Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ୱରରେ ପହଞ୍ଚିଲା ବଳଙ୍ଗା ପୀଡ଼ିତାଙ୍କ ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲା ପୁରୀ ଜିଲ୍ଲା ବଳଙ୍ଗା ପୀଡିତାଙ୍କ ମର ଶରୀର । ନୂଆଦିଲ୍ଲୀ ଏମ୍ସରୁ ବିମାନ ଯୋଗେ ରବିବାର ରାତି ପ୍ରାୟ ୧୧ଟାରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି । ଏହି ସମୟରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।…

‘ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ଏବଂ ଶାରୀରିକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବା ପାଇଁ ଆମର ସାମୂହିକ…

ଭୁବନେଶ୍ୱର: ଆଜି କେନ୍ଦୁଝର ଜିଲ୍ଲା ଷ୍ଟାଡିଅମ ଠାରେ କଟକ ଓ ସମ୍ବଲପୁର ମଧ୍ୟରେ ହେଉଥିବା ୬୪ତମ ବରିଷ୍ଠ ପୁରୁଷ ଆନ୍ତଃ ଜିଲ୍ଲା ଫୁଟବଲ ଚାମ୍ପିଅନସିପ ସାହାଣୀ କପ ୨୦୨୫ ଉଦଯାପିତ ହେଇଯାଇଛି । ଏହି ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦାନ କରି "ସାହାଣୀ କପ" କୁ ଏକ ସ୍ମୃତିଗତ ଏବଂ…

ଓଏଏସ ସାର୍ଥକ ସୌରଭଙ୍କ ନାଁରେ ନିର୍ଯାତନା ମାମଲା, ନୋଟିସ ଦେଇ ଛାଡ଼ିଲା ପୋଲିସ

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାଶ ଆଣିଥିବା ଓଏଏସ ସ୍ୱାମୀଙ୍କ ନାଁରେ ନିର୍ଯାତନା ମାମଲାର । ଓଏଏସ୍ ସାର୍ଥକ ସୌରଭ ମହାପାତ୍ରଙ୍କୁ ଦୀର୍ଘ ସମୟ ଧରି ପଚରା ଉଚରା ପରେ ଛାଡ଼ିଦେଇଛି ପୋଲିସ । ଭାରତୀୟ ନାଗରିତର ସୁରକ୍ଷା ସଂହିତା (BNSS) ଧାରା ୩୫ରେ ନୋଟିସ ଦେଇ ଛାଡିଦେଇଛି । ତଦନ୍ତରେ ସମସ୍ତ…

ଭୁବନେଶ୍ବର ବିମାନ ବନ୍ଦରରୁ ୮ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ । ଏହି ଗଞ୍ଜେଇ ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ (ଡିଆରଆଇ) । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ । ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍‌ରେ ଆସୁଥିବା ବେଳେ ଧରିଲା ଡିଆରଆଇ ।…

ଏନଆଇଏର ଏସପି ଭାବେ ନିଯୁକ୍ତ ହେଲେ ଆଇପିଏସ୍‌ ସାଗରିକା ନାଥ

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଏସପି ଭାବେ ନିଯୁକ୍ତ ହୋଇଛନ୍ତି । ତୁରନ୍ତ ରିଲିଭ୍‌ କରିବା ପାଇଁ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା ଗୃହ ମନ୍ତ୍ରାଳୟ । ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାଗରିକା ନାଥ । ବର୍ତ୍ତମାନ ଖୋର୍ଦ୍ଧା ଏସପି ଭାବେ…

ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତିଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ”କୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଖରିଫ୍‌ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି, ଗତବର୍ଷ ତୁଳନାରେ ରେକର୍ଡ ସଂଖ୍ୟକ ପଞ୍ଜୀକୃତ

ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି । ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି । ଚାଷୀମାନେ…

ଇଗ୍ନୋର ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ଅଗଷ୍ଟ ୧୫ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ ।…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ୍ ରେ ଅନୁମୋଦନ ହୋଇଛି । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି ଟଙ୍କା । ୨୦୨୫-୨୦୨୬ ରୁ ୨୦୨୯-୩୦ ମଧ୍ୟରେ କାମ ଶେଷ ହେବ । ୫୭ ହଜାର…

‘ମୁଁ ଅତୁଲ ସୁବାଷ ନୁହେଁ, ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି’

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ OAS ସାର୍ଥକ ସୌରଭ ମହାପାତ୍ର । ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ । ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି, ଅର୍ଚ୍ଚନା ଯାହା ଅଭିଯୋଗ…