Latest Odisha News

BREAKING NEWS

Browsing Category

ସହର

City

ଆକ୍ସନ ମୋଡରେ ବିଏମସି : ଆରମ୍ଭ ହେଲା ଡେଙ୍ଗୁ ଡ୍ରାଇଭ୍, ଆଦାୟ ହେବ ଫାଇନ

ଭୁବନେଶ୍ବର: ଡେଙ୍ଗୁ ରୋକିବାକୁ ଆକ୍ସନ ମୋଡରେ ବିଏମସି । ବିଭିନ୍ନ ସ୍ଥାନରେ ଡେଙ୍ଗୁ ଦମନ ପାଇଁ ଅଭିଯାନ ଆରମ୍ଭ ହୋଇଛି  । ଆଜିଠାରୁ ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହୋଇଛି ବିଏମସିର ଡେଙ୍ଗୁ ଅଡିଟ୍ ଡ୍ରାଇଭ୍  । ମଶା ଅନୁକୁଳ ପରିବେଶ ସୃଷ୍ଟି କରିଥିଲେ ଫାଇନ ଆଦାୟ କରିବ ବିଏମସି । ଘରକୁ…

ସକ୍ରିୟ ମୌସୁମୀ : ଆଜିଠୁ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: କିଛି ଦିନର ଲୁଚକାଳି ପରେ ପୁଣି ସକ୍ରିୟ ହୋଇଛି ମୌସୁମୀ  । ଆଜିଠୁ ପୁଣି ବଢିବ ବର୍ଷାର ବିସ୍ତୃତି  ।  ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଏଥିଲାଗି ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  । ତେବେ…

ଦେହ ପାଇଁ ଏହି ଫଳ ସାଜିଥାନ୍ତି ରାମବାଣ, ଶରୀରକୁ ରଖିଥାନ୍ତି ସୁସ୍ଥ

ଭୁବନେଶ୍ଵର: ପାଣିପାଗ ପରିବର୍ତ୍ତନ ସମୟରେ ଆମେ ମାନେ ଆମର ଶରୀର ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଜରୁରୀ। ଏଥିପାଇଁ ଆମ ଖାଦ୍ୟ ଶୃଙ୍ଖଳକୁ ସଠିକ ଢଙ୍ଗରେ ପ୍ରସ୍ତୁତ କରିବାର ଆବଶ୍ୟକ ରହିଛି। ଖାଦ୍ୟ ଶୃଙ୍ଖଳରେ ଫଳକୁ ସାମିଲ କରିବାର ଆବଶ୍ୟକ ମଧ୍ୟ ବେଶ ଜରୁରୀ ହୋଇ ପଡ଼ିଛି। ଏଥିପାଇଁ ଆପଣ ନିଜ…

ପୁଣି ଅଶାନ୍ତ ବିଜେବି କଲେଜ: ସ୍ଵାଧୀନତା ଦିବସରେ ଗେଟ ବନ୍ଦ ଥିବାରୁ ଧାରଣାରେ ବସିଲେ ଛାତ୍ରଛାତ୍ରୀ

ଭୁବନେଶ୍ଵର: ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମୁହାମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି ।…

ରାଜ୍ୟ ପାଳିଛି ୭୭ତମ ସ୍ଵାଧୀନତା ଦିବସ: ତ୍ରିରଙ୍ଗାମୟ ହୋଇଉଠିଛି ପ୍ରତ୍ୟେକ ସ୍ଥାନ

ଭୁବନେଶ୍ଵର: ଆଜି ୭୭ତମ ସ୍ଵାଧୀନତା ଦିବସ । ସେଥିପାଇଁ ସଜେଇ ହୋଇଛୀ ପୁରପଲ୍ଲୀ । ଦେଶର କୋଣ ଅନୁକୋଣରେ ଉଡିଛି ଜାତିୟ ପତାକା । ତ୍ରିରଙ୍ଗାମୟ ହୋଇଉଠିଛି ପ୍ରତ୍ୟେକ ସ୍ଥାନ । ରାଜ୍ୟର ସବୁ ଗଳିକନ୍ଦିରେ ଶୁଭିଛି ଭାରତ ମାତାର ଅମୃତ ଗାନ । ଭୁବନେଶ୍ଵରର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହୋଇଯାଇଛି…

