Latest Odisha News

BREAKING NEWS

Browsing Category

ସହର

City

ନନ୍ଦନକାନନରେ ନୂଆ ଅତିଥି: ମିଜୋରାମରୁ ଆସିଲେ ହୁଲକ ଗିବନ ସମେତ ୫ ଜୀବଜନ୍ତୁ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର  ।       ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଗତକାଲି ରାତିରେ ମିଜୋରାମ ଆଇଜଲ ଚିଡିଆଖାନାରୁ ଦୁଇ ହୁଲକ ଗିବନ ସମେତ ୫ ଜୀବଜନ୍ତୁ ଆସିଛନ୍ତି । ଦୁଇ ଦୁଇ ହୁଲକ ଗିବନଙ୍କ ବୟସ ୪ ବର୍ଷ ଓ ୧୧ ବର୍ଷ । ଏହି ୫ ଜୀବଜନ୍ତୁ ଆସିବା ପରେ …

ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର ଓ ନିର୍ବାହୀ ଯନ୍ତ୍ରୀଙ୍କୁ ଜମିକୁ…

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି । ଟଙ୍କା ବ୍ୟାଗ୍ ଧରି ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଦେବୀପ୍ରସାଦଙ୍କ ଠାରୁ ନଗଦ ୨ଲକ୍ଷ ୧୪ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଧରାପଡିବା ପରେ ଆୟ ବହିର୍ଭୂତ…

ହେଲାନି ପହୁଡ ନୀତି, ଅନିଦ୍ରା ରହିଲେ ଶ୍ରୀଜିଉ

ପୁରୀ: ନନ୍ଦୋତ୍ସବ ନୀତିରେ ବିଳମ୍ବ ଯୋଗୁଁ ଅନିଦ୍ରା ରହିଲେ ମହାପ୍ରଭୁ। ଶ୍ରୀମନ୍ଦିରରେ ହେଲାନାହିଁ ମହାପ୍ରଭୁଙ୍କ ପହୁଡ଼ ନୀତି। ଫଳରେ ରାତିସାରା ଅନିଦ୍ରା ରହିଲେ ଶ୍ରୀଜିଉ । ନନ୍ଦୋତ୍ସବ ନୀତି ସହ ବିଜୁଳି କନ୍ୟା ନୀତି ଅନୁଷ୍ଠିତ ହେବା ହେତି ଶ୍ରୀଜିଉ ମାନଙ୍କ ପହୁଡ ନୀତି ହୋଇନଥିବା ସୂଚନା…

ଅକ୍ଟୋବର ୧ରୁ ଭିଏଲଟି ବାଧ୍ୟତାମୂଳକ: ନୋଟିସ ଜାରି କଲେ ରାଜ୍ୟ ପରିବହନ ଆୟୁକ୍ତ

ଭୁବନେଶ୍ବର: କଡାକଡି ହେବ ସେଣ୍ଟ୍ରାଲ ମୋଟର ଭେଇକିଲ ରୁଲ  । ପରିବହନ ଗାଡିରେ ଲାଗି ଭିଏଲଟି  ଓ ପାନିକ୍ ବଟନ୍  । ଏନେଇ ରାଜ୍ୟ ପରିବହନ ଆୟୁକ୍ତଙ୍କ ପକ୍ଷରୁ ଏକ ସାର୍ବଜନୀନ ନୋଟିସ୍ ଜାରି କରିଛନ୍ତି । ସାର୍ବଜନୀନ ପରିବହନ ସେବା ଯୋଗାଉଥିବା ଗାଡ଼ିରେ ଭେହିକିଲ୍ ଲୋକସନ୍ ଟ୍ରାକିଂ ଡିଭାଇସ୍ ଓ…

ଆଜିଠୁ ରାଜ୍ୟରେ ବିଦ୍ୟାଳୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉପରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ବିଦ୍ୟାଳୟ ସ୍ତରରେ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଉପରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ, ଉଚ୍ଚପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ କରାଯିବ । ବିଦ୍ୟାଳୟର…

ଆଜିଠୁ ପ୍ରାଥମିକ ଶିକ୍ଷକଙ୍କ କାର୍ଯ୍ୟବନ୍ଦ : ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ସଂଘ

ଭୁବନେଶ୍ବର: ଆଜିଠୁ ପ୍ରାଥମିକ ଶିକ୍ଷକଙ୍କ କାର୍ଯ୍ୟବନ୍ଦ । ଆଜିଠାରୁ ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଯିବେ ସାମୁହିକ ଛୁଟିରେ। କାର୍ଯ୍ୟ ବନ୍ଦ କରିବା ସହ ୩୧୪ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଜାରି ରଖିବେ ବୋଲି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ କହିଛି । କେନ୍ଦ୍ରୀୟ…

ଛୋଟ ଛୁଆ ଭାଇରାଲ ଜ୍ୱରରେ ଆକ୍ରାନ୍ତ, ପ୍ରତିଦିନ କ୍ଯାପିଟାଲ ହସ୍ପିଟାଲ ଆସୁଛନ୍ତି ୫୦୦!

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ ଭାଇରାଲ୍ ଜ୍ୱରର ପ୍ରକୋପ ଦେଖାଦେଇଛି। ପ୍ରତିଦିନ ପ୍ରାୟ ୫୦୦ ଶିଶୁ ଜ୍ୱରର ଲକ୍ଷଣ ନେଇ ସହରର ବିଭିନ୍ନ ଡାକ୍ତରଖାନାକୁ ଆସୁଛନ୍ତି। ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଏବେ ଭାଇରାଲ୍ ଜ୍ୱରରେ ଆକ୍ରାନ୍ତ ଶିଶୁଙ୍କ ଲମ୍ବା ଧାଡ଼ି ଦେଖିବାକୁ…

ରାସ୍ତା ଉପରେ ଜଳିଗଲା ବିଏମସି ସଫେଇ ଗାଡି, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଭୁବନେଶ୍ବର: ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା ବିଏମସି ଗାଡି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ । ରାସ୍ତା ସଫା କରୁଥିବାବେଳେ ହଠାତ୍ ସଫେଇ ଗାଡିରେ ନିଆଁ ଲାଗି ଯାଇଥିଲା । ଗାଡିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଜଣ ତୁରନ୍ତ ଗାଡିରୁ ଓହ୍ଲାଇ…

ପୁରୀରେ ନୃଶଂସକାଣ୍ଡ: ଦାଦାର ଛୁରାମାଡରେ ପୁତୁରା ଗୁରୁତର, ଅଭିଯୁକ୍ତ ଅଟକ

ପୁରୀ : ପୁରୀ ଜିଲ୍ଲା ବଳିଆପଣ୍ଡା ଥାନା ନାଲି ପଡିଆରେ ଅଭାବନୀୟ ଘଟଣା ଘଟିଛି  । ନୃଶଂସ ଦାଦାର ଛୁରା ମାଡ଼ରେ ପୁତୁରା ଗୁରୁତର ଆହତ ହୋଇଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ପୁରୀ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି। ଆହତ ପୁତୁରା ଗଞ୍ଜାମ ଜିଲ୍ଲାର ଶିବ ବେହେରା ବୋଲି ଜଣାପଡିଛି  ।…