Latest Odisha News

BREAKING NEWS

Browsing Category

ସହର

City

ଗଞ୍ଜାମ ଜିଲା କ୍ରିକେଟ ସଂଘର ସଭାପତି ହେଲେ ବ୍ରହ୍ମପୁର ବିଧାୟକ ବିକ୍ରମ

ବ୍ରହ୍ମପୁର:ବହୁ ବରିଷ୍ଠ ଖେଳାଳିଙ୍କ ବିରୋଧ ଏବଂ ନାନା ବିବାଦ ଭିତରେ ଗଞ୍ଜାମ ଜିଲା କ୍ରିକେଟ ସଂଘର ନିର୍ବାଚନ ସ୍ଥାନୀୟ ଏକ କଲ୍ୟାଣ ମଣ୍ଡପରେ ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ବିଧାୟକ ବିକ୍ରମ କୁମାର ପଣ୍ଡା ନିର୍ବାଚିତ ହୋଇଥିବା ବେଳେ ସଂପାଦକ ଭାବେ ଅଶୋକ କୁମାର ସାହୁ,…

ବ୍ରହ୍ମପୁରର ୬ ନର୍ସିଂହୋମ ଉପରେ ଚଢ଼ଉ

ବ୍ରହ୍ମପୁର:ବ୍ରହ୍ମପୁର ସହରର ୬ଟି ଘରୋଇ ନର୍ସିଂହୋମ୍‌ ଉପରେ ଶନିବାର ସନ୍ଧ୍ୟାରେ ପ୍ରଶାସନ ତରଫରୁ ଚଢ଼ଉ କରାଯାଇଛି। ବ୍ରହ୍ମପୁର ମହାନଗର ନିଗମର ଆୟୁକ୍ତ ଜେ.ସୋନାଲ ଏବଂ ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଚଢ଼ଉ ହୋଇଥିଲା। ଚଢ଼ଉ…

ରାଜଶ୍ରୀ କଳା ଓ ସାହିତ୍ୟର ୩୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପୁରୀ: ସ୍ଥାନୀୟ ସଂସ୍କୃତି ଭବନରେ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରାଚୀନ ଓ ଆଧୁନିକ ସାହିତ୍ୟ ମଧ୍ୟରେ କିପରି ସାମଞ୍ଜସ୍ୟ ରହିବା ଉଚିତ ସେ…

ଗଞ୍ଜାମ ପ୍ରଶାସନରେ ଅଚଳାବସ୍ଥା:ରାଜସ୍ବ ବିଭାଗରେ ୫୯ପ୍ରତିଶତ ପଦବୀ ଖାଲି

ବ୍ରହ୍ମପୁର:ଗଞ୍ଜାମ ଜିଲା ପ୍ରଶାସନରେ ଏକ ପ୍ରକାର ଅଚଳାବସ୍ଥା ସୃଷ୍ଟି ହୋଇଛି। ବିଶେଷ କରି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗରେ ମଞ୍ଜୁର ପଦଠାରୁ ପ୍ରାୟ ୫୯ପ୍ରତିଶତ ପଦ ଫାଙ୍କା ପଡ଼ିଛି। ଯାହାଫଳରେ ଜମିଜମା ଏବଂ ରାଜସ୍ବ ସମ୍ପର୍କିତ କାର୍ଯ୍ୟରେ ଗୁରୁତର ବାଧା ପହଞ୍ଚିଛି। ଭୌଗୋଳିକ…

ବ୍ରହ୍ମପୁର ମାଁ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିରର ହେବ ଉନ୍ନତିକରଣ

ବ୍ରହ୍ମପୁର:ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ବୁଢ଼ୀ ଠାକୁରାଣୀଙ୍କ ପୀଠ ନୂଆ ରୂପ ନେବାକୁ ଯାଉଛି। ଖୁବ୍‌ ଶୀଘ୍ର ପୀଠର ନବକଳେବର କରାଯିବ। ଶନିବାର ସକାଳେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସହ ମେୟର ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ.ବିବେକ ରେଡ୍ଡି, ବ୍ରହ୍ମପୁର ମହାନଗର…

