Latest Odisha News

BREAKING NEWS

Browsing Category

ସହର

City

ବିଏମ୍‌ସିରେ ସାମିଲ ହେବ ଉପକଣ୍ଠ ୪ଟି ଗ୍ରାମ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମରେ ସହର ଉପକଣ୍ଠ ୪ଟି ଗ୍ରାମ ମିଶ୍ରଣ ନେଇ ଆଶା ସଞ୍ଚାର ହୋଇଛି। ଶୁକ୍ରବାର ଏନେଇ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ତରଫରୁ ନୋଟିଫିକେସନ୍‌ ଜାରି ହୋଇଛି। ମିଶ୍ରଣ ହେବାକୁ ଥିବା ଗ୍ରାମଗୁଡ଼ିକ ହେଲା କୁକୁଡ଼ାଖଣ୍ଡି ବ୍ଲକର ଲୋଚାପଡ଼ା ଗ୍ରାମ,…

ଗୁଣି ସନ୍ଦେହରେ ୪ଜଣଙ୍କ ଆକ୍ରମଣ;ଏତଲାକାରୀଙ୍କୁ ପିଟି ମାରିଦେଲେ

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ମାଧିଆପଲ୍ଲୀ ଗ୍ରାମରେ ଗୁଣି ସନ୍ଦେହକୁ ନେଇ ତୁମୁଳକାଣ୍ଡ ଘଟି ଯାଇଛି। ଗୁଣି ସନ୍ଦେହରେ ଗ୍ରାମର କେତେକ ଲୋକେ ପ୍ରଥମେ ୪ଜଣଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣର ଶିକାର ହୋଇଥିବା ଜଣେ ବ୍ୟକ୍ତିଙ୍କ ପତ୍ନୀ ଥାନାରେ ଏତଲା ଦେଲେ। ତେବେ…

ସୂର୍ଯ୍ୟପରାଗର ଦୁଇଟି ଚିତ୍ର: ଏପଟେ ବଜାର ବନ୍ଦ, ସେପଟେ ସମୁହ ଭୋଜନ

ବ୍ରହ୍ମପୁର:କରୋନା ମହାମାରୀର ସ୍ମୃତି ଏବେ ମଧ୍ୟ ଲୋକମାନଙ୍କ ମନରେ ସତେଜ ହୋଇ ରହିଛି। ଅନେକ ମାସ ପରେ ମଙ୍ଗଳବାର ପୁଣି ଥରେ କରୋନା କାଳର ଚିତ୍ର ଦେଖିବାକୁ ମିଳିଥିଲା। ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଇଥିଲା। ଲୋକମାନେ ଘରୁ ବାହାରି ନ ଥିଲେ। କରୋନା…

ଗାଈ ଶବକୁ ଘୋଷାଡ଼ି ନେଇ ଦୁଇ ବହିଷ୍କୃତ

ବ୍ରହ୍ମପୁର: ମୃତ ଗାଈକୁ ଗାଡ଼ି ପଛ ପଟରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେବା ଭଳି ହୃଦୟବିଦାରକ ଦୃଶ୍ୟ ଗଞ୍ଜାମ ଜିଲାର ଛତ୍ରପୁର ଠାରେ ଦେଖିବାକୁ ମିଳିଛି। ଏହି ଘଟଣାରେ ଦୁଇଜଣ ନିଲମ୍ବିତ ମଧ୍ୟ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଛତ୍ରପୁର ଠାରେ ସୋମବାର ଏକ…

ପୁଅ ଛୁରା ମାଡ଼ରେ ବାପା ମୃତ

ବ୍ରହ୍ମପୁର: ଦୀପାବଳି ପାଳନ ଭିତରେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମରେ ଘଟି ଯାଇଛି ଏକ ବଡ଼ ଅଘଟଣ। ପୁଅର ଛୁରା ମାଡ଼ରେ ବାପାଙ୍କ ଜୀବନ ଚାଲିଯାଇଛି। ଘଟଣା ପରେ ପୁଅ ଚମ୍ପଟ ମାରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ରାତି ପ୍ରାୟ ୮ଟା ବେଳେ ପଢ଼ାଳ…

