Latest Odisha News

BREAKING NEWS

Browsing Category

ସହର

City

ବିଜେପି ଯୁବ ମୋର୍ଚ୍ଚା ଘେରାଉ କଲେ ପୁରୀ ଏସପି ଅଫିସ

ପୁରୀ: ବିଧାନସଭା ଘେରାଉ ବେଳେ ପୋଲିସ ପକ୍ଷରୁ ଆକ୍ରମଣ କରାଯିବାକୁ ବିରୋଧ କରି ବିଜେପି ପକ୍ଷରୁ ସମସ୍ତ ଜିଲ୍ଲାର ଏସପି ଅଫିସ ଘେରାଉ କରିବା ପାଇଁ ନିଷ୍ପତି ନିଆଯାଇଥିଲା । ଯୁବ ମୋର୍ଚ୍ଚା ସଭାପତି ଇରାସିଶ ଆଚାର୍ଯ୍ୟଙ୍କ ସମେତ ୨୪ଜଣଙ୍କୁ ଗିରଫ କରାଯିବା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚା…

ଆଇଏସଏଲରେ ଛେତ୍ରୀଙ୍କ ଗୋଲକୁ ନେଇ ବିବାଦ, ପଡିଆ ଛାଡିଲା କେରଳ ବ୍ଲାଷ୍ଟର୍ସ ଟିମ

ନୂଆଦିଲ୍ଲୀ: ଚଳିତ ଇଣ୍ଡିଆନ ସୁପର ଲିଗ ଫୁଟବଲରେ ସୁନୀଲ ଛେତ୍ରୀଙ୍କ ଏକ ଗୋଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏପରିକି କେରଳ ବ୍ଲାଷ୍ଟର୍ସ ଟିମ ପଡିଆ ଛାଡି ପଳାଇ ଯାଇଥିଲେ । ରିପୋର୍ଟ ମୁତାବକ ବାଙ୍ଗାଲୋର ଏଫସି ଓ କେରଳ ମଧ୍ୟରେ ପ୍ଲେ ଅଫର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

ଭାରତର ଲଜ୍ଜାଜନକ ପରାଜୟ

ଇନ୍ଦୋର: ଏଠାରେ ଅନୁଷ୍ଠିତ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ୯ ୱିକେଟରେ ଶୋଚନୀୟ ଭାବେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । କ୍ରମାଗତ ୨ଟି ଟେଷ୍ଟ ହାରିବା ପରେ କଙ୍ଗାରୁ ଟିମ ସିରିଜରେ ସଫଳ ପ୍ରତ୍ୟାବର୍ତନ କରିଛନ୍ତି । ସିରିଜର ଅନ୍ତିମ ମ୍ୟାଚ ଅହମ୍ମଦାବାଦରେ ମାର୍ଚ୍ଚ ୯ରୁ ଖେଳାଯିବ ।…

କନଷ୍ଟେବଳ ପରୀକ୍ଷାର ନକଲି ପ୍ରଶ୍ନପତ୍ର ଭାଇରାଲ ଘଟଣା: ସାମ୍ବାଦିକ, ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର: ପୋଲିସ କନଷ୍ଟେବଳ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ଦୁଇ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ଥାନାରେ ମାମଲା ରୁଜୁ ହୋଇଛି। ବ୍ରହ୍ମପୁର ଟାଉନ ଥାନାର ଏସଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତି କରି ଦୁଇ ଯୁବକଙ୍କ ନାଁରେ…

ଆଣ୍ଠୁ ସମସ୍ୟାକୁ ନେଇ ଚିନ୍ତିତ କି ? ଆମ୍ରି ହସ୍ପିଟାଲରେ କମ୍ ଖର୍ଚ୍ଚରେ ହେଉଛି ଅତ୍ୟାଧୁନିକ ଚିକିତ୍ସା

ଭୁବନେଶ୍ୱର: ଆଣ୍ଠୁ ଯନ୍ତ୍ରଣା ହେଉ କି ଆଉ କିଛି ସମସ୍ୟା । ଆଣ୍ଠୁରେ କିଛି ବି ସମସ୍ୟା ହେଲେ ବସିବା ଉଠିବା କଷ୍ଟକର ହୋଇ ପଡ଼େ । ଏମିତି ଲାଗେ ଯେମିତି ଆଉ କିଛି କରି ହେବନି । ଆଣ୍ଠୁ ଯନ୍ତ୍ରଣା ଓ ଆଣ୍ଠୁ ଜନିତ ଅନ୍ୟ ସମସ୍ୟାକୁ ନେଇ ଯଦି ଆପଣ ବିବ୍ରତ ହୋଇ ପଡ଼ିଛନ୍ତି ତେବେ ଏବେ ସେ ଚିନ୍ତା…