ଶ୍ରୀକ୍ଷେତ୍ର ମହୋତ୍ସବ ପ୍ରସ୍ତୁତି ବୈଠକ

ପୁରୀ:ଆସନ୍ତା ଜାନୁୟାରୀ ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ପୁରୀ ଶରଧାବାଲି ଠାରେ ଶ୍ରୀକ୍ଷେତ୍ର ମହୋତ୍ସବ ଅନୁଷ୍ଠିତ ହେବ । ଏହା ସହ ପଲ୍ଲିଶ୍ରୀ ମେଳା ଓ ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିଯିବ ବୋଲି ସ୍ଥିର ହୋଇଛି । ସର୍କିଟ ହାଉସ ସମ୍ମିଳନୀ ଗୃହରେ ମହୋତ୍ସବ ଆୟୋଜନ ନିମିତ୍ତ ଏକ…

ପୁରୀରେ ଖୋଖୋ ଦଳର ପ୍ରଶିକ୍ଷଣ କ୍ୟାମ୍ପ

ପୁରୀ: ଆସନ୍ତା ଜାନୁଆରୀ ୩୧ ରୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ ମଧ୍ୟପ୍ରଦେଶଠାରେ ଖେଲୋ ଇଣ୍ଡିଆ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ସରକାର ଓ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ପୁରୀରେ ପ୍ରଥମଥର ପାଇଁ ରାଜ୍ୟ ଖୋଖୋ ଦଳର କ୍ୟାମ୍ପ ଆୟୋଜନ କରାଯାଇଛି । ଏହି କ୍ୟାମ୍ପ ପୁରୀ ଜିଲ୍ଲା ସ୍କୁଲ ପଡିଆଠାରେ…

ଆରଟିଓଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଂଚିଗଲା ୬ଜଣଙ୍କ ଜୀବନ

ପୁରୀ: ପୁରୀର ମଙ୍ଗଳାହାଟ ନିକଟରେ ବୁଧବାର ବିଳମ୍ବିତ ରାତିରେ ଆସୁଥିବା ଏକ ଅଟୋ ଭାରସମ୍ୟ ହରାଇ ଓଲଟି ପଡିଥିଲା । ଡ୍ରାଇଭର ସମେତ ୫ ଜଣ ଯାତ୍ରୀ ଏଥିରେ ଆଘାତପ୍ରାପ୍ତ ହୋଇଥିଲେ । ଠିକ ସେହି ସମୟରେ ପୁରୀ ଆରଟିଓ ରବିନ ପଟ୍ଟନାୟକ ପୋଲିସ ଏନଫୋର୍ସମେଂଟ ସହିତ ସେହି ବାଟେ ଯାଉଥିଲେ । ସେ ସଙ୍ଗେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଯୁବ ବିଜେଡ଼ି ସମ୍ପାଦକ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗାଁରେ ରାତି ଅଧରେ ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ କରିବା ଓ ଜାତିକୁ ଆକ୍ଷେପ କରି ଗାଳିଗୁଲଜ କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶାସକ ବିଜୁ ଯୁବ ଜନତା ଦଳ ଜିଲ୍ଲା ସମ୍ପାଦକ (ଗଞ୍ଜାମ ) ପି. ଜଗା ରାଓ ରେଡ୍ଡୀକୁ ବୁଧବାର…

ମା’ ମମତାକୁ ଗୋଇଠା ମାରି ପ୍ରେମିକ ସହ ଚାଲିଗଲା ଝିଅ

ବ୍ରହ୍ମପୁର:ପ୍ରେମରେ ଅନ୍ଧ ହୋଇ ପ୍ରେମିକ ସହ ଘର ଛାଡ଼ି ଦେଇଥିବା ଜଣେ ଝିଅଙ୍କୁ ମା’ର ମମତା ମଧ୍ୟ ଅଟକାଇ ପାରିଲା ନାହିଁ। ଘରକୁ ଫେରି ଆସିବାକୁ କାନ୍ଦି କାନ୍ଦି ମା’ ନିବେଦନ କରୁଥିଲେ। ଝିଅର ଗୋଡ଼ ଧରିଲେ। ବୁଝାଇଲେ। ତଥାପି କିଛି ବୁଝିଲେନି ଝିଅ। ମା’ଙ୍କ ମମତାକୁ ଗୋଇଠା ମାରି ପ୍ରେମିକ ସହ…