Latest Odisha News

BREAKING NEWS

Browsing Category

ସହର

City

ଗାଡ଼ି ଚାଳକଙ୍କୁ ଗିରଫ ଦାବିରେ ଥାନା ଘେରାଉ

ବ୍ରହ୍ମପୁର: ଗତ ୧୦ ତାରିଖରେ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତାର ନାରାୟଣପୁର ମୁଖ୍ୟ ରାସ୍ତା ପାର୍ଶ୍ଵରେ କାଳିଆ ବିଷୋୟୀ(୩୮) ନାମକ ଜଣେ ବ୍ୟକ୍ତି ଛିଡ଼ା ହୋଇଥିବା ବେଳେ ବେପରୁଆ ଭାବେ ଗାଡି ଚଳାଇ ଆସୁଥିବା ଜଣେ କାର ହଠାତ୍ ଧକ୍କା ଦେଇଥିଲା । ଫଳରେ କାଳିଆଙ୍କ ମୁଣ୍ଡରେ ଆଘାତ ଲାଗିଥିଲା ।…

ଚାଲିଥିଲା ଗଞ୍ଜେଇ ଯାଞ୍ଚ, ବସ୍‍ ଭିତରୁ ମିଳିଲା ୩୨ ଲକ୍ଷ ଟଙ୍କା

ବ୍ରହ୍ମପୁର: ପୁଣି ଥରେ ବସ୍‍ ଭିତରୁ ପୁଳାପୁଳା ଟଙ୍କା ମିଳିବାକୁ ନେଇ ବ୍ରହ୍ମପୁର ସହରରେ ଚାଞ୍ଚଲ୍ୟ ଖେଳିଯାଇଛି। ପୂର୍ବରୁ ଥରେ ଏକ କୋଟି ୨୦ ଲକ୍ଷ ଟଙ୍କା ମିଳିଥିବା ବେଳେ ମଙ୍ଗଳବାର ମିଳିଛି ନଗଦ ୩୨ ଲକ୍ଷ ଟଙ୍କା। ପ୍ରାଥମିକ ସୂଚନା ଅନୁଯାୟୀ, ବସ୍‍ରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ…

ଖଣ୍ଡାରେ ଯୁବକଙ୍କୁ ହାଣି ହତ୍ୟା

ବ୍ରହ୍ମପୁର:ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରେଗିଡ଼ି ଛକ ପାଖରେ କେତେକ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ହେଲେ ପୁରୁଷୋତ୍ତମପୁର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ନାହାକ। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରେ ବାଇକ୍‍ରେ କେଉଁଆଡ଼େ…

ବସ୍ତିରେ ଶିକ୍ଷାର ଦୀପ ଜାଳୁଛି ସାତ୍ତ୍ୱିକ ସୋଲ୍‍

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଥିବା ବସ୍ତିଗୁଡ଼ିକର ପିଲାମାନଙ୍କ ମଧ୍ୟରେ ଶିକ୍ଷାର ଦୀପ ଜାଳିବାରେ ଏବେ ପ୍ରମୁଖ ଭୂମିକା ନେଉଛି ସାତ୍ତ୍ୱିକ ସୋଲ୍‍। ଉତ୍ସାହି ଯୁବତୀ ଯୁବକଙ୍କୁ ନେଇ ଗଠିତ ଏହି ସଂଗଠନ ବସ୍ତିଗୁଡ଼ିକରେ ପାଠ୍ୟ ପୁସ୍ତକ ବଣ୍ଟନ ଠାରୁ ଆରମ୍ଭ କରି ଶିକ୍ଷା ସଂପର୍କିତ ପ୍ରତିଯୋଗିତା…

ଚୋର ଗ୍ୟାଙ୍ଗ୍‌ ପାଖରୁ ମିଳିଲା ୨୮୦ ଗ୍ରାମ୍‌ ସୁନା, ୯୪ ହଜାର ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁର ସହରର ସୋମାନାଥନଗର ତୃତୀୟ ଲାଇନ ସ୍ଥିତ ସୁଲୋଚନା ପାତ୍ରଙ୍କ ଘରୁ ଗତ ୧ ତାରିଖ ରାତିରେ ନଗଦ ୧୧ ଲକ୍ଷ ଟଙ୍କା ଏବଂ ପ୍ରାୟ ୬୦୦ ଗ୍ରାମ ସୁନା ଅଳଙ୍କାର ଚୋରି ହୋଇଥିଲା । ଏହି ଘଟଣାରେ ବ୍ରହ୍ମପୁର ଟାଉନ୍‌ ଥାନା ପୋଲିସ ୮ଜଣଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ପାଖରୁ…

ପରିତ୍ୟକ୍ତ ଘରେ ଚାଲିଥିଲା ବିଦେଶୀ ମଦ କାରଖାନା

ବ୍ରହ୍ମପୁର:ଏକ ପରିତ୍ୟକ୍ତ ଘରେ ବିଦେଶୀ ମଦ କାରଖାନା ଚାଲିଥିବା ଗ୍ୟାଙ୍ଗ୍‌କୁ ଧରିଛି ପୋଲିସ । ମିଳିଥିବା ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା ଓ ସିଅଳା ରୋଡ୍‍ରେ ପାଟ୍ରୋଲିଂ ଚାଲିଥିଲା । ଏହି ସମୟରେ ୪ଜଣ ଯୁବକ ବିଦେଶୀ ମଦ ବିକ୍ରି କରିବାକୁ ନେଉଥିଲେ ।…

୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସ ଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ  ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଥିଲେ । ୭୫ତମ ସ୍ବାଧୀନତା ଦିବସ ପାଳନ…

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ପରେ କିନ୍ନରଙ୍କୁ ପ୍ରତାରଣା

ବ୍ରହ୍ମପୁର: ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ନେଇ ଜଣେ କିନ୍ନର ସୋମବାର ବ୍ରହ୍ମପୁର ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ୧୯ ବର୍ଷୀୟ ଏହି କିନ୍ନରଙ୍କ ଅଭିଯୋଗ ହେଲା, ଗତ ପ୍ରାୟ ଏକ ବର୍ଷ ପୂର୍ବେ ବିଜିପୁର ଅଞ୍ଚଳର ଜଣେ ୨୨ ବଷୀୟ ଯୁବକଙ୍କ ସହ ସୋସିଆଲ ମିଡ଼ିଆରେ ସଂପର୍କ ସୃଷ୍ଟି…

ଶିକ୍ଷାମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଆମରଣ ଅନଶନ

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଯୁକ୍ତ ସମୀର ରଞ୍ଜନ ଦାସଙ୍କ ୟୁନିଟ ୧ ସ୍ଥିତ ବାସଭବନ ସମ୍ମୁଖରେ ଓଡିଶା ଅଭିଭାବକ ମହାସଂଘ ତରଫରୁ ସାତ ଦଫା ଦାବୀ ନେଇ ଆମରଣ ଅନଶନ କରା ଯାଇଥିଲା  । ଦାବୀ ଗୁଡିକ ହେଲା ୧ ସ୍କୁଲରେ ଯେଉଁ ସୁବିଧା ଯୋଗାଉଛନ୍ତି, ସେହି ଅନୁସାରେ ଫିସ ନିର୍ଧାରଣ …

ସେପ୍ଟେମ୍ବର ୧୪ରେ ମୁମ୍ବାଇ ଠାରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ହେବ ପୁଞ୍ଜିନିବେଶ  । ସେପ୍ଟେମ୍ବର ୧୪ରେ ମୁମ୍ବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏଥିରେ ଦେଶ ବିଦେଶର ଶିଳ୍ପପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ…