Latest Odisha News

BREAKING NEWS

Browsing Category

ସହର

City

ଗୋପାଳପୁରରେ ରାଜନୈତିକ ଅରାଜକତା ସୃଷ୍ଟି କରୁଛି ବିଜେଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଶାସକ ବିଜୁ ଜନତା ଦଳ ଅରାଜକତା ସୃଷ୍ଟି କରୁଛି ବୋଲି ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି(ବିଜେପି)। ଗୁରୁବାର ବ୍ରହ୍ମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲା ସଭାପତି ବିଭୂତି ଭୂଷଣ ଜେନା…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଅନେକ ବିବାଦ ଲାଗି ରହିଥିଲା । ଏହା ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ଗତକାଲି ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନ୍ଏମ୍ଏ) ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନ୍ଏମ୍ଏ ର ଏହି ନୋଟିସ କୁ ନେଇ ଭୁବନେଶ୍ୱର…

ଟିଉସନ ଯାଉଛି କହି ନାବାଳିକା ଫେରାର

ବ୍ରହ୍ମପୁର: ଘରୁ ଟିଉସନ ଯାଉଛି କହି ବ୍ରହ୍ମପୁରରୁ ଜଣେ ନାବାଳିକା ଟ୍ରେନରେ କୁଆଡେ ଫେରାର ହୋଇ ଯାଇଛନ୍ତି। ପରିବାର ଲୋକଙ୍କ ଅନୁରୋଧ କ୍ରମେ ସେହି ନାବାଳିକାଙ୍କୁ କାବୁ କରିବାକୁ ହାଇଦ୍ରାବାଦ ଷ୍ଟେସନରେ ସ୍ଥାନୀୟ ଆରପିଏଫ ଜଗି ରହିଥିବା ଜଣାପଡିଛି। ବ୍ରହ୍ମପୁର ସହରର ହାଉସିଂ ବୋର୍ଡ ଅଞ୍ଚଳର…

ହଷ୍ଟେଲ୍‌ ରୁମ୍‌ ଭିତରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର: ବ୍ରହ୍ମପୁର ସହରସ୍ଥିତ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ଆରକେ ହଷ୍ଟେଲ ଭିତରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ଭାବେ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଡିପଙ୍କା ଗ୍ରାମର କୁନାଲ ମଲ୍ଲିକ(୨୦) ା ସେ ଅର୍ଥନୀତି ବିଭାଗ ଯୁକ୍ତ ୩ ଶେଷ…

୩ ବର୍ଷର ନାତିକୁ କୋଳରେ ଧରି ମ୍ୟୁଜିକାଲ୍‌ ଚେୟାର୍‌ରେ ପ୍ରଥମ ହେଲେ ବୃଦ୍ଧା

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମ ତରଫରୁ ବସ୍ତିଗୁଡ଼ିକରେ ‘ସ୍ବାଧୀନତାର ଉଚ୍ଛ୍ବାସ’ ମାଧ୍ୟମରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହେଉଛି। ବସ୍ତିର ପ୍ରତିଭାଙ୍କୁ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ ସୁଯୋଗ ଦେବାକୁ ମହାନଗର ନିଗମ ତରଫରୁ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।…

ବ୍ରହ୍ମପୁରର ସମସ୍ତ ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର୍‌

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ଚଳିତ ବର୍ଷ ୪୦ଟି ମଣ୍ଡପରେ ଦୁର୍ଗା ପୂଜା ଆୟୋଜନ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ଭି.କିର୍ତ୍ତି ଭାସନ ଅଧ୍ୟକ୍ଷତା କରିଥିଲେ । ବୈଠକରେ…

ଦାଦାବଟି ରୋକିବାକୁ ପୋଲିସର ପଦକ୍ଷେପ, ଜାରି କଲା ହେଲ୍ପ ଲାଇନ ନମ୍ବର

ଭୁବନେଶ୍ୱର: ଆସିଲା ପାର୍ବଣ ଋତୁ। ପାର୍ବଣରେ ଅପରାଧକୁ ରୋକିବା ପାଇଁ ଭୁବନେଶ୍ୱର ପୋଲିସର ତତ୍ପରତା। ଏଣିକି ଦାଦାବଟି ମାଗିଲେ ହ୍ୱାଟସଆପ୍ ନମ୍ବରରେ ସୂଚନା ଦେବାକୁ ପରାମର୍ଶ ଦେଲେ ଟ୍ୱିନ-ସିଟି କମିଶନର। ନିଶାଖୋର ଏବଂ ବିଭିନ୍ନ ଗଳିକନ୍ଦିରେ ଅପରାଧ ଘଟୁଥିବା ଦେଖିଲେ ତୁରନ୍ତ ପୋଲିସକୁ…

ଜୁଆ ଆଡ୍ଡାରୁ ମିଳିଲା ୫ ଲକ୍ଷ ଟଙ୍କା, ୨୧ ଜୁଆଡ଼ି ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ବାରିବନ୍ଧ ସ୍ଥିତ ଗଣେଶ ନଗରସ୍ଥିତ ଏକ ଘରେ ଚାଲିଥିବା ଜୁଆ ଆଡ୍‌ଡା ଉପରେ ସୋମବାର ପୋଲିସ ଚଢ଼ଉ କରିଛି । ୨୧ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ପାଖରୁ ନଗଦ ୪ଲକ୍ଷ ୯୯ହଜାର ୪୨୦ ଟଙ୍କା ଜବତ କରାଯାଇଛି । ଏଥି ସହିତ…

ବସ୍ତି ପ୍ରତିଭାଙ୍କୁ ମଞ୍ଚ ଦେଲା ବିଏମ୍‌ସି

ବ୍ରହ୍ମପୁର:ବ୍ରହ୍ମପୁର ସହରର ବସ୍ତିଗୁଡ଼ିକରେ ରହିଥିବା ପ୍ରତିଭାଙ୍କୁ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ ମଞ୍ଚ ଦେଇଛି ବ୍ରହ୍ମପୁର ମହାନଗର ନିଗମ। ସୋମବାର ଠାରୁ ମହାନଗର ନିଗମ ତରଫରୁ ବସ୍ତିଗୁଡ଼ିକରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ଆରମ୍ଭ ହୋଇଯାଇଛି । ସ୍ବାଧୀନତାର ଅମୃତ…

ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପ୍ରସ୍ତୁତ କରିବେ ଘର ପୋଛା

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମର ୨୬ନମ୍ବର ୱାର୍ଡ ଅନ୍ତର୍ଗତ ଗୋଷାଣୀନୂଆଗାଁସ୍ଥିତ ତୋଟା ସାହି ଠାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାଁ ବିମଳା ଦ୍ୱାରା ଘର ପୋଛା ଏବଂ ୱାଇପର ପ୍ରସ୍ତୁତ କରାଯିବ। ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏହାକୁ ଉଦ୍‌ଘାଟନ କରିଛନ୍ତି। ମେୟର…