Latest Odisha News

BREAKING NEWS

Browsing Category

ସହର

City

ଓଟିପି ସେୟାରିଂ ମାମଲା: ଆସନ୍ତାକାଲିଠୁ ୫ ଦିନିଆ ରିମାଣ୍ଡରେ ଯିବ ପଠାଣିସାମନ୍ତ

ଭୁବନେଶ୍ୱର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ଅଭିଯୁକ୍ତ ପଠାଣିସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ । ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ଏସଟିଏଫ। ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତକୁ ଜେରା କରିବ ଏନଆଇଏ । ସୂଚନାଯୋଗ୍ୟ,…

ହାଇସ୍କୁଲ ମିଶ୍ରଣ ପ୍ରସଙ୍ଗ: ଧାରଣାରେ ୟୁନିଟ୍ ୯ ବାଳିକା ବିଦ୍ୟାଳୟ ଛାତ୍ରୀ ଓ ଅଭିଭାବକ

ଭୁବନେଶ୍ଵର: ଆମ ସ୍କୁଲ ଏଠାରୁ ଉଠିବ ନାହିଁ। ଆମ ସ୍କୁଲ ଅନ୍ୟ କାହା ସହ ମିଶ୍ରଣ ହେବ ନାହିଁ। ଏପରି ଦାବି କରି ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ୟୁନିଟ୍ ୯ ସରକାରୀ ବାଳିକା ବିଦ୍ୟାଳୟ ଛାତ୍ରୀ ଓ ଅଭିଭାବକ। ଆନ୍ଦୋଳନ ବସିବା ସମୟରେ କିଛି ଛାତ୍ରୀ ଚେତାଶୂନ…

ମନ ଜିଣୁଛି ଜେଜେମା ହାଣ୍ଡିଶାଳ: କାଠ ଚୁଲା, ଲୁହା କଡେଇ ଆଉ ଶିଳ ବଟା ମସଲାରେ ଯାଦୁ ଦେଖଉଛନ୍ତି ଜେଜେମାଆ

ଶିଖିବା କିମ୍ବା ଶିଖାଇବାର କିଛି ବୟସ ନ ଥାଏ। ଏହାର ଏକ ବଡ଼ ଉଦାହରଣ ହେଲେ ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଦେଉଳକଣ ଗାଁର କୋକଳି ନାୟକ। ବୟସ ୯୦ ପହଞ୍ଚିଲାଣି, ହେଲେ ହାତର ଯାଦୁ କିନ୍ତୁ ଚମତ୍କାର। ଏ ବୟସରେ ବି ସେ ଭଳି କି ଭଳି ରୋଷେଇ କରୁଛନ୍ତି। ୟୁଟ୍ୟୁବରେ ଏକଦମ ଛାଇଗଲେଣି ଜେଜେମାଆ ଆମର।

CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ

ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା । ଚଢାଉ ବେଳେ ଜଣେ ମହିଳାଙ୍କ ସମେତ ୧୦ ଜଣ ଦଲାଲଙ୍କୁ ଅଟକ ରଖାଯାଇଛି ।…

ରୋଟାରି କ୍ଲବ ପକ୍ଷରୁ ଡକ୍ଟର ଶୀତ କଣ୍ଠ ଦାସଙ୍କୁ ସମ୍ମାନଜନକ ମାନବପ୍ରେମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଡ. ଏସ କେ ଦାଶ ଜଣେ ଉଦ୍ୟୋଗୀ ତଥା ଉଦ୍ଭାବକ ଯିଏ କି ତାଙ୍କର କାର୍ଯ୍ୟ ମାଧ୍ୟମରେ ୧୦୦ ବିଲିୟନ ଡଲାରର ପ୍ରୋବାଇଓଟିକ ଶିଳ୍ପ ଗଠନ କରିବାରେ ସାହାଯ୍ୟ କରିଛନ୍ତି । ତାଙ୍କୁ ଆର୍କ କ୍ଲଂଫ ସୋସାଇଟିର ସମ୍ମାନଜନକ ସଦସ୍ୟତା ସହିତ ଆମେରିକାର ମିନେସୋଟା, ରୋଟାରି କ୍ଲବ ଦ୍ୱାରା…

