Latest Odisha News

BREAKING NEWS

Browsing Category

ସହର

City

ନିଶା ଦେଇ ଦୁଷ୍କର୍ମ କଲେ ପବ୍ ସାଙ୍ଗ

ଭୁବନେଶ୍ୱର: ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ପାହାଳ ଥାନା ପୋଲିସ୍ ଲୁହା ବ୍ୟବସାୟୀ କିଶନ ଅଗ୍ରୱାଲଙ୍କୁ ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଗିରଫ କରିଛି । ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଅନୁସାରେ, ପାହାଳ ଥାନାରେ ଗତ ୬…

ନିଷିଦ୍ଧ କଫ୍ ସିରଫ ଚାଲାଣ: ଜଣେ ଗିରଫ, ୧୨୮୦ ବୋତଲ ଜବତ

ଭୁବନେଶ୍ୱର: ଶୁକ୍ରବାର ସକାଳୁ କମିଶନରେଟ ପୋଲିସ ର ସ୍ପେଶାଲ ଟାସ୍କ ଫୋର୍ସ(ଏସଟିଏଫ) ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟରେ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୨୮୦ ବୋତଲ ନିଷିଦ୍ଧ କଫ୍ ସିରଫ ଜବତ କରିଛି । ଏହି ବୋତଲ ସବୁକୁ ଚାଲାଣ କରିବାକୁ ଥିବା ଜଣେ ବ୍ୟକ୍ତିକୁ ଗିରଫ କରିଛି ଏସଟିଏଫ୍ । ଜବତ ୧୨୮୦…

[ଦେଖନ୍ତୁ ଭିଡିଓ] ଝିଅ ବାହାଘରରେ ମାଆ ପଡିଲେ ବଳି: ଗାଁରେ ଶୋକାକୁଳ ପରିବେଶ

ବରଗଡ଼ :  ନାଚିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ବାହାଘର ଶୋଭାଯାତ୍ରାରେ ନାଚିବାକୁ ବାରଣ କରିବାରୁ କନ୍ୟା ମା'ଙ୍କୁ ହତ୍ୟା  । ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ସାଲେପାଲି ଗାଁରେ ଘଟିଛି ଏହି ନୃଶଂସ ହତ୍ୟାକାଣ୍ଡ । ମୃତକ ହେଲେ କନ୍ୟାଙ୍କ ମାଆ କିଶୋରୀ ରାଜହଂସ । ମେଳଛାମୁଣ୍ଡା ଥାନା…

[ଦେଖନ୍ତୁ ଭିଡିଓ] ସେଞ୍ଚୁରି ମାରିଲା ଟମାଟୋ କିଲୋ : ରାଜଧାନୀରେ ୧୦୦ ଛୁଇଁଲା ଟମାଟୋ ଦର

ଭୁବନେଶ୍ୱର : ସେଞ୍ଚୁରି ମାରିଲା ଟମାଟୋ କିଲୋ । ଏବେ ଟମାଟୋ କିଲୋ ୧୦୦ ଟଙ୍କା ପାର୍ କରିଛି । ବଜାରରେ କିଏ ୧୦୦ ଟଙ୍କାରେ ବିକୁଛି ତ ଆଉ କିଏ ୧୨୦ରେ ବିକୁଥିବାର ଦେଖିବାକୁ ମିଳିଛି । ଫଳରେ ପରିବା ମାର୍କେଟକୁ ଗଲେ ଟମାଟୋରୁ ମୁହଁ ଫେରାଇ ନେଉଛନ୍ତି ଗ୍ରାହକ । ଯାହାର କିଲେ ଦରକାର, ସେ ଅଢେଇଶ…

[ଦେଖନ୍ତୁ ଭିଡିଓ] ରାୟପୁର ହେଲିକପ୍ଟର ଦୁର୍ଘଟଣା: ଓଡ଼ିଆ ପାଇଲଟଙ୍କ ମୃତ୍ୟୁ

ସମ୍ବଲପୁର: ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଯେଉଁ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଘଟିଥିଲା, ସେମାନଙ୍କ ଭିତରୁ ଜଣେ ଓଡ଼ିଆ ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ପାଇଲଟ ସମ୍ବଲପୁରର ବୋଲି ଜଣାପଡ଼ିଛି। ମୃତ ପାଇଲଟ ସମ୍ବଲପୁର ଜିଲ୍ଲା ବାହାମ ଗାଁର ଗୋପାଳକୃଷ୍ଣ ପଣ୍ଡା । କ୍ୟାପଟେନ…

