Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ଶୈବପୀଠ ବାବା ଗୋରେଖନାଥଙ୍କ ପୀଠରୁ ଲକ୍ଷାଧିକ ଟଙ୍କା ଚୋରି

ଜଗତସିଂହପୁର : ଶେଷରେ ଭଗବାନଙ୍କ ମନ୍ଦିରକୁ ବି ଛାଡିଲେନି ଦୁର୍ବୃତ୍ତା   ସବୁଠୁ ବଡ଼ ଶୈବପୀଠରୁ ଶେଷରେ ଚୋରି କରିଛନ୍ତି। ଜଗତସିଂହପୁରର ପ୍ରସିଦ୍ଧ ଶୈବପୀଠ ବାବା ଗୋରେଖନାଥଙ୍କ ପୀଠରୁ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି…

ଜମ୍ମୁ-କାଶ୍ମୀରରେ ଲଗାଣ ବର୍ଷା: ଜନଜୀବନ ପ୍ରଭାବିତ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ। ଗତ ୨୪ ଘଣ୍ଟା ମଧ୍ୟରେ ବର୍ଷା ଯୋଗୁଁ ଭୂସ୍ଖଳନ ହେବା ଫଳରେ ପାହାଡ଼ ଧସି ବଡ଼ବଡ଼ ପଥର ଖଣ୍ଡ ଖସିବା ଯୋଗୁଁ ଜାତୀୟ ରାଜପଥ ଅବରୋଧ ହୋଇଛି। ଫଳରେ ଶହ ଶହ ସଂଖ୍ୟାରେ ଯାନବାହନ ଫସି ରହିଥିଲେ। ରିଆସୀ ଜିଲ୍ଲାରେ ବନ୍ୟାଜଳରେ ଭାସି…

ଆଫଗାନିସ୍ତାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ :୨୮୦ ମୃତ

କାବୁଲ : ଆଫଗାନିସ୍ତାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ୨୮୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଘର ଭାଙ୍ଗିରୁଜି ନଷ୍ଟ ହୋଇଛି। ମୃତାହାତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ପ୍ରାକ୍ଟିକା ପ୍ରଦେଶର ୪ଟି ଜିଲ୍ଲାରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା।…

ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ସନ୍ତୋଷଙ୍କୁ ନେଇ ବଢୁଛି ସନ୍ଦେହ

ଭୁବନେଶ୍ୱର: ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା । ଦିନକୁ ଦିନ ରହସ୍ୟମୟ ହୋଇପଡ଼ୁଛି ମୃତ୍ୟୁ ମାମଲା । ଖାସ୍ କରି ପୁରୁଷ ବନ୍ଧୁ ସନ୍ତୋଷକୁ ନେଇ ବଢୁଛି ସନ୍ଦେହ । ଅଭିନେତ୍ରୀଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନଥିବାବେଳେ ସନ୍ତୋଷ ଚୁପ୍ ରହିବା ନେଇ ବଢୁଛି ସସପେନ୍ସ…

ଦ୍ରୈାପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ଭୁବନେଶ୍ୱର: ଦ୍ରୈାପଦୀ ମୁର୍ମୁ ହୋଇପାରନ୍ତି ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି । ଦ୍ରୈାପଦୀ ମୁର୍ମୁ ନିର୍ବାଚିତ ହୁଅନ୍ତି ତେବେ ସେ ହେବେ ଦେଶର ପ୍ରଥମ ଓଡ଼ିଆ ଏବଂ ଆଦିବାସୀ ମହିଳା ଏବଂ ଦ୍ୱିତୀୟ ମହିଳା ରାଷ୍ଟ୍ରପତି। ଦ୍ରୈାପଦୀ ହେଉଛନ୍ତି ମୟୂରଭଞ୍ଜ ଅଂଚଳର ଆଦିବାସୀ ନେତ୍ରୀ,…

୨୪ରେ ଘୂର୍ଣ୍ଣିବଳୟ, ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ୨୩ରୁ ବର୍ଷା ବଢ଼ିବ। ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେପଟେ ବୁଧବାର ରାଜ୍ୟର ୧୩ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା…

ଦ୍ରୌପଦୀ ରାଷ୍ଟ୍ରପତି ପ୍ରାର୍ଥୀ: ଭର୍ତ୍ତୃହରି କହିଲେ ସମସ୍ତେ ଭୋଟ୍ ଦେବା ଉଚିତ, ସୁର କହିଲେ ନା

ଭୁବନେଶ୍ୱର: ରାଇରାଙ୍ଗପୁରର ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏହାକୁ ନେଇ ସାରା ରାଜ୍ୟରେ ଏବେ ଆନନ୍ଦର ଲହରି ଖେଳିଯାଇଛି। ଏନଡିଏ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଛି। ସେ ପ୍ରାର୍ଥୀ ହେବା ନେଇ ବିଜେପି ଘୋଷଣା କରିବା ପରେ ଏବେ ସମସ୍ତଙ୍କ ନଜର ରହିଛି…

ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପରେ ଦ୍ରୌପଦୀ ମୁର୍ମୁ ଶିକ୍ଷକତାରୁ ଆସି ରାଷ୍ଟ୍ରପତି ହେବାକୁ ଯାଉଛନ୍ତି

ଭୁବନେଶ୍ୱର: ଏନଡିଏ ଚଳିତ ଥର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ବେଳେ ଗୋଟିଏ ବଡ଼ ଦିଗଟିଏ ସାମ୍ନାକୁ ଆଣିଛି ତାହା ହେଉଛି ଶିକ୍ଷକତା। ବିଜେପି ସଭାପତି ଜେ.ପି ନଡ୍ଡା ପ୍ରାର୍ଥୀ ଘୋଷଣା କରିବା ବେଳେ କହିଛନ୍ତି, ସଂସଦୀୟ ବୋର୍ଡରେ ୨୦ ଜଣ ପ୍ରାର୍ଥୀଙ୍କ ନାଁକୁ ନେଇ ବିସ୍ତୃତ ଭାବେ…

SDJMଙ୍କ ନିର୍ଦ୍ଦେଶରେ କଟକ ଜିଲ୍ଲା ଜଜଙ୍କ ଅନ୍ତରୀଣ ରୋକ୍: ଅନୁଭବଙ୍କ ଘରେ ରହିବେ ବର୍ଷା

 ଭୁବନେଶ୍ୱର :  ବହୁଚର୍ଚ୍ଚିତ ଷ୍ଟାର ଦମ୍ପତି ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ।  ମାମଲାରେ କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶ ଉପରେ ଜିଲ୍ଲା ଅଦାଲତ ଆଜି ରହିତାଦେଶ ଜାରି କରିଛନ୍ତି । କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ବଡ଼ ଝଟକା ଲାଗିଛି । ଅନୁଭବଙ୍କ ଘର ଛାଡ଼ି…

ପ୍ରବଳ ବର୍ଷିବ!

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ…