Latest Odisha News

BREAKING NEWS

Browsing Category

ସହର

City

ଓଡିଶାରେ ଡିଜନୀ ଷ୍ଟାର୍ ଲଂଚ କଲା ମନୋରଂଜନ ଟିଭି ଚ୍ୟାନେଲ୍ “ଷ୍ଟାର୍ କିରଣ”

ଭୁବନେଶ୍ୱର: ବିଶ୍ୱର ଅନ୍ୟତମ ବୃହତ ତଥା ମନୋରଂଜନ ଧର୍ମୀ ଟିଭି ନେଟୱାର୍କ ଡିଜନୀ ଷ୍ଟାର୍ । ଏହି ସଂସ୍ଥା ଓଡିଶାରେ ଏଣ୍ଟରଟେନମେଣ୍ଟ ଟିଭି ଚ୍ୟାନେଲ୍ ଷ୍ଟାର୍ କିରଣ ଲଂଚ କରିବା ନେଇ ଗତକାଲି ଘୋଷଣା କରିଥିଲା । ଆସନ୍ତା ମାସ ତଥା ଜୁନ୍ ୬ ତାରିଖଠୁ ଏହି ଟିଭି ଚ୍ୟାନେଲ୍ ଜରିଆରେ ଦର୍ଶକମାନେ…

[ଦେଖନ୍ତୁ ଭିଡିଓ] ବ୍ରଜରାଜନଗର ଉପ ନିର୍ବାଚନ ପ୍ରସ୍ତୁତି: ୫ଟି ପିଙ୍କ୍ ବୁଥକୁ ମିଶାଇ ମୋଟ ୨୭୯ ବୁଥରେ ଭୋଟ ଗ୍ରହଣ

ଭୁବନେଶ୍ୱର: ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ  ପ୍ରାର୍ଥୀ ତାଲିକା ଚୁଡାନ୍ତ ହୋଇଛି।  ମତଦାନ ପୂର୍ବରୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ପହଞ୍ଚିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ଭୋଟର…

[ଦେଖନ୍ତୁ ଭିଡିଓ] ମହାନଦୀ ବଞ୍ଚାଅ କମିଟି ପକ୍ଷରୁ ମହାନଦୀ ବଞ୍ଚାଅ ଅଭିଯାନ

ଝାରସୁଗୁଡା  : ମହାନଦୀକୁ ନେଇ ପୁଣି ଆରମ୍ଭ ହୋଇଛି ଆନ୍ଦୋଳନ । କଟକରୁ କଲମା ବ୍ୟାରେଜ ଯାତ୍ରା କରିଛନ୍ତି ଜଳପୁରୁଷ ରାଜେନ୍ଦ୍ର ସିଂ । ମହାନଦୀ ବଞ୍ଚାଅ ଆନ୍ଦୋଳନର ଆବାହକ ସୁଦର୍ଶନ ଦାସଙ୍କ ନେତୃତ୍ୱରେ ମହାନଦୀ ଯାତ୍ରା କରାଯାଇଛି । ଫଳରେ ମହାନଦୀକୁ ନେଇ ବିବାଦ କିଛି ଦିନ ଥମି ଯାଇଥିବା ବେଳେ…

ରେଳ ଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମୃତ୍ୟୁ ପୂର୍ବର ଶେଷ ଭିଡିଓ ଭାଇରାଲ୍‌

ଭୁବନେଶ୍ୱର:  ଯାହାକୁ ଭଲ ପାଉଥିଲି, ଶେଷରେ ସେ ଧୋକା ଦେଲା। ସେ ଖାଲି ମୋତେ ଧୋକା ଦେଇ ନାହିଁ, ବରଂ ବହୁତ କଷ୍ଟ ମଧ୍ୟ ଦେଇଛି।  ଆଉ ମାତ୍ର କିଛି ସମୟ ବଞ୍ଚିବି । କେବେବି ଭାବି ନଥିଲି ଏତେ ଶୀଘ୍ର ଦୁନିଆ ଛାଡ଼ି ଚାଲିଯିବି।’... ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଏଭଳି କିଛି କହିଛନ୍ତି ଜଣେ…

