Latest Odisha News

BREAKING NEWS

Browsing Category

ସହର

City

ମଝି ସମୁଦ୍ରରେ ନିଆଁ : ପାରାଦ୍ୱୀପ ନିକଟ ସମୁଦ୍ରରେ ମାଛଧରା ଟ୍ରଲରରେ ନିଆଁ

ପାରାଦ୍ୱୀପ  : ପାରାଦ୍ୱୀପ ସମୁଦ୍ର ମଝିରେ ପୁଣି ଅଘଟଣ । ରବିବାର ଅପରାହ୍ନରେ ମଝି ସମୁଦ୍ରରେ ଏକ ମାଛଧରା ଟ୍ରଲରରେ ନିଆଁ ଲାଗିଯାଇଥିବା ଜଣାପଡିଛି । କୂଳଠାରୁ ପ୍ରାୟ ୫ କିଲୋମିଟର ଦୂରରେ ଏହି ଅଘଟଣ ଘଟିଛିା ବୋଟରେ ୯ ଜଣ ମତ୍ସ୍ୟଜୀବୀ ଥିଲେ । ଟ୍ରଲରଟି ହୁତୁହୁତୁ ହୋଇ ଜଳିବାରୁ ସେଥିରେ ଥିବା…

ରାଜ୍ୟରେ ଆଜି ୧୦୧୧ କରୋନା ପଜିଟିଭ୍ ଚିହ୍ନଟ, ଭଦ୍ରକରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୨୦ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୯୧ ସଂକ୍ରମିତ ଚିହ୍ନଟ…

ରାସ୍ତା ପାଇଁ ୬ ଘଣ୍ଟିଆ ଆନ୍ଦୋଳନ । ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ଓକିଲ ସଂଘ

ଅନୁଗୁଳ : ରାସ୍ତା ପାଇଁ ଆନ୍ଦୋଳନ । ୬ ଘଣ୍ଟିଆ ଅବରୋଧ ଡାକରା ଦେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଓକିଲ ସଂଘ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ରାସ୍ତା ଅବରୋଧ କରିଛନ୍ତି ଅନୁଗୁଳ ୫୫ନମ୍ବର ମୁଖ୍ୟ ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି । ପ୍ରତିଦିନ ଶହଶହ ଲୋକେ ସେହି ରାସ୍ତା ଦେଇ ଯିବା…

ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । ଫଳରେ ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ତୁହାକୁ ତୁହା ବର୍ଷା ଲାଗି ରହିଛି ।  ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ…

ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳ: ସାଇ ଇଣ୍ଟରନାଶନାଲ ସ୍କୁଲର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ୱରର ସାଇ ଇଣ୍ଟରନାସନାଲସ୍କୁଲକୁ ଶତ ପ୍ରତିଶତ ସଫଳତା ମିଳିଛି। ଉଭୟ ଶ୍ରେଣୀରେ ଶତ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବା ସହ ସମସ୍ତେ ପ୍ରଥମ ଶ୍ରେଣୀ ଯୋଗ୍ଯତା ହାସଲକରିଛନ୍ତି।…

୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ: ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଯାଏଁ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ରାଜ୍ୟରେ ଆହୁରି ତିନି ଦିନ ବର୍ଷା ଲାଗି ରହିବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି…

ରାଜ୍ୟରେ ଆଜି ବି ୧୧ ଶହ ଉପରେ କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ସାଲବିରାରେ ଡବଲ ମର୍ଡର । ଗାଁ ମୁଖିଆଙ୍କୁ ନିର୍ମମ ଭାବେ ହତ୍ୟା

ସୁନ୍ଦରଗଡ : ଗାଁ ମୁଖିଆଙ୍କୁ ନିର୍ମମ ଭାବେ ହତ୍ୟା। ହେଲେ ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି ମୁଖିଆଙ୍କୁ ହତ୍ୟା କରିଥିବା ଅଭିଯୁକ୍ତକୁ ବି ହତ୍ୟା କରାଯାଇଛି । ଗାଁରେ ଦୁଇଟି ଦୁଇଟି ହତ୍ୟାକାଣ୍ଡ ନେଇ ଚିନ୍ତା ବଢିବାରେ ଲାଗିଛି । ଏହି ଘଟଣା ଘଟିଛି ସୁନ୍ଦରଗଡ଼ର ସାଲବିରା ଗାଁରେ। ସାଲବିରା…

[ଦେଖନ୍ତୁ ଭିଡିଓ] ମରାମତି ଅଭାବରୁ ରାସ୍ତା ପାଲଟିଛି ମରଣ ଯନ୍ତା । ମରାମତି ନହେଲେ ଆନ୍ଦୋଳନ ଚେତାବନୀ

ଯାଜପୁର :  ମରାମତି ଅଭାବରୁ ରାସ୍ତା ପାଲଟିଛି ମରଣ ଯନ୍ତା । ବର୍ଷ ବର୍ଷ ଧରି ଖାଲ ଖମା ରେ ଭର୍ତ୍ତି ଏହି ରାସ୍ତା । ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଜମୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଯାଜପୁର ବିଂଝାରପୁର ବ୍ଲକ ତାଉନ୍ତରା ଠାରୁ ଇଂଜନପୁର ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି।…

ଉତ୍ସବ ମୁଖର ମୟୂରଭଞ୍ଜ ଦ୍ରୌପଦୀଙ୍କ ପାଇଁ ୫୦ କୁଇଣ୍ଟାଲ ଲଡୁ

 ବାରିପଦା :  ଆଜି ଆସିବ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ। ସମର୍ଥନ ଦୃଷ୍ଟିରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇପାରନ୍ତି ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ। ନିର୍ବାଚନରେ ବାଜିମାତ୍ କଲେ ଦେଶର ମହାମହିମ ହେବେ ଜଣେ ଓଡ଼ିଆ ଝିଅ। ତେବେ ନିର୍ବାଚନୀ ଫଳାଫଳ ଘୋଷଣା ପୂର୍ବରୁ ଖୁବ୍ ଉତ୍ସାହିତ…