Latest Odisha News

BREAKING NEWS

Browsing Category

ସହର

City

ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ରାଗିଂର ପ୍ରମାଣ ମିଳିନି, ତଦନ୍ତ ଚାଲିଛି: ଅତିରିକ୍ତ ଡିସିପି

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ଝିଅକୁ ନ୍ୟାୟ ଦାବିରେ କଲେଜ ସମ୍ମୁଖରେ ଆନ୍ଦୋଳନ କରୁଥିବା ମା' ବିଦ୍ୟୁତପ୍ରଭା ମହାନ୍ତିଙ୍କୁ ସୋମବାର ପୁଲିସ ବଳପୂର୍ବକ ଉଠାଇ ନେଇଛି। ଆଜି ରୁଚିକାଙ୍କ ଦଶାହ କର୍ମ ଥିଲା। ତାଙ୍କ ମା' ଏହି କଲେଜ ସାମ୍ନାରେ ସମସ୍ତ କର୍ମ…

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି, କେଉଁ ଉଦ୍ଦେଶ୍ୟରେ ଏହା ପାଳନ ହୁଏ ?

ଭୁବନେଶ୍ୱର: ବାହୁଡା଼ ଯାତ୍ରା ପରେ ସିଂହଦ୍ଵାର ଠାରେ ତିନି ରଥ ଉପରେ ସୁନାବେଶ ପରଦିନ ଠାକୁର ମାନଙ୍କ ଉଦ୍ଦେଶ୍ୟରେ ଅଧରପଣା ଲାଗି ହୋଇଥାଏ। ରଥାରୁଢ଼ ଠାକୁର ମାନଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ଏକ ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ହେଉଥିବା ପଣା ଭୋଗକୁ ଅଧର ପଣା କୁହାଯାଏ।…

ରାଜ୍ୟରେ ନୂଆ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ: ଚିନ୍ତା ବଢ଼ାଇଲା ସମ୍ବଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ବର: ଚିନ୍ତା ବଢ଼ାଇଲାଣି ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ। କାରଣ ଆଜି ଆକସ୍ମିକ ଭାବେ ଏଦୁଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୫୦୦ ଉପରେ ରହିଛି। ଗତ ୧୩ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ…

ଶେଷ ହୋଇଛି ସୁନାବେଶ, ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି

ପୁରୀ: ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ପ୍ରତି ରଥରେ ଶ୍ରୀଜିଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ । ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ…

ଭିଜିଲାନ୍ସ ଜାଲରେ ଅତିରିକ୍ତ ଥାନା ଅଧିକାରୀ, କେସ୍ କୋହଳ କରିବାକୁ ନେଉଥିଲେ ଲାଞ୍ଚ

ନବରଙ୍ଗପୁର : ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ । ପୁରୁଣା କେସକୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ନେଉଥିଲେ ଲାଞ୍ଚ । ଟଙ୍କା ନେଇ ଯାଉଥିବା ସମୟରେ ରାତି ୧୧ଟାରେ ଲିମରାଜ ପ୍ରଧାନଙ୍କୁ…

ମୃତ ରୁଚିକାଙ୍କ ମାଆଙ୍କୁ ଜୋରଜବରଦସ୍ତ ଉଠାଇନେଲା ପୋଲିସ

 ଭୁବନେଶ୍ୱର :  ମୃତ ରୁଚିକାଙ୍କ ମାଆଙ୍କୁ ଉଠାଇନେଲା ପୋଲିସ । ନ୍ୟାୟ ଦାବିରେ ଧାରଣା ଦେଇଥିବା ବେଳେ ପୋଲିସ ତାଙ୍କୁ ଉଠାଇନେଇଛି । ଅନ୍ୟ ସଙ୍ଗଠନର ସଦସ୍ୟଙ୍କୁ ପୋଲିସ ଉଠାଇ ନେଇଛି । କେବଳ ସେତିକି ନୁହେଁ ଧାରଣାସ୍ଥଳରେ ଥିବା ଟେଣ୍ଟକୁ ମଧ୍ୟ ପୋଲିସ ଭାଙ୍ଗି ଦେଇଛି । ଏ ନେଇ ରୁଚିକାଙ୍କ ମାଆ…

ରାଜ୍ୟରେ ଜାରି ରହିଛି ମୌସୁମୀ ଓ ଲଘୁଚାପ ଜନିତ ବର୍ଷା । ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ଓ ଲଘୁଚାପ ଜନିତ ବର୍ଷା । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ ଥିବା ଲଘୁଚାପ ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ…

ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

 ପୁରୀ : ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ…

ରାୟପୁର ରେଳବାଇ ବିଭାଗ ପକ୍ଷରୁ ୧୦ ମାସର ଶିଶୁକୁ ମିଳିଲା ଚାକିରି

ଦଶ ମାସର ଶିଶୁକୁ ମିଳିଲା ଚାକିରି। ସେ ପୁଣି ରେଲୱେରେ। କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଛତିଶଗଡରେ ରାୟପୁର ରେଳବାଇ ବିଭାଗ ପକ୍ଷରୁ ଏମିତି ନିଯୁକ୍ତି ଦିଆଯିବା ଖବର ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଶିଶୁର ପିତା ରାଜେନ୍ଦ୍ର କୁମାର ଛତିଶଗଡ଼ ଭିଲାଇ ରେଲେୱେ ପିପି…

ନୟାଗଡ଼ ନାକିଠଣା ଜଙ୍ଗଲ ନିକଟରୁ ୧୦ଫୁଟ ଅଜଗର ସାପ ଉଦ୍ଧାର

ନୟାଗଡ଼ : ଉଦ୍ଧାର ହୋଇଛି ଅଜଗର ସାପ । ୧୦ଫୁଟ ଲମ୍ବର ଏହି ଅଜଗର ସାପକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ନୟାଗଡ଼ ଅଞ୍ଚଳରେ। ନୟାଗଡ଼ର ରଣପୁର ରେଞ୍ଜ ଅଧୀନ ନାକିଠଣା ବିଟ୍ ହାଉସ ନିକଟରୁ ଏହି ୧୦ଫୁଟ ଲମ୍ବର ଅଜଗରକୁ ଉଦ୍ଧାର କରାଯାଇଛି। ନିକଟରେ ଥିବା ଜଙ୍ଗଲରେ…