Latest Odisha News

BREAKING NEWS

Browsing Category

ସହର

City

କାଳିଆ ପ୍ରେମରେ ଭକ୍ତ ବାମନ। ଦର୍ଶନ ପାଇଁ ଧାଇଁ ଆସିଛନ୍ତି ଶରଧାବାଲି

ପୁରୀ : ଭକତ ଭାବରେ ବନ୍ଧା ସେ କାଳିଆ। ଆଉ କାଳିଆ ପ୍ରେମରେ ଛୁଆରୁ ବୁଢା ସଭିଏଁ ମସଗୁଲ। ଦୁଖୀ ରଙ୍କୀ ସମସ୍ତେ ତା ପାଇଁ ସମାନ। ତା ପ୍ରେମ ପାଇଁ ସବୁ ପାଗଳ। ଏମିତି ଜଣେ ଭକ୍ତ ଧାଇଁ ଆସିଛନ୍ତି କାଳିଆ ଦର୍ଶନ ପାଇଁ।  କଟକର  ଭକ୍ତ ବାମନ ହେଉଛନ୍ତି ଚନ୍ଦନ ମହାନ୍ତି । ବୟସ ୧୭ ହେଲେ ଉଚ୍ଚତା…

ଶ୍ରୀମନ୍ଦିରରେ ବନକଲାଗି ନୀତି । ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି କାଳିଆ ସାଆନ୍ତ

ପୁରୀ :  ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ କାଳିଆ ସାଆନ୍ତଙ୍କ ଆଜି ହେଉଛି ଚତୁର୍ଥ ଦିନ । ଆସନ୍ତାକାଲି ହେରାପଞ୍ଚମୀ । ଅଭିମାନିନୀ ମାଆ ମହାଲଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ତିଚା ମନ୍ଦିର ଆସି ମହାପ୍ରଭୁଙ୍କ ରଥ ଭାଙ୍ଗିବେ । ତେବେ ଏହା ପୂର୍ବରୁ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ…

‘ଓଡ଼ିଶା ସମ୍ବାଦ’ର ଖବର କପି ପେଷ୍ଟ କରୁଛି ‘ଗଞ୍ଜାମ ପୋଷ୍ଟ’ ନାମକ ଓ୍ୱେବସାଇଟ୍

ଭୁବନେଶ୍ୱର: ନକଲି ପ୍ରତି ସାବଧାନ ! ଖବରର ପ୍ରତିଯୋଗିତା ଭିତରେ ସାମ୍ନାକୁ ଆସିଛି କିଛି ଅସାଧୁ ସାମ୍ବାଦିକଙ୍କ କପି ପେଷ୍ଟ କାରନାମା । 'ଓଡ଼ିଶା ସମ୍ବାଦ' ନିଜ ପାଠକଙ୍କୁ ୨୪ ଘଣ୍ଟା ଅନବରତ ସଠିକ୍ ଏବଂ ନିର୍ଭୁଲ ଖବର ଯୋଗାଇବାରେ ପ୍ରୟାସ କରୁଛି। କିନ୍ତୁୁ ଏହାରି ଭିତରେ 'ଗଞ୍ଜାମ ପୋଷ୍ଟ'…

‘ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ସାହୁ ଅଭିଯୁକ୍ତ’

ଭୁବନେଶ୍ୱର: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ କେବଳ ଗୋବିନ୍ଦ ସାହୁ ଅଭିଯୁକ୍ତ । ଗୃହ ବିଭାଗ ତରଫରୁ ବିଧାନସଭାରେ ଏପରି ସ୍ପଷ୍ଟୀକରଣ ରଖାଯାଇଛି। ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା ଶୂନ୍ୟକାଳରେ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପ୍ରଶ୍ନର ଉତ୍ତର ଦେଇ ଗୃହକୁ…

ରାଜ୍ୟରେ କେତେ ଜଣ ରହିଛନ୍ତି ଅନୁପ୍ରବେଶକାରୀ ?

