Latest Odisha News

BREAKING NEWS

Browsing Category

ସହର

City

ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପ୍ରସ୍ତୁତ କରିବେ ଘର ପୋଛା

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମର ୨୬ନମ୍ବର ୱାର୍ଡ ଅନ୍ତର୍ଗତ ଗୋଷାଣୀନୂଆଗାଁସ୍ଥିତ ତୋଟା ସାହି ଠାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାଁ ବିମଳା ଦ୍ୱାରା ଘର ପୋଛା ଏବଂ ୱାଇପର ପ୍ରସ୍ତୁତ କରାଯିବ। ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏହାକୁ ଉଦ୍‌ଘାଟନ କରିଛନ୍ତି। ମେୟର…

ଗୌରହରି ଦାସ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର :  ବିଶିଷ୍ଟ  ସାହିତ୍ୟିକ ଗୌରହରି ଦାସ ୨୦୨୨ ବର୍ଷ ପାଇଁ ମର୍ଯ୍ୟାଦା ଜନକ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। । ଶ୍ରୀ ଦାସ ଏକାଧାରରେ ଜଣେ ଗାଳ୍ପିକ, ଔପନ୍ୟାସିକ, ସ୍ତମ୍ଭକାର ତଥା କଥାକାର । ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ‘ ପାଇଁ ତାଙ୍କୁ…

ବିଷ୍ଣୁଙ୍କ ଶେଷ କବିତା !

ଭୁବନେଶ୍ୱର :  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେଇଥିଲେ । ସେଥିପାଇଁ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଥାଏ ।ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଥିବାରୁ ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନଥାଏ  । ସେଥିପାଇଁ ଓଡ଼ିଆ ଝିଅ ଦ୍ରୌପଦୀ…

ମୃତକଙ୍କ ଚକ୍ଷୁଦାନ କଲେ ପରିବାର ବର୍ଗ

ବ୍ରହ୍ମପୁର:ବ୍ରହ୍ମପୁର ଦଳୁଆ ସାହିର କେ.ସୁଭଦ୍ର ରାଓଙ୍କ ୮୩ ବର୍ଷ ବୟସରେ ରବିବାର ଅପରାହ୍ନରେ ପରଲୋକ ହୋଇଯାଇଛି । ସ୍ବର୍ଗତ ସୁଭ୍ରଦ ଏକ ବ୍ୟାଙ୍କର ମ୍ୟାନେଜର ଭାବେ ଦୀର୍ଘ ବର୍ଷ କାର୍ଯ୍ୟ କରିବା ପରେ ଅବସର ଗ୍ରହଣ କରିଥିଲେ । ମୃତ୍ୟୁ ପରେ ପରିବାର ବର୍ଗ ତାଙ୍କ ଚକ୍ଷୁଦାନ କରିଛନ୍ତି।…

ମାର୍ଚ୍ଚ ୨୦୨୩ ସୁଦ୍ଧା ନୂଆ ବସ ଟର୍ମିନାଲ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ଆନ୍ତ ରାଜ୍ୟ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି  5T ସଚିବ ଭି. କେ. ପାଣ୍ଡିଆନ  । ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲରେ ପ୍ରତିଦିନ  ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ  ଚଳା ଚଳ  ହୋଇଥାଏ  । ଏହା ଏକ…

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର :  ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି  ଯାତ୍ରା।  ଏଥିରେ ବିଭିନ୍ନ ସାମାଜିକ କର୍ମୀଙ୍କୁ…

ରତ୍ନଭଣ୍ଡାର ଖୋଲିବା ନେଇ ବିଜୟ ମହାପାତ୍ରଙ୍କ ଦାବୀ

ଭୁବନେଶ୍ୱର : ରତ୍ନଭଣ୍ଡାର ଖୋଲିବା ନେଇ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ବିଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ଦାବୀ କରିଛନ୍ତି  । ସେ କହିଛନ୍ତି  ନିକଟରେ ଆମିକ୍ୟସ କ୍ୟୁରି କୋର୍ଟଙ୍କ ନିର୍ଦ୍ଦେଶରେ ପୁରୀ ଆସିଥିଲେ। ସେ ଅନୁଭବ କରିଛନ୍ତି ସୁରକ୍ଷା ଓ ମରାମତି ଦିଗରେ…

ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଠାରୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୦ ଓ ୨୧ ତାରିଖରେ ଉପକୂଳ ଓ ପଶ୍ଚିମ ଓଡ଼ିଶା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା…

ଘର ବାରଣ୍ଡାରେ ଖେଳୁଥିଲା ଶିଶୁ, ପୋଖରୀରୁ ମିଳିଲା ଶବ

ବ୍ରହ୍ମପୁର:ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡାମାରୀ ପଞ୍ଚାୟତ ଗୋକର୍ଣ୍ଣମେରୀପଲ୍ଲୀ ଗ୍ରାମରେ ବୁଧବାର ଗ୍ରାମର ପିଣ୍ଟୁ ଗୌଡ଼ଙ୍କ ଦେଢ଼ ବର୍ଷର ପୁଅ ରିଶାନ ନିଖୋଜ ହୋଇଯାଇଥିଲେ । ତେବେ ବୁଧବାର ବିଳମ୍ବିତ ରାତିରେ ଗାଁ ପୋଖରୀରୁ ରିଶାନଙ୍କ ମୃତ ଦେହ ମିଳିଛି। ଏହି ଘଟଣାକୁ ନେଇ ନାନା…

ଓଡ଼ିଶା ଆକାଶରେ ଏୟାର ସୋ

ଭୁବନେଶ୍ୱର :  ରାଜଧାନୀ ଉପକଣ୍ଠରେ ଥିବା କୂଆଖାଇ ନଦୀପଠାରେ ‘ସୂର୍ଯ୍ଯକିରଣ’ ଏୟାର ସୋ’ର ଅଭ୍ୟାସ ଅନୁଷ୍ଠିତ ହୋଇଛି। ଶୁକ୍ରବାର ଏହି ସୋ’ ପ୍ରଦର୍ଶିତ ହେବ। ବାୟୁସେନାର ୧୧ ହକ ବିମାନ ଏହି ସୋରେ ସାମିଲ ହୋଇଛନ୍ତି।  ଆଜି ପରୀକ୍ଷାମୂଳକ ଭାବେ ନୀଳ ଆକାଶର ଛାତି ଚିରି ରାଜଧାନୀର ଆକାଶରେ…