । ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗର…

ନୟାଗଡ଼ ଭୟଙ୍କର ବସ୍ ଦୁର୍ଘଟଣା; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଘାଟି ନିକଟ ହନୁମାନଘାଟି ବୁଲାଣୀ ରାସ୍ତାରେ ଦୁର୍ଘଟଣା ଘଟି ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।…

ଆଇସିଏମ୍‌ଏଆଇ ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଇନ୍‌କମ୍ ଟାକ୍ସ-୨୦୨୫ ସମ୍ପର୍କୀତ ଆଉଟରିଚ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ କଷ୍ଟ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ (ଆଇସିଏମ୍‌ଏଆଇ) ଏବଂ ଟ୍ୟାକ୍ସ ରିସର୍ଚ ଡିପାର୍ଟମେଣ୍ଟର ମିଳିତ ସହଯୋଗରେ ନୂତନ ଆୟକର ଆଇନ-୨୦୨୫ ସମ୍ପର୍କୀତ ଏକ ଆଉଟରିଚ୍ କାର୍ଯ୍ୟକ୍ରମ ସିଏମଏ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମଟି ଡିରେକ୍ଟରଟ୍ ଅଫ୍…

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଉପରେ ଭାଟ୍ ହ୍ରାସ ପାଇଁ ଦାବି ଉଠାଇଲା ବିଜେଡି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ପେଟ୍ରୋଲ ଓ ଡିଜେଲର ଏକ୍ସସାଇଜ ଦରରେ ଲିଟର ପ୍ରତି ଦଶ ଟଙ୍କା ହ୍ରାସ କରିବା ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଥିବା ବେଳେ ବିଜୁ ଜନତା ଦଳ ପେଟ୍ରୋଲ ଓ ଡିଜେଲ ଉପରେ ରାଜ୍ୟ ଲାଗୁ କରିଥିବା ଭାଟ ହ୍ରାସ କରିବା…

ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତା ଦେଖା: ମେ’ ମାସରେ ପ୍ରକାଶ ପାଇବ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତକାଲି ଅର୍ଥାତ ଶନିବାର ଦିନ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଶେଷ ହେବ । ଏପ୍ରିଲ ୨ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ଦେଖା । ଏହାପରେ ୬୦ ଦିନ ମଧ୍ୟରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଖାତା ମୂଲ୍ୟାୟନ ପାଇଁ ୧୫୧ ମୂଲ୍ୟାୟନ…