ବୁଧବାର ଯାଏଁ ବନ୍ଦ ରହିବ ଗୋପାଳପୁର ବେଳାଭୂମି

ବ୍ରହ୍ମପୁର: ଆସନ୍ନ ବାତ୍ୟାକୁ ନେଇ ଗୋପାଳପୁର ସମୁଦ୍ରରେ ଉଚ୍ଚ ଜୁଆର ସହ ଅଶାନ୍ତ ରହିବାର ଆଶଙ୍କା ରହୁଛି। ଏଣୁ ଏହାକୁ ନଜରରେ ରଖି ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଗୋପାଳପୁର ପୋଲିସ ରବିବାର ସନ୍ଧ୍ୟା ଠାରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବେଳାଭୂମିରେ ପ୍ରବେଶକୁ ବାରଣ କରାଯାଇଛି।…

୧୯ଜଣଙ୍କୁ ଗିରଫ ସହ ୨୦ ଲକ୍ଷ ଟଙ୍କାର ବାଣ ଜବତ କଲାଣି ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ବାଣ ବିକ୍ରି ପାଇଁ ପ୍ରଶାସନ ତରଫରୁ ଅନୁମତି ଦିଆଯାଇ ନାହିଁ। ଏଣୁ ବାହାରୁ ବାଣ ଆଣି କେତେକ ବ୍ୟବସାୟୀ ସହରରେ ବିକ୍ରି କରୁଛନ୍ତି। ବେଆଇନ ଭାବେ ବାଣ ବିକ୍ରି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବ୍ରହ୍ମପୁର ପୋଲିସ। ଗତ ଏକ ସପ୍ତାହ ମଧ୍ୟରେ ବିଭିନ୍ନ ଥାନା…

ଘୋଡ଼ାହାଡ଼ ଇକୋ ଟୁରିଷ୍ଟ ସ୍ପଟ୍‌ରେ ଆରମ୍ଭ ହେଲା ପର୍ଯ୍ୟଟକଙ୍କ ରାତ୍ରୀ ରହଣୀ

ବ୍ରହ୍ମପୁର: ଗଞ୍ଜାମ ଜିଲାର ସ୍ବତନ୍ତ୍ର ପର୍ଯ୍ୟଟନ କ୍ଷେତ୍ର ଘୋଡ଼ାହାଡ଼ ଜଳଭଣ୍ଡାରସ୍ଥିତ ଇକୋ ଟୁରିଷ୍ଟ ସ୍ପଟ୍‌ରେ ଶନିବାର ଠାରୁ ପର୍ଯ୍ୟଟକଙ୍କ ରାତ୍ରୀ ରହଣୀ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟଟକଙ୍କୁ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ(ଡିଏଫ୍‌ଓ) ଅମ୍ଲାନ ନାୟକ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।…

ସ୍ବାମୀଙ୍କ ପରେ ମୃତା ସ୍ତ୍ରୀଙ୍କ ହେଲା ଚକ୍ଷୁଦାନ

ବ୍ରହ୍ମପୁର: ବ୍ରହ୍ମପୁର ସହର ଚନ୍ଦ୍ରମା ସାହିର ଭି.ଭିରାମ୍ମାଙ୍କ ଶୁକ୍ରବାର ଅପରାହ୍ନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଚକ୍ଷୁଦାନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ। ଏମକେସିଜିର ଚକ୍ଷୁ ବିଭାଗର ମୁଖ୍ୟ ଡା.ସୁଚିତ୍ରା…

ସମ୍ଭାବ୍ୟ ବାତ୍ୟା ନେଇ ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ବ୍ରହ୍ମପୁର: ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଗଞ୍ଜାମ ଜିଲା ଉପରେ ପଡ଼ିବ ନାହିଁ। ତଥାପି ସତର୍କତାମୂଳକ ପଦକ୍ଷେପ ଭାବେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା। ହେଡକ୍ବାର୍ଟରେ ରହିବାକୁ ନିର୍ଦେଶ ଦେଇଛନ୍ତି। ସମ୍ତ ଛୁଟିକୁ ବାତିଲ୍‌…