Latest Odisha News

BREAKING NEWS

Browsing Category

ସହର

City

ସିଲ୍ ହେଲା ରିଲାଏନ୍ସ ଫ୍ରେସ ଷ୍ଟୋର । ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ

ଭୁବନେଶ୍ୱର : ପୁଣି ଥରେ ସ୍ୱଚ୍ଛତାମାନ ପରୀକ୍ଷଣ କରାଯାଇ ବିଏମସି ପକ୍ଷରୁ ଚଢାଉ ଆରମ୍ଭ ହୋଇଛି।  ଗୋପବନ୍ଧୁ ଛକରେ ଥିବା ରିଲାଏନ୍ସ ଫ୍ରେସ ଷ୍ଟୋର ସିଲ୍ ହୋଇଛି। । ଷ୍ଟୋରରେ ଡଷ୍ଟବିନ୍ ବ୍ୟବହାର ଏବଂ ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ, ଅଭିଯୋଗ ପରେ ଚଢ଼ାଉ କରି ୩ ଦିନ ପାଇଁ ଷ୍ଟୋରକୁ…

[ଦେଖନ୍ତୁ ଭିଡିଓ] ରାୟଗଡ଼ା କାଶୀପୁର ବ୍ଲକରେ ଡାଇରିଆ ଆତଙ୍କ । ବଢୁଛି ମୃତକଙ୍କ ସଂଖ୍ୟା

ରାୟଗଡ଼ା :  କାଶୀପୁର ବ୍ଲକର ବିଭିନ୍ନ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି ।‌ ଗୋଟିଏ ପରେ ଗୋଟିଏ ଗାଁକୁ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ଆକ୍ରାନ୍ତ ହୋଇ ଗତକାଲି ସୁଦ୍ଧା ୭ ଜଣଙ୍କ ମୃତ୍ୟୁ ଘଟିଛି । ଏତବ୍ୟତୀତ ୭୦ ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍କଟାପନ୍ନ…

କିଟ୍ ଏବଂ କିସ ଠାରେ ଚେସ ଅଲମ୍ପିଆଡ଼ ରିଲେକୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର: ଆଜି ଚେସ୍‍ ଅଲିମ୍ପିଆଡ୍‍ ଟର୍ଚ୍ଚ ରିଲେକୁ କିଟ୍‍ ଓ କିସ୍‍ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ଏହି ଅବସରରେ କିଟ୍‍ର ୧୦ ହଜାର କର୍ମଚାରୀ, ୧୦ ହଜାର ଛାତ୍ରଛାତ୍ରୀ ଏବଂ କିସର ୩୦ ହଜାର ଛାତ୍ରଛାତ୍ରୀ ଏହି ରିଲେକୁ କିଟ୍ ଛକରୁ ରାସ୍ତାର ଉଭୟ ପାଶ୍ୱର୍ରେ ରହି ସ୍ୱାଗତ ଜଣାଇଥିଲେ ।…

ସନ୍ତରଣର ବିକାଶ ନେଇ କିସ୍‍ ଓ ଗ୍ଲେନ୍‍ମାର୍କ ଫାଉଣ୍ଡେସନ୍‍ ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସନ୍ତରଣ ପ୍ରତିଯୋଗିତା ନିମନ୍ତେ ତୃଣମୂଳ ସ୍ତରରୁ ସନ୍ତରଣକାରୀ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଗ୍ଲେନ୍‍ମାର୍କ ଫାର୍ମାସିଉଟିକାଲ୍‍ ଲିମିଟେଡ୍‍ର ସିଏସ୍‍ଆର୍‍ କାର୍ଯ୍ୟକ୍ରମ ଗ୍ଲେନ୍‍ମାର୍କ ଆକ୍ୱାଟିକ୍‍ ଫାଉଣ୍ଡେସନ୍‍ ଓ କିସ୍‍ ମଧ୍ୟରେ ଶନିବାର…

ନାଗାବଳୀ ନଦୀରେ ଫସିଗଲେ ପର୍ଯ୍ୟଟକ। ଉଦ୍ଧାରପାଇଁ ଅଗ୍ନିଶମବାହିନୀର ଉଦ୍ୟମ ଜାରି ।

ରାୟଗଡ଼ା: ହଠାତ୍ ନଦୀରେ ମାଡି ଆସିଲା ପାଣି । ବୁଲୁଥିବା ପର୍ଯ୍ୟଟକ ନଦୀ ମଝିରେ ଫସି ରହିଗଲେ  । ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ସହର ସ୍ଥିତ ନାଗାବଳୀ ନଦୀରେ  ।  ପର୍ଯ୍ୟଟକ ଦୁଇ ଜଣ ବୁଲୁଥିବାବେଳେ ହଠାତ ନାଗାବଳୀ ନଦୀରେ ଜଳସ୍ତର ବଢିବାକୁ ଲାଗିଥିଲା  । ଲଗାଣ…

