Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ଆଜି ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ଦୁଇଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪…

ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା : ରାଗିଂ ଯୋଗୁଁ ଜୀବନ ହାରିଥିବା ଅଭିଯୋଗ

ଭୁବନେଶ୍ୱର  : ଗୋଟିଏ ପରେ ଗୋଟିଏ ଛାତ୍ରୀ ମୃତ୍ୟୁ ଘଟଣା ଆସୁଥିବା ବେଳେ ଏବେ ପୁଣି ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ନର୍ସିଂର ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ରାଗିଂ ଯୋଗୁ ଏହି ସୁଇସାଇଡ଼ କରାଯାଉଥିବା ହୋଇଛି ଅଭିଯୋଗ।…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ : ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା । ପାରମ୍ପରିକ ନୃତ୍ୟ ଓ ବାଦ୍ୟରେ କମ୍ପୁଛି ବିମାନ ବନ୍ଦର । ଏହାପରେ ରାଜ୍ୟ ଅତିଥି ଭବନ ଯିବେ ଦ୍ରୌପଦୀ ମୁର୍ମୁ । ନବୀନ ନିବାସରେ…

ରାଜଧାନୀ ଏକ୍ସପ୍ରେସ ଭଳି ସୁବିଧା ଆଉ ତିନୋଟି ଟ୍ରେନରେ

ଭୁବନେଶ୍ୱର : ପୂର୍ବତଟ ରେଳପଥ ଅନ୍ୟ ତିନୋଟି ଟ୍ରେନରେ ରାଜଧାନୀ ଏକ୍ସପ୍ରେସ ପରି କୋଚ୍ ଉପଲବ୍ଧ କରିବା ପାଇଁ ନିଷ୍ପତ୍ତି ନେଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶା ଗସ୍ତ ସମୟରେ ଭୁବନେଶ୍ୱର-କେଏସଆର ବେଙ୍ଗାଲୁରୁ ପ୍ରଶାନ୍ତି ସ୍ପେଶାଲକୁ ରାଜଧାନୀ କୋଚ ଭଳି ଯାତ୍ରା ସୁବିଧାକୁ ସବୁଜ…

[ଦେଖନ୍ତୁ ଭିଡିଓ] ଖାଣ୍ଟି ଓଡ଼ିଆଣୀ ବେଶରେ ନଜର ଆସିବେ ରାଣୀ ପଣ୍ଡା

ଭୁବନେଶ୍ୱର : କେତେବେଳେ କିଛି ବିବାଦ ନେଇ ତ ଆଉ କେତେବେଳେ ସମାଜ ସେବା ପାଇଁ। ଆଉ କେବେ କିଛି ଲୋକଙ୍କୁ ଟାର୍ଗେଟ କରି ଚର୍ଚ୍ଚା ସାଉଁଟିଥାନ୍ତି। କିଛି ଲୋକ ତ ତାଙ୍କ ବିବାଦୀୟ ରାଣୀ ପଣ୍ଡା ବୋଲି ମଧ୍ୟ କୁହନ୍ତି ।  ନିଜର ରୋକ୍ ଠୋକ୍ କଥା ପାଇଁ ସବୁବେଳେ ଚର୍ଚ୍ଚା ପରିସରକୁ ଆସୁଥିବା ରାଣୀ…

[ଦେଖନ୍ତୁ ଭିଡିଓ] ଜଗାର ପସନ୍ଦ ମାଉସୀ ମାଆ ଘର ପୋଡ଼ ପିଠା

ପୁରୀ : ସ୍ନେହମୟୀ ଗୁଣ୍ଡିଚା ମାଉସୀ ମହାପ୍ରଭୁଙ୍କ ପାଇଁ ତିଆରି କରିଛନ୍ତି ପୋଡ଼ପିଠା , ଖାଦ୍ୟପ୍ରିୟ ମହାପ୍ରଭୁଙ୍କ ପାଖେ ଲାଗି ହେବ ପୋଡ଼ପିଠା  ।  ଦିନକ ପରେ ବାହୁଡ଼ା ଯାତ୍ରା ।  ବାହୁଡ଼ିବେ ମହାପ୍ରଭୁ । ମହାପ୍ରଭୁଙ୍କ  ବାହୁଡା ଯାତ୍ରାରେ ମାଉସୀ ମା’ ମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୁଏ…

ଜଗା ପାଇଁ ପୋଡ ପିଠା : ମାଉସୀ ମାଆ ମନ୍ଦିରରେ ସ୍ୱତନ୍ତ୍ର ପଦ୍ଧତିରେ ପିଠା ପ୍ରସ୍ତୁତି

ପୁରୀ : ସ୍ନେହମୟୀ ଗୁଣ୍ଡିଚା ମାଉସୀ ମହାପ୍ରଭୁଙ୍କ ପାଇଁ ତିଆରି କରିଛନ୍ତି ପୋଡ଼ପିଠା , ଖାଦ୍ୟପ୍ରିୟ ମହାପ୍ରଭୁଙ୍କ ପାଖେ ଲାଗି ହେବ ପୋଡ଼ପିଠା  ।  ଦିନକ ପରେ ବାହୁଡ଼ା ଯାତ୍ରା ।  ବାହୁଡ଼ିବେ ମହାପ୍ରଭୁ । ମହାପ୍ରଭୁଙ୍କ  ବାହୁଡା ଯାତ୍ରାରେ ମାଉସୀ ମା’ ମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୁଏ…

ବ୍ରହ୍ମପୁରରେ ଜବତ ହେଲା ୧୧୨ଗ୍ରାମ ବ୍ରାଉନସୁଗର

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ତରଫରୁ ବ୍ରାଉନସୁଗାର କାରବାର ଚଳାଇଥିବା ସନ୍ଦୀପ ଅଗ୍ରୱାଲ(୨୮) ଓରଫ ସାଣ୍ଡିକୁ ଗିରଫ କରାଯାଇଛି । ଏଥି ସହିତ ସାଣ୍ଡିର ବାଇକ ଡିକିରୁ ୧୧୨ ଗ୍ରାମର ବ୍ରାଉନସୁଗର ମିଳିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ।…

ମାଟ୍ରିକ୍‍ ପରୀକ୍ଷା ଫଳ: ଜ୍ୟୋସ୍ନା କିଷାନ କିସ୍‍ ଟପ୍ପର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ୯୯.୬୩ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ…

ବ୍ରହ୍ମପୁରରେ ସମୂହ ବିବାହ: ଯୋଡ଼ି ହେଲେ ୫ ଦମ୍ପତ୍ତି

ବ୍ରହ୍ମପୁର: ବ୍ରହ୍ମପୁରର ସାମାଜିକ ଅନୁଷ୍ଠାନ କାହ୍ନା ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ କଲ୍ୟାଣ ମଣ୍ଡପରେ ସମୂହ ବିବାହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ୫ ଦମ୍ପତ୍ତିଙ୍କ ବିବାହ ଅନୁଷ୍ଠିତ ହୋଇଥିଲା । ଆସିକା ମାଗୁରାପଲ୍ଲୀର ଅନନ୍ତ ବେହେରାଙ୍କ ବିବାହ…