ଯୁକ୍ତ୨ ନାମଲେଖା ପାଇଁ ପୁଣିଥରେ ସୁଯୋଗ: ଆସନ୍ତାକାଲିଠୁ ଆବେଦନ

ଭୁବନେଶ୍ଵର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍‌ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍‌ଲାଇନ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । +୨ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ରାଜ୍ୟରେ ମୋଟ ୧ ଲକ୍ଷ ୩୪ ହଜାର ୧୬୬ ସିଟ ବଳକା ରହିଛି ।…

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…

ବିବାଦରେ ବିଏମସି: କର୍ପୋରେଟରଙ୍କୁ ଅଣଦେଖା ,ପତାକା ଉତ୍ତୋଳନ କରିବେ ଓ୍ବାର୍ଡ ଅଫିସର

ଭୁବନେଶ୍ବର: ବିଏମସିରେ ଅଫିସର ରାଜ୍ । ଗୋଟିଏ ପରେ ଗୋଟିଏ ନିର୍ଦ୍ଦେଶନାମାକୁ ନେଇ ବିବାଦ ଭିତରକୁ ଠେଲି ହୋଇଯାଉଛି ବିଏମସି । ଆସନ୍ତା ସ୍ବାଧୀନତା ଦିବସରେ ଓ୍ବାର୍ଡ ଅଫିସରେ କର୍ପୋରେଟରଙ୍କୁ ବାଦ୍ ଦେଇ ଓ୍ବାର୍ଡ ଅଫିସର ପତାକା ଉତ୍ତୋଳନ କରିବେ । ଯାହାକୁ ନେଇ ଏବେ କର୍ପୋରେଟର ମହଲରେ…

ଥମୁନି ହାତୀ ଉପଦ୍ରବ: ଦନ୍ତା ଆକ୍ରମଣରେ ଜଣେ ମହିଳା ମୃତ

ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ନୀଳାଦ୍ରିପ୍ରସାଦ ପଞ୍ଚାୟତରେ ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ଦନ୍ତା ଆକ୍ରମଣରେ ମଣିଷ ବଳି ପଡୁଛି ତ ଆଉ କେତେବେଳେ ଗାଁରେ ବ୍ୟାପକ ଫସଲ ନଷ୍ଟ ହେଉଛି  । ଆଜି ଏମିତି ଏକ ଅଘଟଣ ଦେଖିବାକୁ ମିଳିଛି…

ବହୁଚର୍ଚ୍ଚିତ ଫିରିଙ୍ଗିଆ ଥାନା ପୋଡି ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

ବାଲିଗୁଡା: ଧରାପଡିଲା ମାଷ୍ଟର ମାଇଣ୍ଡ  । ବହୁଚର୍ଚ୍ଚିତ ଫିରିଙ୍ଗିଆ ଥାନା ପୋଡି ଘଟଣାର  ମୁଖ୍ୟ ଅଭିଯୁକ୍ତ ବିଶ୍ବ ରଞ୍ଜନ କହଁର ଗିରଫ  ।  ପୋଲିସ ବିଶ୍ବରଞ୍ଜନକୁ ନୟାଗଡ ସହରରୁ ଗିରଫ କରିଥିବା ସୂଚନା ମିଳିଛି  । ବିଶ୍ବରଞ୍ଜନକୁ ମିଶାଇ ମାମଲାରେ ଏଯାବତ ଗିରଫ ସଂଖ୍ୟା ୨୪ରେ ପହଞ୍ଚିଛି  ।…