Latest Odisha News

BREAKING NEWS

Browsing Category

ସହର

City

ରସୁଲଗଡ଼ ଫ୍ଲାଏ ଓଭରରେ ବାଇକ ଦୁର୍ଘଟଣା, ଦମ୍ପତି ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରେ ସଡ଼କ ଦୁର୍ଘଟଣା। ରସୁଲଗଡ଼ ଫ୍ଲାଏ ଓଭରରୁ ଛିଟିକି ପଡିଲେ ଦମ୍ପତି। ବୁଧବାର ବିଳମ୍ବିତ ରାତିରେ ବାଇକ ଯୋଗେ ଭୁବନେଶ୍ୱରୁ କଟକ ଯିବା ସମୟରେ ଏକ କାର ପଛପଟୁ ଧକ୍କା ମାରିଥିଲା। ଫଳରେ ବ୍ରିଜ ଉପରୁ ଖସିପଡିଲେ ଦମ୍ପତି। ଏହି ଦୁର୍ଘଟଣାରେ ଉଭୟ ସ୍ୱାମୀ-ସ୍ତ୍ରୀ…

ବାଲ୍ୟ ବିବାହକୁ ପ୍ରତ୍ୟାଖ୍ୟାନ କରିଥିବା କିଶୋରୀଙ୍କୁ ମିଳିବ ଦକ୍ଷତା ବିକାଶ ତାଲିମ୍‌

ବ୍ରହ୍ମପୁର:ଗଞ୍ଜାମ ଜିଲାରେ ବାଲ୍ୟ ବିବାହ ଉପରେ ଅଂକୁଶ ଲଗାଇବା ପାଇଁ ଜିଲା ପ୍ରଶାସନ ଗୋଟିଏ ପରେ ଗୋଟିଏ ଅଭିନବ ପଦକ୍ଷେପ ଗ୍ରହଣ କରୁଛି। ଏହି କ୍ରମରେ ଆଉ ଦୁଇଟି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପକୁ ସାମିଲ କରାଯାଇଛି। ଅଧାରୁ ପାଠ ଛାଡୁଥିବା ଝିଅମାନେ ବାଲ୍ୟ ବିବାହର ଶିକାର ହୋଇଥାଆନ୍ତି। ତେଣୁ…

ବର୍ଷା ହେଲେ ବନ୍ଦ ହୋଇଯାଉଛି ଶବଦାହ

ବ୍ରହ୍ମପୁର: ବ୍ରହ୍ମପୁର ସହର ଶ୍ରୀରାମ ନଗର ବାସିନ୍ଦା ଶବଦାହ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛିଦିନର ବର୍ଷା ଯୋଗୁ ସାହିରେ ଥିବା ଏକମାତ୍ର ଶ୍ମଶାନ କାଦୁଅରେ ଭର୍ତ୍ତି ହୋଇଯାଇଛି । ବର୍ଷା ପାଣି ଜମି ରହିବାରୁ ଶବଦାହ ସମ୍ଭବ ହେଉନି । ବର୍ତ୍ତମାନ ବାସିନ୍ଦାଙ୍କୁ…

ଶୁଭେନ୍ଦୁଙ୍କ ଫର୍ମୁଲାରେ ଓଡିଶା ବିଜେପି

ଭୁବନେଶ୍ୱର : କେନ୍ଦ୍ର ବିଜେପି ଫୋକସରେ ଓଡିଶା  । ଶାସକ ବିଜେଡିକୁ ଗାଦିଚ୍ୟୁତ କରିବାକୁ ରଣନୀତି ପ୍ରସ୍ତୁତ କରୁଛି ବିଜେପି  । ଓଡିଶା ବିଜେପି ଏହି ରଣନୀତି ପଶ୍ଚିମବଙ୍ଗ ବିଜେପି ଭଳି ଆକ୍ରମଣାତ୍ମକ ହେବାକୁ ଯାଉଛି  । କାରଣ ବିଜେଡିର କଟ୍ଟର ବିରୋଧି କୁହାଯାଉଥିବା ଜୟନାରାୟଣ ମିଶ୍ରଙ୍କୁ…