ରାଜଧାନୀରେ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ : ଏକ ଘରୋଇ ହସ୍ପିଟାଲର ଚାମ୍ବରରୁ ମିଳିଲା ଡାକ୍ତରଙ୍କ ମୃତଦେହ

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ଡାକ୍ତର ଜଣକ ହେଲେ ଶିଶିର କୁମାର ସାହୁ । ଦୀର୍ଘ ସମୟ ଧରି ତାଙ୍କ ଚାମ୍ବରର କବାଟ ବନ୍ଦ ରହିଥିବାରୁ ସନ୍ଦେହ ଉପୁଜିଥିଲା । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଆଇସିୟୁକୁ ସ୍ଥାନାନ୍ତର…

ନିଆଁରେ ପୋଡି ହୋଇ ୩ ଜୀବନ୍ତ ଦଗ୍ଧ : ଜଳିଗଲେ ମାଆ ସହ ୨ ଶିଶୁ

ମୟୁରଭଞ୍ଜ  : ନିଆଁରେ ପୋଡିହୋଇ ୩ ଜୀବନ୍ତ ଦଗ୍ଧ । ନିଆଁ ଲାଗି ଜଳିଗଲେ ମାଆ ସହ ୨ ଶିଶୁ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଉଞ୍ଚଗା ଗ୍ରାମରେ । ବାପାକୁ ଅଟକ ରଖି ଝାରପୋଖରିଆ ପୋଲିସର ତଦନ୍ତ ଜାରି ରହିଛି । ରାତିରେ ଖାଇ ଶୋଇଥିବା ବେଳେ ନିଆଁରେ…

କମେଡିର ଡବଲ୍ ଡୋଜ୍ ଦେବାକୁ ଏକାଠି ଆସୁଛନ୍ତି ପପୁ ପମ୍‌ପମ୍ ଓ ପ୍ରଜ୍ଞା

ଭୁବନେଶ୍ୱର: ଓଲିଉଡ ଜଗତରେ କମେଡି ମାମଲାରେ ଯଦି ପ୍ରଥମ ଦୁଇଜଣଙ୍କ ନାଁ ସାମ୍ନାକୁ ଆସେ, ତେବେ ସେହି ତାଲିକାରେ ନିଶ୍ଚିତ ଭାବେ ପପୁ ପମ୍‌ପମ୍ ଓ ପ୍ରଜ୍ଞା ରହିବେ । ଏହି ରେଟିଂ ଜରିଆରେ ଦର୍ଶକଙ୍କୁ ହସାଇବା ଲାଗି ବହୁଦିନର କଳ୍ପନାଜଳ୍ପନା ପରେ ଦୁଇ କମେଡି ଷ୍ଟାର୍ ବଡ ପରଦାରେ ଏକାଠି…

ତାଳଚେର ମେଡିକାଲ କଲେଜ: ପରିଚାଳନା କରିବେ ରାଜ୍ୟ ସରକାର, ଖର୍ଚ୍ଚ ଦେବ ଏମସିଏଲ

ଭୁବନେଶ୍ବର: ଶେଷରେ ତାଳଚେର ମେଡ଼ିକାଲ କଲେଜ ଚାଲିବା ନେଇ ଆଶା ସଂଚାର ହୋଇଛି। ଏହି ମେଡ଼ିକାଲ କଲେଜ ପରିଚାଳନା ଭାର ରାଜ୍ୟ ସରକାର ନେବେ ବୋଲି ଲିଖିତ ଭାବେ ଏମସିଏଲକୁ ଜଣାଇଛନ୍ତି। ତେବେ ଏଥିପାଇଁ ହେବାକୁ ଥିବା ଖର୍ଚ୍ଚ ଏମସିଏଲ ପ୍ରଦାନ କରିବ। ଫଳରେ ମେଡ଼ିକାଲ କଲେଜ ପରିଚାଳନା ନେଇ…

ଦୁର୍ବଳ ହେଉଛି ବାତ୍ୟା ଅସାନି : ପ୍ରଭାବରେ ପାରାଦୀପରେ କୂଳ ଲଙ୍ଘୁଛି ସମୁଦ୍ର

ପାରାଦୀପ: ଦୁର୍ବଳ ହେଲା ବାତ୍ୟା ‘ଅସାନି’ । ଆଜି ସନ୍ଧ୍ୟାରେ ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇଛି ‘ଅସାନି’ । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରୁଛି ଗଭୀର ଅବପାତ । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇ ଅବପାତରେ…