Latest Odisha News

BREAKING NEWS

Browsing Category

ସହର

City

ସମସ୍ତ ଆବଣ୍ଟନ ପ୍ରାପ୍ତକାରୀ ୩୧ ଅଗଷ୍ଟ ସୁଦ୍ଧା ୟୁଏଏନ୍ ଜେନେରେଟ୍ କରିବେ: ବିଡିଏ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ସମସ୍ତ ଆବଣ୍ଟନ ପ୍ରାପ୍ତକାରୀଙ୍କୁ ୩୧ ଅଗଷ୍ଟ ସୁଦ୍ଧା ଏକ ୟୁନିକ୍ ଆକାଉଣ୍ଟ୍ ନମ୍ବର (ୟୁଏଏନ୍) ଜେନେରେଟ୍ କରିବାକୁ ନିବେଦନ କରାଯାଇଛି । ଏହି ୟୁଏଏନ୍ ବିଭିନ୍ନ ପୂର୍ବ ଓ ପରବର୍ତ୍ତୀ ଆବଣ୍ଟନ ସେବା ପାଇଁ ବାଧ୍ୟତାମୂଳକ ରହିବ ।…

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ…

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ…

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷିବ! ଏହି ସବୁ ଜିଲ୍ଲାକୁ ଆଲର୍ଟ ଜାରି…

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଯାହାର ଉତ୍ତର ଆଭ୍ୟନ୍ତରଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଗୋଟେ…

ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଯୁବକ ଅଟକ; ସେପଟେ, ରତ୍ନଭଣ୍ଡାର ଫଟୋ ପୋଷ୍ଟ କରି ଅଡୁଆରେ ଏଏସଆଇ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ । ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଧରାପଡିଛନ୍ତି ଯୁବକ । ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ । ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଛି ପୋଲିସ । ଯୁବକ ଜଣକ ପୁରୀ ଗଜପତି…

ଏମ୍ସରେ ଅସଦାଚରଣ ଘଟଣା; ନର୍ସିଂ ଅଫିସର୍ ଗିରଫ

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା । ଅଭିଯୁକ୍ତ ନର୍ସିଂ ଅଫିସର୍‌ ନାନୁ ରାମ ଚୌଧୁରୀ ଗିରଫ । ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ସୋମବାର ଅସଦାଚରଣ ଅଭିଯୋଗ ଆଣିଥିଲେ ଆଟେଣ୍ଡାଣ୍ଟ । ଏନେଇ ସେ ଖଣ୍ଡଗିରି ଥାନାରେ ଏତଲା ଦେଇ…

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ । CBI ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ । ତେବେ ଗତ ୧୫ ତାରିଖରେ କେସ…

ଭୁବନେଶ୍ୱର ଏମ୍ସରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଏମ୍ସରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏମ୍ସର ଜଣେ ମହିଳା କର୍ମଚାରୀ ଜଣେ ପୁରୁଷ ନର୍ସିଂ ଅଧିକାରୀଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀ ତାଙ୍କୁ…

ଚଳିତ ବର୍ଷର ସୂର୍ଯ୍ୟପରାଗ: କେଉଁ ମାସରେ ପଡୁଛି ଏବଂ କେଉଁଠି ଦୃଶ୍ୟମାନ ହେବ?

ଭୁବନେଶ୍ବର: ଚଳିତ ବର୍ଷର ସୂର୍ଯ୍ୟପରାଗ ନେଇ ଆସିଲା ସୂଚନା । ଆସନ୍ତା ସେପ୍ଟେମ୍ବର ମାସର ୨୧ ତାରିଖରେ ଲାଗିବାକୁ ଯାଉଛି ସୂର୍ଯ୍ୟପରାଗ । ତେବେ ଏଥର ଆଂଶିକ ସୂର୍ଯ୍ୟପରାଗ ହେବ । ହେଲେ ଏହା ଭାରତରେ ଦୃଶ୍ୟମାନ ହେବନାହିଁ । ସେପ୍ଟେମ୍ବର ୨୧ ରେ ଭାରତୀୟ ସମୟ ରାତି ୧୧ଟାରେ ପରାଗ ଆରମ୍ଭ ହେବ ।…

ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାତିଲ ନିଷ୍ପତ୍ତି ସହରକୁ ୧୦ ବର୍ଷ ତଳକୁ ଠେଲି ଦେବ: ନବୀନ

ଭୁବନେଶ୍ବର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାତିଲକୁ ନେଇ ବର୍ଷିଲେ ବିରୋଧୀ ଦଳ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ରେ ପୋଷ୍ଟ କରି ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ ଲେଖିଛନ୍ତି ଯେ, ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାତିଲ ଖବର ବହୁତ…

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି । ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅନେକ ସମୟରେ ସର୍ଭର ଡାଉନ…