Latest Odisha News

BREAKING NEWS

Browsing Category

ସହର

City

ଟାଇ ଭୁବନେଶ୍ୱର ପକ୍ଷରୁ ନୂଆ ସଭାପତି ଏ.କେ. ମହାନ୍ତି ଓ ନୂତନ କର୍ମକର୍ତ୍ତାଙ୍କୁ ସ୍ୱାଗତ

ଭୁବନେଶ୍ୱର: ଉଦ୍ୟମିତାକୁ ସୁଦୃଢ଼ କରୁଥିବା ସଂସ୍ଥା ଟାଇ ଭୁବନେଶ୍ୱର ପକ୍ଷରୁ ନୂତନ ନେତୃତ୍ୱ କର୍ମକର୍ତା ଘୋଷଣା କରାଯାଇଛି । ଏ କେ ମହାନ୍ତିଙ୍କୁ ସଭପତି, ସତ୍ୟବ୍ରତ ରଥ ଉପ ସଭାପତି, ଅନ୍ନଦା ପ୍ରସାଦ ପାଢ଼ୀ ସମ୍ପାଦକ ଓ ଶ୍ରୀ ରାକେଶ କୁମାର ଗୁପ୍ତାଙ୍କୁ ଟାଇ ଭୁବନେଶ୍ୱରର କୋଷାଧ୍ୟକ୍ଷ ଭାବେ…

ଆପୋଲୋ ହସ୍ପିଟାଲରେ ଜାତୀୟ ଅସ୍ଥି ଓ ଗଣ୍ଠି ଦିବସ ପାଳିତ

ଭୁବନେଶ୍ୱର: ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଜାତୀୟ ଅସ୍ଥି ଓ ଗଣ୍ଠି ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ସଡ଼଼କ ଦୁର୍ଘଟଣା ନିରାପତ୍ତା ଏବଂ ଦୁର୍ଘଟଣାସ୍ଥଳରେ ମୌଳିକ ଲାଇଫ୍ ସପୋର୍ଟ ପ୍ରଶିକ୍ଷଣ ସମ୍ପର୍କରେ ନାଗରିକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଅଗଷ୍ଟ ପ୍ରଥମ…

ଆଜି ଓଡ଼ିଶା ଆସିବେ ଅମିତ ଶାହା, ଗୋଟିଏ ମଞ୍ଚରେ ବସିବେ ନବୀନ-ଶାହା

ଭୁବନେଶ୍ଵର: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ରାତି ୧୦ଟା ୪୦ରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ। ଶନିବାର ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି…

କଳିଙ୍ଗ ହସ୍ପିଟାଲ୍ ଲିମିଟେଡ୍ ପକ୍ଷରୁ ବରିଷ୍ଠ ନାଗରିକ ହେଲ୍ପ ଲାଇନ୍ ଆରମ୍ଭ

ଭୁବନେଶ୍ଵର: କଳିଙ୍ଗ ହସ୍ପିଟାଲ ଲିମିଟେଡ (କେଏଚଏଲ) ଭୁବନେଶ୍ୱରରେ ବରିଷ୍ଠ ନାଗରିକ (ଗୋଲ୍ଡେନ ଜେନେରସନ ) ହେଲ୍ପଲାଇନ ନମ୍ବର 18005725000 ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ବରିଷ୍ଠ ନାଗରିକ ସଙ୍ଘର ଶହରୁ ଅଧିକ ବରିଷ୍ଠ ନାଗରିକ ଏହି…

ବାଘ ସଫାରୀରେ ଖସି ପଡିଲା ପର୍ଯ୍ୟଟକ ବସ: ଅଳ୍ପକେ ବର୍ତିଲେ ଯାତ୍ରୀ

ଭୁବନେଶ୍ୱର: ନନ୍ଦନକାନନରେ ଘଟିଛି ଏକ ବଡ ଅଘଟଣ। ମୁଖ୍ୟ ରାସ୍ତାରୁ ଖସି ବାଘ ସଫାରୀରେ ପଡିଲା ବସ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ପାଖାପାଖି ୩୦ ଜଣ ପର୍ଯ୍ଯଟକ। ଅଧଘଣ୍ଟା ପରେ ହେଲେ ଉଦ୍ଧାର। ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତକାଲି ଅପରାହ୍ନରେ ବାଘ…

ମହାନଦୀରେ ଛୋଟ ବନ୍ୟା ଆଶଙ୍କା,ଫୋକସରେ ଜିରୋ କାଜୁଆଲଟି

ଭୁବନେଶ୍ବର: ସାରା ରାଜ୍ୟରେ ଲଗାଣ ବର୍ଷା ଏବେ ବିଭିନ୍ନ ନଦୀରେ ବନ୍ୟା ସ୍ଥିତି ଉପୁଜାଇଲାଣି। ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୈତରଣୀ ନଦୀରେ ବଡ଼ ବନ୍ୟା ଆସିଛି। ଆଖୁଆପଦା ଓ ଆନନ୍ଦପୁରରେ ବୈତରଣୀରେ ବିପଦ ସଂକେତଠାରୁ ଉଚ୍ଚରେ ପାଣି ବହୁଛି। ରାତି ୧୧ଟା ବେଳକୁ ଆଖୁଆପଦାରେ…

ଭାରସ୍ୟାମ ହରାଇ ପୋଖରୀରେ ପଶିଗଲା କାର: ୨ ଗୁରୁତର

ସୋରୋ: ଭାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର । ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ କାରଟି ଧାମରାରୁ ଧାମନଗର ଯାଉଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ…

ତୁଟିଲା ବନକଲାଗି ନୀତି ବିବାଦ, ଆସନ୍ତା ୯ରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆସନ୍ତା ୯ତାରିଖରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଖବର ଅନୁଯାୟୀ, ଦୀର୍ଘ ଏକ ମାସ ଧରି…

ଫିଲ୍ମ ‘ହେ ରାମ୍’ର ଶୁଭ ମହୁରତ

ଭୁବନେଶ୍ଵର: ବିଦିଶା କ୍ରାଫ୍ଟ ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ହେ ରାମ୍’ର ଶୁଭମହୁରତ୍ l ଭୁବନେଶ୍ୱର ସ୍ଥିତ ରାମ ମନ୍ଦିର ପ୍ରାଙ୍ଗଣରେ ଏହି ଚଳଚ୍ଚିତ୍ରର ଶୁଭମହୁରତ୍ ଅନୁଷ୍ଠିତ ହୋଇଯାଇଛି l ଏହି ଶୁଭମହୁରତରେ ବିଦିଶା କ୍ରାଫ୍ଟର ପ୍ରଯୋଜକ ବିଜୟ କାଣ୍ଡୋଇ, ନିର୍ଦେଶକ ବାସୁଦେବ ବରାଡ଼,…

ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ…