Latest Odisha News

BREAKING NEWS

Browsing Category

ସହର

City

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମଜୁମଦାର, ମୃତ୍ୟୁକୁ ନେଇ ଗୁଜବ ନକରିବାକୁ ନିବେଦନ କଲେ ପରିବାର…

ଭୁବନେଶ୍ବର: ଧିରେ ଧିରେ ସୁଧୁରୁଛି ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ । ଆଜି ତାଙ୍କୁ ଭେଣ୍ଟିଲେଟର ସପୋର୍ଟରୁ ବାହାର କରାଯାଇ ମେଡ଼ିସିନ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି ଏବଂ ତାଙ୍କର ଭାଇଟାଲସ୍ଥିର ରହିଛି । ଏନେଇ ଭୁବନେଶ୍ୱର ଏମ୍ସ ସ୍ୱାସ୍ଥ୍ୟ ବୁଲେଟିନରେ…

ବିଡିଏର ୧୫୧ତମ ବୈଠକରେ ଏକାମ୍ର ରେସିଡେନ୍ସି ଆବାସ ପ୍ରକଳ୍ପର ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୧ତମ କର୍ତ୍ତୃପକ୍ଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବିଡିଏର ୧୫୧ତମ ବୈଠକରେ…

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…

ପୋଲିସ ସାଧାରଣ ଲୋକଙ୍କ ପ୍ରତି ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର ପ୍ରଦର୍ଶନ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉଦଯାପିତ ହେଲା ଦୁଇ ଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସମ୍ମିଳନୀ । ଭୁବନେଶ୍ୱର ଲୋକସେବା ଭବନ କନ୍‌ଭେନସନ ସେଣ୍ଟର ଠାରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନିଆ ରାଜ୍ୟ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀ ଆଜି ଉଦଯାପିତ ହୋଇଛି । ଉଦଯାପନୀ…

ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ରାଜ୍ୟ ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ଏମଓୟୁ ସ୍ଵାକ୍ଷରିତ

ଭୁବନେଶ୍ଵର: ଶେଷ ହେଲା ୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳା । ଏହି ଅବସରରେ ଓଡ଼ିଶା ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ରାଜ୍ୟ ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ଏକ ଏମ୍ଓୟୁ ସ୍ଵାକ୍ଷରିତ ହୋଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର…

ଦ୍ଵିତୀୟ ଦିନରେ ସାଲିଆ ସାହିରେ ମାଟିରେ ମିଶିଲା ୨୦୦ରୁ ଅଧିକ ଘର

ଭୁବନେଶ୍ବର: ଦ୍ଵିତୀୟ ଦିନରେ ସାଲିଆ ସାହିରେ ବୁଲିଲା ବୁଲଡୋଜର । ଦୁଇ ଦିନରେ ମାଟିରେ ମିଶିଲା ୨୦୦ରୁ ଅଧିକ ଘର । ବିଏମସି, ବିଡିଏ, ଟିପିସିଓଡିଏଲ, ଫାୟାରା, ପିଡବ୍ଳୁଡି ସେମତ ଲାଇନ ଡିପାର୍ଟେମେଣ୍ଟକୁ ନେଇ ୫ଟି ଟିମ୍ ଗଠନ ହୋଇଛି । ୫୫୪ଟି ଘର ଭାଙ୍ଗିବା ଲାଗି ଚିହ୍ନଟ କରିଛି ବିଏମସି ।…

Brownsugar Seized: ପୃଥକ ସ୍ଥାନରୁ ବିପୁଳ ମାତ୍ରାରେ ବ୍ରାଉନ ସୁଗାର ଜବତ, ୩ ଗିରଫ

ଜଗତସିଂହପୁର/ଭୁବନେଶ୍ବର: ଓଡିଶାକୁ ନିଶାମୁକ୍ତ ରାଜ୍ୟ କରିବାକୁ ଜୋରଦାର ଅଭିଯାନ ଚାଲିଛି । ଅନେକ ସମୟରେ ବିଭିନ୍ନ ସ୍ଥାନରୁ ବହୁ ମାତ୍ରାରେ ମାଦକ ଦ୍ରବ୍ୟ ଜବତ ହେଉଥିବାବେଳେ, ଅନେକ ନିଶାଡି ଗିରଫ ହେଉଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଦୁଇଟି ସ୍ଥାନରୁ ବହୁ ମାତ୍ରାରେ ବ୍ରାଉନସୁଗାର ଜବତ…

ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ବଢାଇବେ ରାଜ୍ୟ ସରକାର…

ଭୁବନେଶ୍ଵର: ଆଗକୁ ସାପ କାମୁଡାରେ ମୃତ୍ୟୁ ପାଇଁ ବଢ଼ିପାରେ କ୍ଷତିପୂରଣ ରାଶି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

Jawan Arrested: ପ୍ରେମ ପ୍ରତାରଣା ଅଭିଯୋଗରେ ଏୟାରଫୋର୍ସ ଯବାନ ଗିରଫ

ଭୁବନେଶ୍ବର: ଯୁବତୀଙ୍କ ସହ ପ୍ରେମ ପ୍ରତାରଣା କରିଥିବା ଅଭିଯୋଗରେ ଏୟାର ଫୋର୍ସର ଜଣେ ଯବାନ ଗିରଫ । ଗିରଫ ଅଭିଯୁକ୍ତ ଯବାନ ଜଣକ ନୟାଗଡ ଇଟାମାଟି ଅଞ୍ଚଳର ଗୋଲକ ବିହାରୀ ଦୀକ୍ଷିତ ଓରଫ ଗୋପାଳ ବୋଲି ଜଣାପଡିଛି । ଗୋଲକ ବିହାରୀଙ୍କୁ ବଡଗଡ ଥାନା ପୋଲିସ ଭୁବନେଶ୍ଵର ମାର୍କେଟ୍ ବିଲ୍ଡିଂ ଅଞ୍ଚଳରୁ…

Mandi Open: ଚାଷୀଙ୍କ ପାଇଁ ଖୁସି ଖବର, ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୫ ତାରିଖରୁ ରାଜ୍ୟରେ ମଣ୍ଡି ଖୋଲିବ । ଏନେଇ ଆଜି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଯେ, ସରକାର ଧାନ ନେବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ମିଲରମାନଙ୍କୁ ଗୋଦାମ ଖାଲି କରିବା ପାଇଁ ଦାୟିତ୍ୱ ମଧ୍ୟ…