Latest Odisha News

BREAKING NEWS

Browsing Category

ସହର

City

ଥାନାରେ ବ୍ୟବସାୟୀଙ୍କୁ ନିର୍ଧୁମ ମାଡ଼; ଆଇଆଇସିଙ୍କ ବଦଳି

ବ୍ରହ୍ମପୁର: ଥାନା ଭିତରେ ଜଣେ ବ୍ୟବସାୟୀଙ୍କୁ ନିର୍ଧୁମ ମାଡ଼ ମାରିବା ଘଟଣାରେ ଗୋପାଳପୁର ଥାନା ଆଇଆଇସି ଶ୍ରୀକାନ୍ତ ଖମାରୀଙ୍କ ବଦଳି ହୋଇଯାଇଛି। ତାଙ୍କୁ ବ୍ରହ୍ମପର ପୋଲିସ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ମାରାଇନ୍‌‌ ଥାନା ଆଇଆଇସି ସାରଦା ପ୍ରସନ୍ନ ଦାସଙ୍କୁ ଗୋପାଳପୁର ଥାନା ଆଇଆଇସି…

ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବଳାତ୍କାର ପୀଡ଼ିତାଙ୍କ ଆତ୍ମାହୂତି ଉଦ୍ୟମ

ବ୍ରହ୍ମପୁର:ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟ ପରିସରରେ ଜଣେ ମହିଳା ଆତ୍ମାହୂତି ଉଦ୍ୟମ କରିଛନ୍ତି। ନିଜ ଦେହରେ ପେଟ୍ରୋଲ୍‌ ଢ଼ାଳି ଆତ୍ମାହୂତି ଉଦ୍ୟମ କରୁଥିବା ବେଳେ କୋର୍ଟରେ ମୂତୟନ ପୋଲିସ କର୍ମଚାରୀ ତାଙ୍କୁ କାବୁ କରିଦେଇ ବୈଦ୍ୟନାଥପୁର ଥାନା ପୋଲିସରେ ଜିମା ଦେଇଥିଲେ। ଏନେଇ…

କୋର୍ଟ ପରିସରରେ ପେଟ୍ରୋଲ ଢ଼ାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର: କୋର୍ଟ ଭିତରେ ବିଚାରପତିଙ୍କୁ ଆକ୍ରମଣ ଘଟଣାର କିଛି ଦିନ ପରେ ପୁଣି ଚର୍ଚ୍ଚାକୁ ଆସିଛି ବ୍ରହ୍ମପୁର SDJMଙ୍କ କୋର୍ଟ। ଶୁକ୍ରବାର ଜଣେ ମହିଳା ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଶୁକ୍ରବାର ପ୍ରାୟ ସାଢ଼େ ୧୧ଟା ବେଳେ ଏହି ଘଟଣା ଘଟିଛି। ମହିଳାଙ୍କୁ ପୋଲିସ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦାକଲା ବ୍ରହ୍ମପୁର ପ୍ରେସ୍‍ କ୍ଲବ

ବ୍ରହ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପ୍ରଚାର ସମୟରେ ନନ୍ଦିଘୋଷ ଟିଭିର କାର୍ଯ୍ୟରତ ସାମ୍ବାଦିକ ଦେବହରି ବେହେରାଙ୍କୁ କିଛି ଅସାଧୁ ବ୍ୟକ୍ତି ଆକ୍ରମଣ କରିଥିବା ନେଇ ଜଣାପଡିଛି। ଏହାକୁ ବିରୋଧ କରିବା ସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବ୍ରହ୍ମପୁର…

ଦୋକାନରୁ ୪୭୫ ଗ୍ରାମ ସୁନା ଚୋରାଇ ଆକାଉଣ୍ଟାଣ୍ଟ, ସେଲ୍‌ସମ୍ୟାନ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ସହର ବଡବଜାର ଥାନା ଅନ୍ତର୍ଗତ ବଡବଜାର ମୁଖ୍ୟଛକରେ ଥିବା ଏକ ସୁନା ଦୋକାନରୁ ଚୋରୀ କରିଥିବା ଅଭିଯୋଗରେ ପୁଲିସ୍‍ ସୁନା ଦୋକାନରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଓ ସେଲ୍ସମ୍ୟାନ୍‍କୁ ଗିରଫକରିଥିବା ନେଇ ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି।…

ଉଦ୍‌ଘାଟିତ ହେଲା ସୋନାପୁର ବେଳାଭୂମିରେ ଇକୋ ରିଟ୍ରେଟ୍

ବ୍ରହ୍ମପୁର: ଓଡିଶା ପର୍ଯ୍ୟଟନ ବିଭାଗର ପ୍ରୟାସ କ୍ରମେ ସୋନାପୁର ଠାରେ ଆରମ୍ଭ ହୋଇଛି ‘ଇକୋ ରିଟ୍ରେଟ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁବାର ପୂର୍ବାହ୍ନ ଏହାକୁ ଉଦ୍‌ଘାଟନ କରିଥିଲେ। ଆସନ୍ତା ୯୦ ଦିନ ଅର୍ଥାତ୍ ଫେବୃୟାରୀ ୨୦୨୩ ପର୍ଯ୍ୟନ୍ତ ଏହା ଚାଲୁ ରହିବ।…

ପୁରୀ ରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ

ପୁରୀ:ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା  ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଉଦଘାଟିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବୁଣାକାର, କାରିଗରମାନଙ୍କ ଦ୍ୱାରା…

ବ୍ରହ୍ମପୁରରେ ‘ପ୍ରତିକ୍ଷା’ ଟିମ୍‌

ବ୍ରହ୍ମପୁର: ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଆସନ୍ତା ଡିସେମ୍ବର ୨ ରେ ମୁକ୍ତିଲାଭ କରିବାକୁ ଯାଉଛି। ଏଥିପାଇଁ ରାଜ୍ୟର ଅନେକ ପ୍ରମୁଖ ଅଞ୍ଚଳରେ ‘ପ୍ରତୀକ୍ଷା’ ଟିମ ଦ୍ବାରା ଜୋରସୋରରେ ପ୍ରମୋସନ କାର୍ଯ୍ୟ…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ୯ ବିଭାଗରେ ପିଜି ଖୋଲିବାକୁ ଅନୁମତି

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଠାରେ ରହିଥିବା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ନୂତନ ଭାବରେ ୯ଟି ବିଭାଗର ପିଜି ପାଠ୍ୟକ୍ରମ ଖୋଲିବାକୁ ଖୋଲିବାକୁ ଅନୁମତି ମିଳିଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁମତି ମିଳିଥିବା ବେଳେ ଏହାକୁ ନେଇ ଖୁସିର ମାହୋଲ ଦେଖାଯାଇଛି।…

ପୁରୀରେ ଉଦଘାଟିତ ହେଲା ଭିବ୍ରାନ୍ସ ଫୁଡକୋର୍ଟ

ପୁରୀ: ପର୍ଯ୍ୟଟନ ବିଭାଗ ସହାୟତାରେ ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ୟୁଥ ହଷ୍ଟେଲ ନିକଟରେ ଏସଏସ କନସୋରିଟିୟମର ଭିବ୍ରାନ୍ସ ଫୁଡ କୋର୍ଟ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତା ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ । ପର୍ଯ୍ୟଟନ କ୍ଷେତ୍ରରେ ଏହି ଫୁଡ କୋର୍ଟ ବେଶ ସହାୟ…