Latest Odisha News

BREAKING NEWS

Browsing Category

ସହର

City

ଜାଣନ୍ତୁ; ବ୍ରହ୍ମପୁରରେ କେଉଁଠି ମିଳିବ ବୁଷ୍ଟର ଡୋଜ୍‌

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଶୁକ୍ରବାର ଠାରୁ କରୋନା ଟୀକାର ବୁଷ୍ଟର୍‌ ଡୋଜ୍‌ ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ପ୍ରଦାନ କରାଯିବ । ଏନେଇ ବ୍ରହ୍ମପୁର ମହାନଗର ନିଗମ ତରଫରୁ ଘୋଷଣା କରାଯାଇଛି । ସହରରେ ଥିବା ସମସ୍ତ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର(ୟୁପିଏଚ୍‌ସି)ରେ ସହରବାସୀ…

କ୍ୟାପିଟାଲ ହସ୍‌ପିଟାଲ ଓ ଆଚାର୍ଯ୍ୟ ହରିହର କର୍କଟ ହସ୍‌ପିଟାଲର ଆଉଟସୋର୍ସିଂକୁ କଂଗ୍ରେସର ବିରୋଧ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ସ୍ଥିତ ଆଚାର୍ଯ୍ୟ ହରିହର କର୍କଟ ହସ୍ପିଟାଲକୁ ରାଜ୍ୟ ସରକାର ଘରୋଇକରଣ କରିବା ଲକ୍ଷ୍ୟରେ ଅଛନ୍ତି ବୋଲି ଅଭିଯୋଗ କରିଛି ରାଜ୍ୟ କଂଗ୍ରେସ । ଏଭଳି କିଛି ନିଷ୍ପତ୍ତି କିମ୍ବା ଘୋଷଣା ସରକାରଙ୍କ ପକ୍ଷରୁ ହୋଇନାହିଁ । କିନ୍ତୁ ଓଡ଼ିଶା ପ୍ରଦେଶ…

ରାଜ୍ୟରେ ଉପରମୁହାଁ ହେଉଛି କରୋନା : ସଂଧ୍ୟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଏହାସହ ବିଭିନ୍ନ ସ୍ଥାନରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମୋଟାମୋଟି ଭାବେ କହିବାକୁ ଗଲେ ସାରା ରାଜ୍ୟରେ ଏବେ ସଂକ୍ରମଣ ଉପମୁହାଁ । ବିଶେଷ କରି କଟକ ଭୁବନେଶ୍ୱରରେ ସଂକ୍ରମଣ ବଢିଛି । ଫଳରେ ରେଡ ଜୋନରେ ରହିଛି…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ଘଟଣା । ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ୍

ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷ ପ୍ରଶ୍ନ ପତ୍ର ଲିକ୍ ଅଭିଯୋଗ । ଏଜୁକେସନ ଅନର୍ସ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରାଯାଇଛି । ସକାଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ସହ ମିଶୁଛି ଓରିଜିନାଲ ପ୍ରଶ୍ନପତ୍ର । ପ୍ରଶ୍ନପତ୍ର ପେପର ଲିକ୍ ହୋଇଥିବା ନେଇ…

ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ବିଜେପି-କଂଗ୍ରେସ ମୁହାମୁହିଁ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ବିଜେପି କଂଗ୍ରେସ ମୁହାମୁହିଁ । ଆଜି ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ ବିଜେପି ବିଧାୟକମାନେ କଂଗ୍ରେସ ନେତା ଅଜୟ କୁମାର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ସେ କହିଥିଲେ ,…

ନବଜାତ ଶିଶୁକୁ ହତ୍ୟା ଅଭିଯୋଗ । ଶିଶୁକୁ ମାରି ଜଙ୍ଗଲରେ ପୋତିଦେଲେ

ମାଲକାନଗିରି  : ନବଜାତ ଶିଶୁକୁ ହତ୍ୟା ଅଭିଯୋଗ । ମାଲକାନଗିରି ଜିଲ୍ଲା ଏମ୍‌ପିଭି-୮୩ ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମାଲକାନଗିରି ମୋଟୁ ଥାନା ଏମପିଭି ୮୩ ଗାଁର ବିନୋଦ ପାଇକ ଓ ଶ୍ୟାମଳା ପାଇକଙ୍କର ଜୁଲାଇ ୨ରେ ଏକ ଶିଶୁ…

୮୦୦ ଟପିଲା ରାଜ୍ୟରେ ଦୈନିକ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି । ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ…

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା  ଲାଗି ରହିବ। ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ମାଷ୍ଟର କ୍ୟାଣ୍ଟିନ ଗ୍ରୀନ ଚିଲ୍ଲିଜରେ ନାହିଁ ସଫା ସୁତୁରା; ସାତ ଦିନ ପାଇଁ ସିଲ୍ କଲା ବିଏମସି

ଭୁବନେଶ୍ୱର: ମାଷ୍ଟର କ୍ୟାଣ୍ଟିନ ସ୍ଥିତ ଗ୍ରୀନ ଚିଲ୍ଲିଜ ରେସ୍ତୋରାଁରେ ସଫା ସୁତୁରା ନାହିଁ । ଅସ୍ୱାସ୍ଥ୍ୟକର ପରିବେଶରେ ତିଆରି ହେଉଥିଲା ଖାଦ୍ୟ । ବୁଧବାର ବିଏମସି ପକ୍ଷରୁ ଯାଞ୍ଚ ସମୟରେ ଗ୍ରୀନ ଚିଲ୍ଲିଜରେ ଅବ୍ୟବସ୍ଥା ଧରାପଡ଼ିଥିଲା । ବୁଧବାର ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ…

ରାଜ୍ୟରେ ଦୈନିକ ସଂକ୍ରମଣ ବୃଦ୍ଧି। ମାସ୍କ ପିନ୍ଧିବା ପାଇଁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ।

 ଭୁବନେଶ୍ୱର : ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି, କରୋନା ବିପଦ ଟଳି ନାହିଁ, ସୁରକ୍ଷିତ ରହିବା ପାଇଁ…