Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ…

ଭୁବନେଶ୍ୱର : ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ ।  ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଥିଲେ, ଯଦି କେନ୍ଦ୍ର ସରକାର ଏସବୁ…

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଆଗରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ : ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ଆତ୍ମହତ୍ୟା ଉଦ୍ୟମ । ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି ଜଣେ ଯୁବକ । ଗୋଟିଏ ପଟେ ବ୍ଲକ କାର୍ଯ୍ୟାଳୟ ପରିସରରେ ଚାଲିଛି ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର, ଅନ୍ୟପଟେ ଜନଶୁଣାଣୀ ଶିବିର ବାହାରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମା…

[ଦେଖନ୍ତୁ ଭିଡିଓ] ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରି ଓଡ଼ିଆ ମୁଭି ‘ଦମନ’ର ରିଲିଜ୍ ତାରିଖ ଘୋଷଣା।

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର । ହାତରେ ପାଣି ଭାର ନେଇ ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିଛନ୍ତି ଓଡ଼ିଆ ଅଭିନେତା ବାବୁସାନ୍। ନିଜର ଫିଲ୍ମ ଦମନର ସବୁ କ୍ରିଉ ମେମ୍ବରଙ୍କ ସହ ଏକାଠି ହୋଇ ବାବା ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିବା ସହ ଆଶୀର୍ବାଦ ନେଇଛନ୍ତି। ହାତରେ…

ବିଧାନସଭାରେ ଜିଏସ୍‌ଟି ତାତି, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର :   ବିଧାନସଭାରେ ଜିଏସ୍‌ଟି ତାତି। ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ। ଏହାପରେ ଗୃହକୁ ପ୍ରଥମେ ୧୦ମିନିଟ୍ ଓ ପରେ ଅପରାହ୍ନ ୪ଟା ଯାଏଁ ମୁଲତବି ରଖିଛନ୍ତି ବାଚସ୍ପତି। ପ୍ରଶ୍ନକାଳରେ…

[ଦେଖନ୍ତୁ ଭିଡିଓ] ଶ୍ରାବଣ ପ୍ରଥମ ସୋମବାରରେ ଅଷ୍ଟଶମ୍ଭୁଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ସୁବର୍ଣ୍ଣପୁର  : ଶ୍ରାବଣର ପ୍ରଥମ ସୋମବାର  ।  ସୁବର୍ଣ୍ଣପୁର ସହର ଆଜି ଉତ୍ସବମୂଖର ହୋଇ ଉଠିଛି । ବିଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁଁ ଶ୍ରାବଣ ମାସରେ ଅଷ୍ଟସମ୍ଭୁଙ୍କ ଏହି ସହର ଖାଁ ଖାଁ ଲାଗୁଥିବା ବେଳେ ଚଳିତ ବର୍ଷ କଟକଣା କହୋଳ ହୋଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ…

ରାୟଗଡା କାଶୀପୁର ବ୍ଲକରେ ଡାଇରିଆ ଆତଙ୍କ। ସ୍ଥିତି ପରିଖିବାକୁ ପହଞ୍ଚିଲେ RMRC ଟିମ୍

ରାୟଗଡ଼ା  : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆତଙ୍କ ସୃଷ୍ଟି କରିଛି ଡାଇରିଆ ।  ୭ ଜଣ ମୃତ ଏବଂ ୭0ରୁ ଉର୍ଦ୍ଧ ଆକ୍ରାନ୍ତ ପରେ ସ୍ଥିତି ପରିଖିବା ପାଇଁ ଟିକିରିରେ ପହଞ୍ଚିଲେ RMRC ର ବିଶେଷଜ୍ଞ ଦଳ ।   ବର୍ତ୍ତମାନ ସୁଦ୍ଧା ଏଥିରେ ୭୦ ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୫ ଜଣଙ୍କ ଅବସ୍ଥା…

ଶ୍ରାବଣ ସୋମବାର, ଜଳାଭିଷେକ ଲାଗି ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଆଠଗଡ଼  : ଶ୍ରାବଣ ମାସର ପ୍ରଥମ ସୋମବାର ପାଇଁ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ । ୨ ବର୍ଷର କୋଭିଡ କଟକଣା ପରେ ବାବା ଧବଳେଶ୍ୱରଙ୍କ ପୀଠରେ କାଉଡ଼ିଆଙ୍କୁ ଜଳ ଲାଗି କରିବାର ସୁଯୋଗ ମିଳିଛି । ବାବା ଧବଳେଶ୍ବର ପୀଠରେ ଭୋର ୩ ଟାରୁ ମନ୍ଦିର ଫିଟାଯାଇ ଦର୍ଶନ ଓ ଜଳଲାଗି…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ…

ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ

ସମ୍ବଲପୁର :  ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ । ପ୍ରଥମେ ୭ନଂ ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତ ବର୍ଷର ପ୍ରଥମ ବନ୍ୟାଜଳ…

ଆଜି ଶ୍ରାବଣ ପ୍ରଥମ ସୋମବାର : ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

ଆଜି ଶ୍ରାବଣ ପ୍ରଥମ ସୋମବାର । ୨ବର୍ଷ ପରେ ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି । ବୋଲବମ ପାଇଁ ପୋଲିସ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି । କେବଳ ମାସ୍କ ପିନ୍ଧିଥିବା ଭକ୍ତଙ୍କୁ ମନ୍ଦିର ଭିତରକୁ ଅନୁମତି ମିଳିଛି । ସେପଟେ କାଉଡ଼ିଆମାନଙ୍କୁ ଭିତରକୁ ଶୃଙ୍ଖଳିତ…