ବିଜେଡ଼ି ଲିଗାଲ୍ ଫ୍ରଣ୍ଟ ପଦାଧିକାରୀ ତାଲିକାରେ ମୃତ ଆଇନଜୀବୀ

ବ୍ରହ୍ମପୁର: ବିଜୁ ଜନତା ଦଳ ଲିଗାଲ୍ ଫ୍ରଣ୍ଟର ପୁନର୍ଗଠିତ ହୋଇଛି । ଏଥିରେ ୫୧ଜଣ କର୍ମକର୍ତା ଅଛନ୍ତି । ଶନିବାର ଏନେଇ ଦଳ ତରଫରୁ ପଦାଧିକାରୀଙ୍କ ନାମ ଘୋଷଣା ହୋଇଥିଲା । ଏଥିରେ ୩୩ଟି ସାଂଗଠନିକ ଜିଲା ପାଇଁ ସଭାପତିଙ୍କ ନାମ ମଧ୍ୟ ରହିଛି । ତେବେ ତାଲିକାରେ ଜଣେ ମୃତ ଆଇନଜୀବୀଙ୍କ ନାମ…

ବିରଳ;ଦିନରେ ଅଲିଭ ରିଡଲେ କଇଁଛଙ୍କ ଗଣ ଅଣ୍ଡାଦାନ

ବ୍ରହ୍ମପୁର: ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଗୁରବାର ଦିନରେ ବିରଳ ଅଲିଭ ରିଡଲେ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଦେଖିବାକୁ ମିଳିଛି। ପାଗର ଅନୁକୂଳ ଅବସ୍ଥା ଯୋଗୁଁ ଏବଂ ଦକ୍ଷିଣା ପବନ ବୋହିବା ଫଳରେ ବର୍ତମାନ ଏହି ଅଣ୍ଡା ଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବନ ବିଭାଗ…

ଖୋଲାରେ ବିଲେଇ ମଳତ୍ୟାଗ କରିବାରୁ ପାଳିତଙ୍କ ନାଁରେ ଥାନାରେ ମାମଲା

ବ୍ରହ୍ମପୁର: ବିଲେଇ ପାଇଁ ହଟହଟା ସାହି ବାସିନ୍ଦା। ଶେଷରେ ପୋଷା ବିଲେଇ ପାଇଁ ମିଲିକ ବିରୋଧରେ ଥାନାରେ ଏତଲା। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ସହରର ଶଙ୍କର ମଠ ସାହି ପାଣି କଲୋନୀରେ। ସାହିର ଜଣେ ମହିଳା ଘରେ ୩୦ରୁ ଅଧିକ ବିଲେଇ ପାଳିଛନ୍ତି। ଆଉ ବିଲେଇମାନେ ଏଣେ…

ଦେବଦୂତ ସାଜିଲେ ଆରପିଏଫ କନଷ୍ଟେବଳ : ମରଣ ମୁହଁରୁ ବଞ୍ଚାଇଲେ ରେଳଯାତ୍ରୀଙ୍କୁ

ବ୍ରହ୍ମପୁର: ଦେବଦୂତ ସାଜିଲେ ଆରପିଏଫ କନଷ୍ଟେବଳ । ନିଶ୍ଚିତ ମରଣ ମୁହଁରୁ ବଞ୍ଚାଇଲେ ଜଣେ ରେଳଯାତ୍ରୀଙ୍କୁ । ଯଦି ଆଉ କିଛି ମୁହୂର୍ତ୍ତ ବିଳମ୍ବ ହୋଇଥାନ୍ତା ତେବେ ସବୁକିଛି ବଦଳି ଯାଇଥାନ୍ତା । ରେଳ ଧାରଣା ଭିତରେ ଚାପି ହୋଇ ଯାଇଥାନ୍ତେ ଆସାମର ଜୟଶଙ୍କର ମୁଣ୍ଡା । ଏମିତି ଏକ ଘଟଣା ଘଟିଛି…

କିଲିମାଞ୍ଜରୋ ଆରୋହଣ ପରେ ବ୍ରହ୍ମପୁର ଫେରିଲେ ମଧୁସ୍ମିତା; ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବ୍ରହ୍ମପୁର: ଆଫ୍ରିକା ମହାଦେଶର ଉଚ୍ଚତ୍ତମ ଶୃଙ୍ଗ କିଲିମାଞ୍ଜରୋ (୫,୮୯୫ମି)କୁ ସଫଳତାର ସହ ଆରୋହଣ କରିବା ପରେ ବ୍ରହ୍ମପୁର ଘରକୁ ଫେରିଛନ୍ତି ମଧୁସ୍ମିତା ପାତ୍ର। ପରିବର ବର୍ଗଙ୍କ ତରଫରୁ ବ୍ରହ୍ମପୁର ଷ୍ଟେସନ ଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅନ୍ୟପଟେ…