Latest Odisha News

BREAKING NEWS

Browsing Category

ସହର

City

ଭକ୍ତଙ୍କ ପାଇଁ ଖୁସିଖବର: ଏଥର ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ଭକ୍ତ, ଜୟ ଜଗନ୍ନାଥ

ପୁରୀ :  ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନବେଦୀରେ ସାଆନ୍ତେଙ୍କୁ ଦର୍ଶନ କରିବେ ଭକ୍ତ, କିନ୍ତୁ ସ୍ପର୍ଶ କରିପାରିବେ ନାହିଁ ।  ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ସ୍ନାନ ଯାତ୍ରା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଦଇତାପତି ନିଯୋଗ ବୈଠକ ପରେ ଏହି ସୂଚନା ଦିଆଯାଇଛି।…

[ଦେଖନ୍ତୁ ଭିଡିଓ] ଭଦ୍ରକରୁ ଜବତ ହେଲା ବ୍ରାଉନସୁଗର : ସମ୍ପୃକ୍ତି ନେଇ ୩ ଅଭିଯୁକ୍ତ ଗିରଫ

ଭଦ୍ରକ : ଭଦ୍ରକରୁ ଜବତ ହେଲା ବ୍ରାଉନ ସୁଗର। ଏଥିରେ ସମ୍ପୃକ୍ତି ନେଇ ୩ଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି। ଭଦ୍ରକ ଅର୍ଣ୍ଣପାଳ ଛକ ନିକଟରେ ପୁଲିସର କଡାକଡି ଚେକିଂ କରାଯାଉଥିବା ବେଳେ ଏହି ବ୍ରାଉନସୁଗର ଜବତ ହୋଇଛି। ଏକ ବାଇକରେ କିଛି ଯୁବକ ବିନା ହେଲମେଟରେ ଯାଉଥିବା ବେଳ ପୁଲିସ ହାତରେ…

[ଦେଖନ୍ତୁ ଭିଡିଓ] ଅଟଳ ବଳଦେବଜିଉଙ୍କ ଚନ୍ଦନଯାତ୍ରା ମହୋତ୍ସବ : ଚନ୍ଦନ ପୁଷ୍କରିଣୀରେ ଜିଉଙ୍କ ନୌକାବିହାର

ଜଗତସିଂହପୁର : ଶ୍ରୀଜିଉଙ୍କ ଚାଲିଛି ଚାପଖେଳ। ଚନ୍ଦନ ପୁଷ୍କରିଣୀରେ ନୌକାବିହାର କରୁଛନ୍ତି ଜିଉ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲାରେ। ଜଗତସିଂହପୁର ପଳାଷୋଳ ଗାଁରେ ଅଟଳ ବଳଦେବଜୀଉଙ୍କ ଚନ୍ଦନଯାତ୍ରା ମହୋତ୍ସବ ଅନୁଷ୍ଠିତ ହେଉଛି। ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଚନ୍ଦନ…

ସ୍ୱାମୀଙ୍କୁ ପିଟିପିଟି ହତ୍ୟା : ହତ୍ୟାକାଣ୍ଡ ପରେ ସ୍ତ୍ରୀ ପିଲାମାନଙ୍କୁ ନେଇ ଫେରାର

ବାରିପଦା: ସ୍ୱାମୀଙ୍କୁ ପିଟିପିଟି ହତ୍ୟା ।  ହତ୍ୟାକାଣ୍ଡ ପରେ ସ୍ତ୍ରୀ ପିଲାମାନଙ୍କୁ ନେଇ ଫେରାର  ।  ମୟୂରଭଞ୍ଜ ଜିଲ୍ଲାର ଶରତ ଥାନା ସିରିଆପାଳ ଗାଁରେ ସ୍ୱାମୀଙ୍କୁ ସ୍ତ୍ରୀ ପିଟିପିଟି ମାରିଦେଇଥିବାର ଖବର ମିଳିଛି। । ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବାର ପ୍ରାଥମିକ ତଦନ୍ତରୁ…

ରାଜଧାନୀରେ ଚାଞ୍ଚଲ୍ୟ: ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେଲେ ଦୁର୍ଵୃତ୍ତ

ଭୁବନେଶ୍ବର: ରାଜଧାନୀରେ ଜଣେ ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା ଅନୁଯାୟୀ, ଇନଫୋସିସ୍ ଥାନା ଅଧୀନ ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର ହୋଇଛି। ବିଳମ୍ବିତ ରାତ୍ରିରେ ଯୁବକଙ୍କୁ ହତ୍ୟା କରିବା ପରେ ହତ୍ୟାକାରୀମାନେ ଶବକୁ…