ନକଲି ଔଷଧ ବିକ୍ରି ସନ୍ଦେହରେ ବ୍ରହ୍ମପୁରରେ ଚଢ଼ଉ

ବ୍ରହ୍ମପୁର: ନକଲି ଔଷଧ ବିକ୍ରି ଅଭିଯୋଗରେ ବ୍ରହ୍ମପୁରରେ ଚଢ଼ାଉ। ଜିଲ୍ଲାର ବିଭିନ୍ନ ସ୍ଥାନରେ ଜିଲ୍ଲା ଡ୍ରଗ୍ସ ଟିମ୍ ଚଢାଉ କରିଛି। ବିଭିନ୍ନ ଔଷଧ ଦୋକାନ ସହିତ ବିତରଣ କମ୍ପାନୀଙ୍କ ଗୋଦାମରେ ଚଢ଼ାଉ ହୋଇଥିବା ସୂଚନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ଡ୍ରଗ୍ସ ଇନ୍ସପେକ୍ଟର (ଡିଆଇ)…

ନକଲି ଗୁଟ୍‌ଖା କାରଖାନା ମାଲିକଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ରାମଚନ୍ଦ୍ରପୁର ବାଉଁଶିଆପଲ୍ଲୀ ଠାରେ ନକଲି ଗୁଟଖା ସାମ୍ରାଜ୍ୟ ଚଳାଇଥିବା ନରେନ୍ଦ୍ର ସାହୁଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି । ଗତ ଅଗଷ୍ଟ ୩୦ ତାରିଖରେ ସଦର ଥାନା ପକ୍ଷରୁ ବାଉଁଶିଆପଲ୍ଲୀ ଠାରେ ଥିବା ୩ଟି ନକଲି ଗୁଟଖା କାରଖାନା ଓ ଗୋଦାମରେ ଚଢଉ…

ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରେଗିଡ଼ି ଛକରେ ପୂର୍ବାହ୍ନରେ ପୂର୍ଣ୍ଣଚନ୍ଦ୍ର ନାହାକ(୩୮)ଙ୍କୁ କେତେକ ଦୁର୍ବୃତ୍ତ ଖଣ୍ଡାରେ ହାଣି ହତ୍ୟା କରିଥିଲେ । ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ପୂର୍ଣ୍ଣଚନ୍ଦ୍ରଙ୍କ ଘର ପୁରୁଷୋତ୍ତମପୁର ଥାନା…

ଜୁଆ ଆଡ୍ଡାରୁ ଗିରଫ ହେଲେ ୧୩ ଜୁଆଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲା ଆସିକା ଥାନା ପୋଲିସ ମଙ୍ଗଳବାର ଏକ ଜୁଆ ଆଡ୍ଡା ଉପରେ ଚଢ଼ଉ କରିବା ସହିତ ୮୦ ହଜାର ଟଙ୍କା, ୧୫ଟି ମୋବାଇଲ ଏବଂ ୨ଟି ବାଇକ୍‌କୁ ଜବତ କରିଛି । ଏହି ଆଡ୍ଡାରୁ ୧୩ଜଣ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ଆସିକା ଥାନା ଅନ୍ତର୍ଗତ ଧୋବପଲ୍ଲୀ ଶିବ ମନ୍ଦିର ପାଖରେ ଜୁଆ ଖେଳ…

ଡେଙ୍ଗୁ ଭୁବନେଶ୍ୱରବାସୀଙ୍କ ଚିନ୍ତା ବଢାଇଛି

ଭୁବନେଶ୍ୱର : ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା।  ଡେଙ୍ଗୁ କବଳରେ ଏବେ ରାଜଧାନୀ ଭୁବନେଶ୍ୱର । ଡେଙ୍ଗୁ ପାଇଁ ଭୁବନେଶ୍ୱରବାସୀ ଙ୍କ ଚିନ୍ତା ବଢିଯାଇଛି । କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କ ପାଇଁ ଶଯ୍ୟାର ଘୋର ଅଭାବ ଦେଖା ଦେଇଛି। ଡେଙ୍ଗୁକୁ ନେଇ ଚିନ୍ତାଜନକ ସ୍ଥିତି ଥିବା…

ଓଡିଶା ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ବିଭିନ୍ନ ଦାବି ସହ ସ୍ମାରକପତ୍ର ପ୍ରଦାନ କରାଯାଇଛି

ଭୁବନେଶ୍ୱର : ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ବରେ ୪ ଜଣିଆ ପ୍ରତିନିଧି ଦଳ ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ରାଜଭବନଠାରେ ସାକ୍ଷାତ କରିଛନ୍ତି  ।  ତାସହ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି  । ଏହି ସ୍ମାରକପତ୍ରରେ ଦର୍ଶାଯାଇଥିବା ଦାବି…