Latest Odisha News

BREAKING NEWS

Browsing Category

ସହର

City

ଭୁଲ ରାସ୍ତାରେ ଗାଡି ଚଳାଉଥିବା ଚାଳକଙ୍କୁ ସାବଡ କରିବାକୁ ଆରମ୍ଭ ହେଲା ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର: ଭୁଲ୍ ରାସ୍ତାରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଧରିବାକୁ ଏବଂ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଭୁବନେଶ୍ୱର ଟ୍ରାଫିକ୍ ପୁଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନର ଅଂଶ ସ୍ୱରୂପ ଭୁଲ୍ ରାସ୍ତାରେ ଯାଉଥିବା ଗାଡ଼ିଗୁଡ଼ିକୁ ଜବତ କରାଯାଉଛି।…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ମହିଳା ଆଟେଣ୍ଡାଣ୍ଟ ସସପେଣ୍ଡ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ  ।  ଗାଇନିଂ ୱାର୍ଡ ଆଟେଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି  । ଦାୟିତ୍ବରେ ଅବହେଳା ପାଇଁ ହସ୍ପିଟାଲ ନିର୍ଦ୍ଦେଶକ ତାଙ୍କୁ ସସ୍‌ପେଣ୍ଡ କରିଛନ୍ତି  । ଆବଶ୍ୟକ ପଡିଲେ ଦୋଷୀଙ୍କ ବିରୋଧରେ ମଧ୍ୟ କଡା…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୂଙ୍କର ବଳିବାମନ ବେଶ: ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ବଡ ଠାକୁର

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ ।  ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯିବ  । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ବିରାଜମାନ କରିବେ ।  ଏବଂ ଶ୍ରୀବଳଭଦ୍ର…

ବିଜେଡି ମିଶ୍ରଣ ପର୍ବ: ବିଜେଡିରେ ସାମିଲ ହେଲେ ଯାଜପୁର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ

ଭୁବନେଶ୍ଵର: ଯାଜପୁର ବିଜେପିକୁ ଶକ୍ତ ଧକ୍କା । ବିଜେଡିରେ ସାମିଲ ହେଲେ ଜିଲ୍ଲା ବିଜେପିର ଦୁଇ ପଦାଧୀକାରୀ । ଯାଜପୁର ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟ ରଞ୍ଜନ ଧଳ ଏବଂ ଯାଜପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ…

ପୁଅ କହିଲେ ଝିଅ ଦେଲେ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ଦ୍ଦେଶକ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ହୋଇଛି । ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆସିଛି । ରାଜକନିକା ଅଞ୍ଚଳର ଜଣେ ବ୍ୟକ୍ତି ଏହି ଅଭିଯୋଗ ଆଣିଛନ୍ତି । କାଲି ରାତି ସାଢେ ୧୦ ଟାରେ ପୁଅ ହେଲା ବୋଲି ସୂଚନା ଦେଇଥିଲେ । ମାତ୍ର ଫଟୋ…

ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ, ଜାଣନ୍ତୁ କାରଣ

ଭୁବନେଶ୍ଵର: ଆସନ୍ତା ୨୮ତାରିଖରେ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ କୋର୍ଟ । ଏହି ଦିନକୁ ସରକାରୀ ଛୁଟିଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ‘ପ୍ରୋଫେଟ ମହମ୍ମଦଙ୍କ ଜୟନ୍ତୀ’ ଅବସରରେ ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ରାଜ୍ୟ ସରକାରଙ୍କ…

ବାଣୀବିହାର ମେଟ୍ରୋ ଟାଓ୍ବାରରେ ଅଗ୍ନିକାଣ୍ଡ, ଦୁଇ ନାବାଳକ ଉଦ୍ଧାର

ଭୁବନେଶ୍ବର: ବାଣୀବିହାର ମେଟ୍ରୋ ଟାଓ୍ବାରରେ ଭୟାବହ ଅଗ୍ନିକାଣ୍ଡ । ଗତକାଲି କୋଠାର ୫ମ ମହଲାରେ ନିଆଁ ଲାଗିଯାଇଥିଲା । ଖବର ପାଇ ମଞ୍ଚେଶ୍ବର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏଥିସହ ଘଟଣାସ୍ଥଳରେ ଫସିଥିବା ଦୁଇ ନାବାଳକଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି । ଦୁଇ…

ଆଜି ୩ୟ ଦିନରେ ବି କମ୍ପିବ ବିଧାନସଭା: ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ଆଜି ବି  ବିଭିନ୍ନ ପ୍ରସଙ୍ଗରେ ଗୃହରେ ସରଗରମ ଆଲୋଚନା ହେବ  । ଗତକାଲି ଦିନ ତମାମ ହୁଲସ୍ତୁଲ ହୋଇଥିଲା ବିଧାନସଭା  । ପ୍ରଶ୍ନକାଳ ଆରମ୍ଭ ରୁ ହିଁ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା  । ଫଳରେ ଗୃହକୁ ମୁଲତବୀ ରଖାଯାଇଥିଲା ।…

ଆଡଭୋକେଟ୍‌ ଜେନେରାଲ, ଓଡ଼ିଶା କାର୍ଯ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର : ଆଡଭୋକେଟ୍‌ ଜେନେରାଲ, ଓଡ଼ିଶା କାର୍ଯ୍ୟାଳୟର ସମସ୍ତ ଆଇନ୍ ଅଧିକାରୀ ଓ କର୍ମଚାରୀମାନେ ମିଳିତ ସହଯୋଗରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୬ଲକ୍ଷ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି । ଆଡଭୋକେଟ୍‌ ଜେନେରାଲ, ଓଡ଼ିଶା ଅଶୋକ କୁମାର ପରିଜାଙ୍କ ନିର୍ଦ୍ଦେଶରେ ଓଡ଼ିଶା…

ବିଧାନସଭାରେ ହଟ୍ଟଗୋଳ: ଗୃହ ମୁଲତବୀ, ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ବିଧାନସଭା ଆରମ୍ଭରୁ ବିଜେପି ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ସେମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଏହାଦ୍ବାରା ଆଜି ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଠିକରେ ଚାଲିପାରି ନ ଥିଲା । ଆଜି ବିରୋଧୀ…