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା । ଏବେ ଏହି ଅନୁବ୍ରବେଶକାରୀ ବାଂଲାଦେଶୀଙ୍କ ସଂଖ୍ୟା ୩୭୪୦ରେ ପହଞ୍ଚିଛି । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା । ସେ କହିଛନ୍ତି,…

ବିଧାନସଭାରେ ଉଠିଲା ରୁଚିକା ଆତ୍ମହତ୍ୟା ପ୍ରସଙ୍ଗ, ଆତ୍ମହତ୍ୟା ସଂଖ୍ୟା ଦେଖାଇ ସରକାରକୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ପ୍ରସଙ୍ଗ ବିଧାନସଭାର ଶୂନ୍ୟକାଳରେ ଉଠିଛି । ବିରୋଧୀ ଦଳ ବିଜେବି ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ  ସିବିଆଇ ତଦନ୍ତ ଦାବି କରିଛି। ଏଥିସହ ରାଜ୍ୟରେ ରାଙ୍ଗିକୁ ରୋକିବା ପାଇଁ ଆଇନ୍ ଆସିବା ଦରକାର ବୋଲି ଦାବି କରିଛନ୍ତି।…

ଜନ୍ମବେଦୀରେ ମହାପ୍ରଭୁ । ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି

ପୁରୀ: ଜନ୍ମବେଦୀରେ ଚାଲିଛି ମହାପ୍ରଭୁଙ୍କ ଲୀଳାଖେଳା । ପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଆଜି ଚତୁର୍ଥ ଦିନ । ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି । ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ଏହି ଗୁପ୍ତ ନୀତି…

ଆଜିଠୁ ଭିଜିବ ସାରା ଓଡ଼ିଶା, ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆଜିଠୁ ଭିଜିବ ସାରା ଓଡ଼ିଶା । ଆଜି ଲଘୁଚାପରେ ପରିଣତ ହେବ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ…

ଦେଶର ନାମ ଇଣ୍ଡିଆ ନରଖାଯାଇ ଭାରତ ହେଉ, କିଏ ଓ କାହିଁକି ଏପରି ଦାବି କଲେ ?

ଭୁବନେଶ୍ୱର: ଭାରତର ଦୁଇଟି ନାମ ଇଣ୍ଡିଆ ଓ ଭାରତ ରହିଛି । ଏପରି ଦୁଇଟି ନାମ ବଦଳରେ କେବଳ ଭାରତ ନାମ ହିଁ ରଖାଯିବା ଆବଶ୍ୟକ। ବିଶ୍ୱର କୌଣସି ଦେଶର ଦୁଇଟି ନାମ ନାହିଁ । ତେଣୁ ସମ୍ବିଧାନରେ ଏହାର ସଂଶୋଧନ କରିବା ଦିଗରେ ପ୍ରଚେଷ୍ଟା କରାଯିବା ଉଚିତ । ଜଗଦ୍‌ଗୁରୁ ରାମାନନ୍ଦାଚାର୍ଯ୍ୟ ସ୍ୱାମୀ…

‘ଛାତ୍ରଛାତ୍ରୀ ଶିକ୍ଷିତ ଓ କର୍ମଯୋଗୀ ହେଲେ ଦେଶର ବିକାଶ ହେବ’

ଭୁବନେଶ୍ୱର: ସଭ୍ୟତା ପ୍ରାପ୍ତି ନିମନ୍ତେ ମନୁଷ୍ୟ ଶିକ୍ଷିତ ହେବା ଆବଶ୍ୟକ । ବିନା ଶିକ୍ଷାରେ ସଭ୍ୟତା ହାସଲ କରିହେବ ନାହିଁ ଏବଂ ବିନା ଶିକ୍ଷାରେ ଜ୍ଞାନଯୋଗୀ, କର୍ମଯୋଗୀ ଓ ଅଷ୍ଟାଙ୍ଗଯୋଗୀ ହେବା ସମ୍ଭବ ନୁହେଁ ବୋଲି ମତ ବ୍ୟକ୍ତ କରିଛନ୍ତି ଜଗଦ୍‌ଗୁରୁ ରାମାନନ୍ଦାଚାର୍ଯ୍ୟ ସ୍ୱାମୀ…