Latest Odisha News

BREAKING NEWS

Browsing Category

ସହର

City

ନିଖୋଜ ବିମାନର ମିଳିଲା ପତ୍ତା :ନେପାଳ ମୁସ୍ତାଙ୍ଗ ଜିଲ୍ଲା କୋଆଙ୍ଗ ଅଞ୍ଚଳରେ ବିମାନର ଭଗ୍ନାବଶେଷ

କାଠମାଣ୍ଡୁ: ନେପାଳରେ ନିଖୋଜ ବିମାନର ଧ୍ବଂସାବଶେଷ ଠାବ ନେଇ ନେପାଳ ଆର୍ମିର ସୂଚନା । ବିମାନର ଧ୍ବଂସାବଶେଷ କୋଓ୍ବାଙ୍ଗରେ ସନ୍ଧାନ ମିଳିଥିବା କୁହାଯାଇଛି । ନେପାଳରେ ମଝି ଆକାଶରେ ନିଖୋଜ ହୋଇଯାଇଥିଲା ବିମାନ । ଏହି ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଓଡିଆ ପରିବାର । ଏହି ପରିବାରର ଘର…

କ୍ୟାପିଟାଲ ଥାନାରେ ଡିଜିଟାଲ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଥାନା ଭିତରର ଅନୁଭୂତି ତିକ୍ତ । ମକଦ୍ଦମା ହେଉ କି କିଛି ଆବଶ୍ୟକୀୟ କାମ ପାଇଁ ଥାନାକୁ ଯିବା ବେଳର ଅନୁଭବ ଅସହଜ । ଏଥରେ ଅସହମତିର କିଛି ପ୍ରଶ୍ନ ନାହିଁ । ତେବେ ଏହି ଅନୁଭବକୁ ବଦଳେଇ ଏକ ସୁସ୍ଥ ଭାବନା ଦେବା ପାଇଁ କମିଶନରେଟ ପୋଲିସ ଉଦ୍ୟମ କରିଛି । ଫାଲକନ ଗ୍ରୁପ ଏବଂ…

ବିଜେଡ଼ିର ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ ପ୍ରାର୍ଥୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା ହୋଇଛି । ପୁଣି ଥରେ ସସ୍ମିତ ପାତ୍ରଙ୍କୁ ଦଳ ରିପିଟ୍ କରିଥିବା ବେଳେ, ଆଉ ୩ ନୂଆ ମୁହଁଙ୍କୁ ପ୍ରାର୍ଥୀ କରିଛି ଦଳ ।  ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ବିଜେଡିର ସାଧାରଣ ସଂପାଦକ ମାନସ ମଙ୍ଗରାଜଙ୍କୁ ରାଜ୍ୟସଭା…

ଆଜି ସନ୍ଧ୍ୟାରେ ସରୁଛି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର, ୨୭୯ ବୁଥରେ ହେବ ଭୋଟ୍ ଗ୍ରହଣ

ଝାରସୁଗୁଡା : ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ । ବୁଥ ମୁହାଁ ପୋଲିଂ ଅଫିସର । ଉପନିର୍ବାଚନ ପାଇଁ ୧୨ ଶହ ୨୮ ଜଣ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଆଇନ୍ ଶୃଙ୍ଖଳା ପାଇଁ ୧ ହଜାର ପୋଲିସ କର୍ମଚାରୀ, ୩ କମ୍ପାନୀ ସେଣ୍ଟ୍ରାଲ ଆର୍ମ ଫୋର୍ସ ମୁତୟନ କରାଯାଇଛି । ୨ ଲକ୍ଷ ୧୪…

[ଦେଖନ୍ତୁ ଭିଡିଓ] ସାବିତ୍ରୀ ବ୍ରତ ପାଇଁ ଫଳ ବଜାରରେ ନିଆଁ: ଆମ୍ବ କିଲୋ ୧୦୦କୁ ସେଓ କିଲୋ ୨୦୦ ଟଙ୍କା

କେନ୍ଦୁଝର : ସାବିତ୍ରୀ ବ୍ରତ । ବ୍ରତ ପୂର୍ବରୁ ଫଳ ବଜାରରେ ଲାଗିଲାଣି ନିଆଁ । ଆମ୍ବ କଲୋ ପିଛା ଦର ୧୦୦ଟଙ୍କା ପାର କରି ଯାଇଥିବାବେଳେ ସେଓ କିଲୋ ୨ଶହ ଟଙ୍କା ଉପରେ ରହିଛି । ଲିଚି କଲୋ ପିଛା ଦାମ ୧୨୦ ଟଙ୍କା ଉପରେ ରହିଛି । କମଳା, ଅଂଗୁର କଥା ନକହିବା ଭଲ । ପଣସ , ସପୁରୀ ଦରରେ ବି ହାତ…

ନବୀନ ସରକାରଙ୍କ ପଞ୍ଚମ ପାଳିର ତୃତୀୟ ବର୍ଷ: ରାଜ୍ୟର ବିକାଶ ଓ ଲୋକାଭିମୁଖୀ ଯୋଜନା ପ୍ରତିଟି ଲୋକଙ୍କ ନିକଟରେ ପହଞ୍ଚିଛି

ଭୁବନେଶ୍ୱର: ନବୀନ ସରକାରଙ୍କ ପଞ୍ଚମ ପାଳିକୁ ପୁରିଲା ୩ ବର୍ଷ । ରାଜ୍ୟର ବିକାଶ ଓ ଲୋକାଭିମୁଖୀ ଯୋଜନା ପ୍ରତିଟି ଲୋକଙ୍କ ନିକଟରେ ପହଞ୍ଚିଛି । 5T ସହିତ ‘ମୋ ସରକାର’ ବ୍ୟବସ୍ଥା । ଥାନାଠୁ ଡାକ୍ତରଖାନା ଯେ କୌଣସି ସରକାରୀ ଅଫିସରେ ଉତ୍ତମ ସେବା ମିଳୁଛି କି ନାହିଁ, ସେ ନେଇ ମୁଖ୍ୟମନ୍ତ୍ରୀଙ୍କ…

ସମୟ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ନିର୍ଦ୍ଧାରିତ ତାରିଖ ଜୁନ ୧ର ୩ ଦିନ ଆଗରୁ ଆଜି କେରଳ ପହଞ୍ଚିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ କେରଳରେ ବର୍ଷା…

ନନ୍ଦନକାନନରେ ସିଂହୀ ଗଙ୍ଗା ମୃତ୍ୟୁ ଘଟଣା: ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ବିରୋଧରେ ଥାନାରେ ମାମଲା

ଭୁବନେଶ୍ୱର :  ନନ୍ଦନକାନନରେ ସିଂହୀ ଗଙ୍ଗା ମୃତ୍ୟୁ ଘଟଣାକୁ ନେଇ ଥାନାରେ ଅଭିଯୋଗ । ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ବିରୋଧରେ ନନ୍ଦନକାନନ ଥାନାରେ ଅଭିଯୋଗ ହୋଇଛି । ଚିକିତ୍ସାରେ ବିଳମ୍ବ ଅଭିଯୋଗ କରି ଆନିମଲ ୱେଲଫେୟାର ଟ୍ରଷ୍ଟ ଏକାମ୍ର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି । ସିଂହୀ…

ଆଜିଠୁ ବର୍ଷା: ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 ଭୁବନେଶ୍ୱର : ତାତିରୁ ମିଳିବ ଆଶ୍ୱସ୍ତି । ଆଜିଠୁ ୩ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଆଜି ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ଓ଼୍ବାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,…

ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ କାଳି ମାଡ଼

ପୁରୀ (ସନ୍ତୋଷ କୁମାର ଦାସ): ପୁରୀ ଐତିହ୍ୟ ପ୍ରକଳ୍ପକୁ ନେଇ ଦୀର୍ଘ ଦିନ ଧରି ମାମଲା ଚାଲିଛି । ତେବେ ଶନିବାର ପୁରୀ ସାଂସଦ ପୁରୀ ଗସ୍ତରେ ଆସିଥିବା ବେଳେ ତାଙ୍କୁ କାଳି ମାଡ ସହିତ କଳା ପତାକା ପ୍ରଦର୍ଶନ ହୋଇଛି । ଆଉ ଏପରି କରିଛନ୍ତି କିଛି ଛାତ୍ର କଂଗ୍ରେସ କର୍ମୀ । ଛାତ୍ର କଂଗ୍ରେସ…