ପୁଣି ବଢ଼ିଲା LPG ସିଲିଣ୍ଡର ଦର, ଘରୋଇ ସିଲିଣ୍ଡର ପିଛା ୩ ଟଙ୍କା ୫୦ ପଇସା ବୃଦ୍ଧି

ଭୁବନେଶ୍ୱର: ଖାଉଟିଙ୍କୁ ମହଙ୍ଗା ମାଡ଼ । ପୁଣି ବଢ଼ିଲା ଗ୍ୟାସ ସିଲିଣ୍ଡର ଦାମ୍ । ଘରୋଇ ସିଲିଣ୍ଡର ଦାମ ୩ ଟଙ୍କା ୫୦ ପଇସା ବଢ଼ିଥିବା ବେଳେ, କମର୍ସିଆଲ ସିଲିଣ୍ଡର ଦର ୮ ଟଙ୍କା ବୃଦ୍ଧି ପାଇଛି । ଦର ବଢ଼ିବା ପରେ ଭୁବନେଶ୍ୱରରେ ଘରୋଇ LPG ସିଲିଣ୍ଡର ମୂଲ୍ୟ ୧ ହଜାର ୨୯ ଟଙ୍କା ୫୦ ପଇସା…

ଛାତ୍ର କଂଗ୍ରେସର ମନେ ନାହିଁ ବ୍ରଜରାଜନଗର ବିଧାନସଭା ମତଦାନ ତାରିଖ

ଭୁବନେଶ୍ୱର: ପିଲା ପରୀକ୍ଷା ତାରିଖ କେବେ ଭୁଲନ୍ତି ନାହିଁ । ରାଜନେତା ଏବଂ ରାଜନୈତିକ ଦଳ ଭୁଲନ୍ତି ନାହିଁ କେବେ କେଉଁଠି ଭୋଟ୍ ପଡ଼ିବ । କାରଣ ଏହି ଗୋଟିଏ ଦିନରେ ହିଁ ଲୋକଙ୍କ ମତଦାନ ସାବ୍ୟସ୍ତ କରି ଦେବ ସେମାନେ କ୍ଷମତାରେ ରହିବେ କି ନାହିଁ । ତେବେ ରାଜ୍ୟର ଛାତ୍ର କଂଗ୍ରେସ ଏକ…

ବିଜୁଳି କାଟ ପ୍ରସଙ୍ଗରେ ଲୋକଙ୍କ ସହ କିଏ ଖେଳୁଛି ଲୁଚକାଳି ?

ଭୁବନେଶ୍ୱର: ଗତ ମାସରେ ଅସହ୍ୟ ତାତି ଯେତେବେଳେ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିଦେଇଥିଲା ସେତେବେଳେ ଶାସନ ସଚିବ କହିଥିଲେ ବିଜୁଳି କାଟ ହେବ ନାହିଁ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଏହି କେହି ପଦ କଥା ରାଜ୍ୟବାସୀଙ୍କୁ ଆଶ୍ୱସନା ଦେଇଥିଲା। କିନ୍ତୁ ବାସ୍ତବ ଚିତ୍ର କିଛି ଭିନ୍ନ…

ନବମ ପରୀକ୍ଷାରେ ବିଦ୍ୟାର୍ଥୀ ଅନୁପସ୍ଥିତ ରହିବା ପଛର କାରଣ ଖୋଜାଯିବ: ମନ୍ତ୍ରୀ

ଭୁବନେଶ୍ୱର: ନବମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ପ୍ରାୟ ୧୫ ହଜାର ଛାତ୍ରଛାତ୍ରୀ ଅନୁପସ୍ଥିତ ଥିବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ରିପୋର୍ଟ ପ୍ରକାଶ ପାଇବାର ଗୋଟିଏ ଦିନ ପରେ ବୁଧବାର ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,…

ସ୍ପୋର୍ଟସ ସୁଟରଙ୍କ ବନ୍ଧୁକରୁ ଛାତ୍ର ନେତାଙ୍କୁ ଗୁଳିମାଡ଼, ବନ୍ଧା ହେଲା ଅଭିଯୁକ୍ତ

ଭୁବନେଶ୍ୱର: ମଙ୍ଗଳବାର ସିଆରପି ଛକ ଗୁଳିମାଡ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା। ସ୍ପୋର୍ଟସ ସୁଟରଙ୍କ ବନ୍ଧୁକରୁ ଛାତ୍ର କଂଗ୍ରେସ ନେତାଙ୍କୁ ଉପରକୁ ଗୁଳିମାଡ ହୋଇଥିଲା। ଘଟଣାର ଛାନଭିନ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅଭିଯୁକ୍ତ ଜଣଙ୍କ ହେଲେ ସିଆରପି ଅଞ୍ଚଳରେ ରହୁଥିବା ଜଣେ…