ଟମାଟୋ ଫ୍ଲୁ ଭୟ: ଖୁବଶୀଘ୍ର ଜାରି ହେବ ନମୁନା ସଂଗ୍ରହ ଗାଇଡଲାଇନ୍

ଭୁବନେଶ୍ବର : ଟମାଟୋ ଫ୍ଲୁକୁ ନେଇ ଆଗୁଆ ସତର୍କ ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।  ଗତକାଲି ଏ ସଂପର୍କରେ ରାଜ୍ୟର ଶିଶୁରୋଗ ବିଶେଜ୍ଞମାନଙ୍କ ସହିତ ବିସ୍ତୃତ ଆଲୋଚନା ପରେ ଜିଲ୍ଲାମାନଙ୍କୁ ଏହି ଆକ୍ରାନ୍ତ ଶିଶୁଙ୍କ ନମୁନା ପଠାଇବାକୁ ନିର୍ଦେଶ ଦିଆଯାଇଛି। ତେବେ କିଭଳି ଢଙ୍ଗରେ ନମୁନା…

୨୪ ଘଣ୍ଟାରେ କାଳବୈଶାଖୀର ତାଣ୍ଡବ, ୧୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର,…

ରାଜଧାନୀରେ ପୁଣି ଫୁଟିଲା ବୋମା

ଭୁବନେଶ୍ୱର: ଅଶାନ୍ତ ହୋଇପଡ଼ିଛି ରାଜଧାନୀ । ଭୁବନେଶ୍ୱରରେ ପୁଣି ଫୁଟିଲା ବୋମା । ଗତକାଲି ବିଳମ୍ବିତ ରାତିରେ ପଳାଶୁଣୀ ଜଗନ୍ନାଥ ବିହାରରେ ଥିବା ନିର୍ମାଣାଧୀନ ଆପାର୍ଟମେଣ୍ଟ ଉପରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ସେମାନେ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି । ତେବେ ଏଥିରେ କାହାର…

ତାରା ତାରିଣୀ ପରେ କଟକ ଚଣ୍ଡି ମନ୍ଦିରର ହେବ ବିକାଶ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

କଟକ: ଗଞ୍ଜାମର ତାରା ତାରିଣୀ ମନ୍ଦିର ପରେ ଏବେ କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀଙ୍କର ହେବ ବିକାଶ। ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା। ବିକାଶ କାମ ଏକ ବର୍ଷରେ ଶେଷ ହେବ। ଭକ୍ତମାନଙ୍କ ପାଇଁ…

ସମୁଦ୍ରକୁ ଗଲେ କୋଟି କୋଟି ଅଲିଭ ରିଡଲେ କଇଁଛ

କେନ୍ଦ୍ରାପଡା : ସମୁଦ୍ରକୁ ଗଲେ ଅଲିଭରିଡଲେ କଇଁଛ ଶାବକ । ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ସମୟରେ ସେମାନଙ୍କୁ ସମୁଦ୍ର ଭିତରକୁ ଛଡାଯାଉଛି । କେନ୍ଦ୍ରାପଡା ଜିଲ୍ଲା ଗହିରମଥାର ନାସୀ-୨ ବେଳାଭୂମିରୁ କଇଁଛ ଛୁଆଙ୍କୁ ସମୁଦ୍ର ଯାତ୍ରାର ଦୃଶ୍ୟ ଆସିଛି । ପ୍ରାୟ ୨ କୋଟି ୫ ଲକ୍ଷରୁ ଅଧିକ କଇଁଛ…

[ଦେଖନ୍ତୁ ଭିଡିଓ] ରାଜ୍ୟର ନାମୀ ଖେଳାଳି ଏବେ ଦିନ ମଜୁରୀଆ ଆଉ ପାଇପ୍ ମିସ୍ତ୍ରୀ !

ରାଉରକେଲା  : ରାଜ୍ୟର ନାମୀ ଖେଳାଳି ଏବେ ପାଲଟିଛନ୍ତି ଦିନ ମଜୁରୀଆ ଆଉ ପାଇପ୍ ମିସ୍ତ୍ରୀ  ।  ଏମାନେ ହେଲେ ରାଉରକେଲା ର ତୁଳସୀ ଏକ୍କା ଓ କିଶୋର ତନ୍ତୀ । ତୁଳସୀ ଜଣେ ଉଚ୍ଚକୋଟିର ରକ୍ଷଣ ଭାଗ ଖେଳାଳି ଥିଲାବେଳେ କିଶୋର ଥିଲେ ଜଣେ ଦକ୍ଷ ମିଡଫିଲ୍ଡର । ସମୟ ଥିଲା ଉଭୟେ ପଡିଆକୁ ଓହ୍ଲାଇବା…