Latest Odisha News

BREAKING NEWS

Browsing Category

ସହର

City

ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା। ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ…

ଆପୋଲୋରେ ରାଜ୍ୟର ପ୍ରଥମ ସଫଳ ରୋବୋର୍ଟିକ ଅସ୍ତ୍ରୋପଚାର

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇଁ ଡା ଭିନ୍ସ ରୋବୋଟିକ୍ ପଦ୍ଧତିରେ ମହିଳାଙ୍କ ଗର୍ଭାଶୟରୁ ଟ୍ୟୁମର ବାହାର କରିବାରେ ସଫଳତା ମିଳିଛି । ରୋବର୍ଟିକ ସର୍ଜରୀ ଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଗର୍ଭାଶୟରୁ ଟ୍ୟୁମର ବାହାର କରିବାରେ ସଫଳତା ହାସଲ କରିଛି ଭୁବନେଶ୍ୱର ସ୍ଥିତ ଆପୋଲୋ…

ବେଦାନ୍ତ ଆଲୁମିନିୟମର ଜଳ ସେବା ଶିବିର; ୧୦ ହଜାର ଲୋକ ଉପକୃତ

ଭୁବନେଶ୍ୱର: ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ବେଦାନ୍ତ ଆଲୁମିନିୟମ ଗତ ମାସରେ ପ୍ରବଳ ଖରାକୁ ଦୃଷ୍ଟି ଦେଇ ୧୫ଟି ପ୍ରମୁଖ ସ୍ଥାନରେ ଜଳ ସେବା ଶିବିର ସ୍ଥାପନ କରିଛି । ଭୁବନେଶ୍ୱର ମୁନିସିପାଲ ନିଗମ ସହଯୋଗରେ ବର୍ତମାନ ଏହା ସ୍ଥାନୀୟ ଲୋକମାନଙ୍କୁ ସେବା ପ୍ରଦାନ କରୁଛି । ଜଳ ଶିବିରରେ…

ଜୁଲାଇ ୨ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ: ପ୍ରଥମ ଦିନରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର: ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ଯ୍ୟ ଦିବସ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ୨ ତାରିଖରେ ଆଗତ ହେବ ପୂର୍ଣ୍ଣାଙ୍ଗ…

ହୋଟେଲ ମେ ଫାୟାରରେ ପହଞ୍ଚିଲେ ଦୁଇ ଦେଶର ଖେଳାଳି

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ଖେଳାଳି । ବାରବାଟୀ ଟି-୨୦ ପାଇଁ ଉଭୟ ଦଳର ଖେଳାଳି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଭାରତ ଓ ଦକ୍ଷିଣ ଆଫ୍ରିକା ଦଳର ସମସ୍ତ ଖେଳାଳି ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ଉଭୟ ଦେଶରେ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ…

କଟକ ଏସଡିଜେଏମ କୋର୍ଟରେ ମାମଲା ରୁଜୁ କଲେ ବର୍ଷା : ସମ୍ମାନହାନୀ କରୁଛି ସୋସିଆଲ ମିଡିଆରେ ଅନୁଭବଙ୍କ ପୋଷ୍ଟ

କଟକ: ଅନୁଭବ ମହାନ୍ତିଙ୍କ ବିରୋଧରେ କଂପ୍ଲେନ୍ କେସ୍ ରୁଜୁ କଲେ ବର୍ଷା ପ୍ରିୟଦର୍ଶିନୀ । କଟକ ସଦର ଏଡିଜେଏମ୍ କୋର୍ଟରେ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି ବର୍ଷା । ଅନୁଭବଙ୍କ ବିରୋଧରେ ଆଇପିସିର ଦଫା ୫୦୬, ୫୦୯, ୫୦୧ ଓ ଆଇଟି ଆକ୍ଟର ଧାରା ୬୭ରେ ଅଭିଯୋଗ ନେଇ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି…

୩୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର: ଗଞ୍ଜେଇ ଚାଲାଣ ପାଇଁ ବ୍ରହ୍ମପୁର ସହର ଏବେ ସୁରକ୍ଷିତ ରାସ୍ତା ପାଲଟିଯାଇଛି । ନିୟମିତ ଅବକାରୀ ବିଭାଗ ଧରପଗଡ଼ କରୁଥିଲେ ମଧ୍ୟ ଚାଲାଣ ଉପରେ ରୋକ୍‌ ଲାଗିପାରୁନି । ବୁଧବାର ଗଜପତି ଜିଲ୍ଲାରୁ ଉତ୍ତରପ୍ରଦେଶକୁ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ବ୍ରହ୍ମପୁର ଅବକାରୀ…

ପୁରୀ ରଥଯାତ୍ରା ପାଇଁ ଚାଲିବ ୧୦୦ଟି ସ୍ବତନ୍ତ୍ର ବସ୍‌

କଟକ : ଆସନ୍ତା ଜୁଲାଇ ୧ତାରିଖ ପୁରୀ ରଥଯାତ୍ରା ପାଇଁ କଟକ, ଭୁବନେଶ୍ବର, ପୁରୀ ମଧ୍ୟରେ ନିୟମିତ ବସ୍‌ ବ୍ୟତୀତ ପାଖାପାଖି ୧୦୦ଟି ସ୍ବତନ୍ତ୍ର ବସ ଚଳାଚଳ କରିବ। ଘରୋଇ ବସ୍‌ ମାଲିକ ସଂଘ-ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସ୍ବତନ୍ତ୍ର ବସ୍‌ସେବା…

ଶୋଇଛି ବନ ବିଭାଗ, ଜଙ୍ଗଲ ପାଲଟିଛି ଶିକାରୀଙ୍କ ଚରାଭୂଇଁ !

ଭୁବନେଶ୍ୱର: ଗୁଳି ଖାଇବା ପରେ ଏବେ ସୁସ୍ଥ ହେଉଛି କଟକ ଆଠଗଡର ଏକ ଦନ୍ତା ହାତୀ । ନରସିଂହପୁର ବାନାଞ୍ଚଳ ଅଧୀନ ଜୟପୁର ଜଙ୍ଗଲରେ ୮ ରୁ ୧୦ ବର୍ଷର ଏକ ଦନ୍ତା ହାତୀ ଗୁଳି ଖାଇବା ପରେ ଜଙ୍ଗଲରେ ପ୍ରାୟ ୧୫ ଦିନ ବୁଲିଥିଲା। ଏହାପରେ ସ୍ଥାନୀୟ ଲୋକଙ୍କ ନଜରକୁ ଆସିବା ପରେ ଏବେ ନନ୍ଦନକାନନ ଏବଂ…

ଜୁନ ୧୫ରେ ସମସ୍ତ ଜିଲ୍ଲାରେ ବିଜେପି ପାଳିବ ମୋଦୀ ସରକାରର ଆଠ ବର୍ଷର ସଫଳତା

ଭୁବନେଶ୍ୱର: କେନ୍ଦ୍ରର ମୋଦୀ ସରକାରର ୮ ବର୍ଷ ପୂର୍ତ୍ତିକୁ ରାଜ୍ୟ ବିଜେପି ପାଳନ କରିବ । ଏହି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିବ ବିଜେପି। ରାଜ୍ୟ ବିଜେପିର ବରିଷ୍ଠ ନେତା ପ୍ରଦୀପ ପୂରୋହିତ ଏହି ସୂଚନା ଦେଇଛନ୍ତି। ପୂରୋହିତ କହିଛନ୍ତି, ରାଜ୍ୟର…