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ

ଭୁବନେଶ୍ୱର: ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ଭିତିକ ସଂଗଠନ ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ଟ୍ରଷ୍ଟର ସଭାପତି ଦଇତାପତି ରାମଚନ୍ଦ୍ର ଦାସ ମହାପାତ୍ର, ସମ୍ପାଦକ ଗବେଷକ ଡକ୍ଟର ଭାସ୍କର ମିଶ୍ର , ବଡୁ…

ଶ୍ରୀମନ୍ଦିର ସହିତ ଜଡ଼ିତ ଗୁପ୍ତ କଥା, ଜାଣିଲେ ଆଶ୍ଚର୍ଯ୍ୟ ହେବେ ଆପଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଓଡ଼ିଶାର ବିଶ୍ୱ ପ୍ରସିଦ୍ଧ ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ବିଷୟରେ ସମସ୍ତେ ଜାଣିଛନ୍ତି। କିନ୍ତୁ ଏହି ମନ୍ଦିରରେ ଆଜି ମଧ୍ୟ ଲୁଚି ରହିଛି ଅନେକ ରହସ୍ୟ, ଯାହାକୁ କେହି ମଧ୍ୟ ଜାଣି ନାହାନ୍ତି । ତେବେ ଆସନ୍ତୁ ଜାଣିବା ଶ୍ରୀମନ୍ଦିରରେ ଲୁଚି ରହିଥିବା କିଛି ରହସ୍ୟ…

ଗୁପ୍ତକ୍ଷେତ୍ର ସଖୀବଟ: ଏହି କ୍ଷେତ୍ରରେ ୧୨ଦିନ କାଳ ଲୁଚିଥିଲେ ଶ୍ରୀବଳଦେବଜୀଉ..

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଯମପଡ଼ା ପଞ୍ଚାୟତର ବିଲବଳରାମପୁର ଗାଁରେ ମାଳିକା ବର୍ଣ୍ଣିତ ପଞ୍ଚସଖାଙ୍କ ଲୀଳା ସ୍ଥଳୀ; ଗୁପ୍ତକ୍ଷେତ୍ର ଭାବେ ପରିଚିତ ସଖୀବଟ ଅବସ୍ଥିତ । ଏହି କ୍ଷେତ୍ରଟିରେ ପଞ୍ଚସଖା ଓ ମହାପ୍ରଭୁ ଶ୍ରୀବଳଦେବଜୀଉଙ୍କ ସମ୍ପର୍କ ଥିବାରୁ…

ଦକ୍ଷତା ବୃଦ୍ଧି ପାଇଁ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ଏବଂ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏମଓୟୁ

ଭୁବନେଶ୍ୱର: ଭାରତରେ ଦକ୍ଷତାର ବିଶ୍ଵସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ୍ ୟୁନିଭରସିଟି ଯାହା ଭାରତର ପ୍ରାଥମିକ ଅନୁଷ୍ଠାନ ଏବଂ ସେଞ୍ଚୁରିଅନ୍ ୟୁନିଭରସିଟି ଯାହା ଭାରତର ପ୍ରଥମ ପ୍ରିମିୟର୍ ସ୍କିଲ୍ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଏକ ସେଣ୍ଟର ଅଫ୍…

ଅପରେଶନ White Spider: ୧୧୦୦ ଗ୍ରାମର ବ୍ରାଉନସୁଗାର ଜବତ କଲା ଏସଟିଏଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ଖୋର୍ଦ୍ଧା ଜିଲ୍ଲା ପୋଲିସକୁ ବଡ଼ ସଫଳତା । ଖୋର୍ଦ୍ଧା ଜିଲ୍ଲା ସିମର-ବାଙ୍କି ରୋଡ଼ ଓସ୍ତପୁର ଗାଁ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଓ ଖୋର୍ଦ୍ଧା ପୋଲିସର ମିଳିତ ଟିମ । ଏହାସହ ଜଣେ ବେପାରୀକୁ ଗିରଫ କରାଯାଇଛି । ଖବର…