[ଦେଖନ୍ତୁ ଭିଡିଓ] ଗାଁକୁ ନାହିଁ ରାସ୍ତା। ନଈର ଭରା ପାଣିରେ ପାର ହେଉଛି ରୋଗୀ

ଢେଙ୍କାନାଳ : ଲଗାଣ ବର୍ଷା , ଉଛୁଳା ନଈ। ଆଉ ସେହି ନଦୀ ପାଣି ଭିତରେ ପଶି ପାର ହୋଇଯାଇଛି ରୋଗୀ । ଶରୀର ଅସୁସ୍ଥ ହୋଇପଡ଼ିଥିବା ବେଳେ ଜଣେ ରୋଗୀକୁ ଭାରରେ ବୁହା ହେଇ ନିଆଯାଉଛି । ତାହା ପୁଣି ଭରା ନଦୀରେ । ରାସ୍ତା ଖଣ୍ଡିଏ ନଥିବାରୁ ଲୋକେ ବାଧ୍ୟ ହୋଇ ଭରା ପାଣି ଭିତରେ ପଶି ରୋଗୀକୁ ଚିକିତ୍ସା…

[ଦେଖନ୍ତୁ ଭିଡିଓ] ଲଗାଣ ବର୍ଷାରେ ସ୍ଥିତି ବେହାଲ, ଘରେ ଭିତରେ ଆଣ୍ଠୁଏ ପାଣିରେ ଅସ୍ତବ୍ୟସ୍ତ ଜୀବନ

ପୁରୀ : ସାରା ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସ୍ଥିତି ବେହାଲ ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିବା ଯୋଗୁ ଲୋକେ ଜଳବନ୍ଦୀ ହୋଇଯାଇଛନ୍ତି । ସେହିଭଳି ବର୍ଷା ଯୋଗୁ ଘର ଦ୍ୱାର ପାଣି ଭର୍ତ୍ତି ହୋଇଯାଇଛି । ପୁରୀରେ ମଧ୍ୟ ବର୍ଷା ପଶିି ଘର ଭିତରେ ପଶି ଲହଡି ଭାଙ୍ଗୁଥିବା ବେଳେ ଜନଜୀବନ…

ବୋହୂର ଟାଙ୍ଗିଆ ଚୋଟରେ ଶ୍ୱଶୁର ମୃତ ।

ଢେଙ୍କାନାଳ : ବୋହୂର ଟାଙ୍ଗିଆ ଚୋଟରେ ଶ୍ବଶୁରଙ୍କ ମୃତ୍ୟୁ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଟୁରିଆ ଗାଁର ବେଣୁଧର ପଧାନ। ଶ୍ବଶୁରଙ୍କ ପ୍ରତି ଆକ୍ରମଣରେ ବୋହୂ ମଧ୍ୟ ଗୁରୁତର ହୋଇଛନ୍ତି। ଗୁରତର ବୋହୂ ହେଲେ ଯଶୋଦା ପ୍ରଧାନ। ଗୁରୁତର ଅବସ୍ଥାରେ ବୋହୂ ଯଶୋଦାଙ୍କୁ ଅନୁଗୁଳ…

ବର୍ଷାପାଣିରେ ଉବୁଟୁବୁ ମାଲକାନଗିରି ଜିଲ୍ଲାର ମୋଟୁ ଇଲାକା

ମାଲକାନଗିରି : ବର୍ଷା ପାଣିରେ ଉବୁଟୁବୁ ମାଲକାନଗିରି ଜିଲ୍ଲାର ମୋଟୁ ଇଲାକା । ଛତିଶଗଡ଼, ଆନ୍ଧ୍ର ଏବଂ ତେଲେଙ୍ଗାନା ସହ ବିଚ୍ଛିନ୍ନ ହୋଇଯାଇଛି  । ପ୍ରବଳ ବର୍ଷା ଯୋଗୁଁ ଆନ୍ଧ୍ରପ୍ରଦେଶର ଗୋଦାବରୀ ଫୁଲିଥିବାରୁ ଏହି ନଦୀର ପଛୁଆ ପାଣି ମାଡ଼ଇାସି ଭୟଙ୍କର ରୂପଧାରଣ କରିଛି ମାଲକାନଗିରିର ସିଲେରୁ…

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଲଗାଣ ବର୍ଷା । ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଆସନ୍ତାକାଲି ମଧ୍ୟ ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବା ପରେ, ଏହାର ପରିମାଣ ଧିରେ ଧିରେ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…