Latest Odisha News

BREAKING NEWS

Browsing Category

ସହର

City

ଅସାନି ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା 'ଅସାନି' ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ନାହିଁ। କିନ୍ତୁ ଏହାର ପ୍ରଭାବରେ ମେ ୧୦ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ, ବାତ୍ୟାର…

ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର: ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ଭଞ୍ଜ ସାହିତ୍ୟର ବିଶିଷ୍ଟ ବ୍ୟାଖ୍ୟାକାର ତଥା ବାଗ୍ମୀ ରଜତ କରଙ୍କର ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…

[ଦେଖନ୍ତୁ ଭିଡିଓ] ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା: ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ:  ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି । ତିନି ରଥ ପାଇଁ ଚକ ପ୍ରସ୍ତୁତିରେ ଆବଶ୍ୟକତା ଥିବା ତୁମ୍ଭ ପାଇଁ ମହାରଣା ସେବାୟତ ମାନେ କାର୍ଯ୍ୟ ଜାରି ରଖିଥିବା ବେଳେ, ତିନି ରଥର ୪୨ଟି ତୁମ୍ଭ ମଧ୍ୟରୁ ୩୦ଟି…

[ଦେଖନ୍ତୁ ଭିଡିଓ] ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ: ରାଧାରାଣୀ ପଣ୍ଡା ହେଲେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା : ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀଙ୍କ ନାଁରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ଆଉ ଏହା ସହ ପ୍ରଥମ…

[ଦେଖନ୍ତୁ ଭିଡିଓ] ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପୀ ଗରିୟସୀ: ମାତୃ ଦିବସରେ ମାଆକୁ ସମ୍ମାନ

ଭୁବନେଶ୍ୱର: ମା’ ସେ ସର୍ବଂସହା । ସେ ଜନନୀ, ସେ ଜଗଧାତ୍ରୀ । ମା’ଠୁ ବଳି ଦୁନିଆରେ କିଛି ବି ନାହିଁ । ସେଥିପାଇଁ କୁହାଯାଏ ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପୀ ଗରିୟସୀ । ମା’ ଥିଲେ ସବୁ ଦୁଃଖ ପାଶୋରି ହୋଇଯାଏ । ତାର  ଭଲପାଇବାର ନାହିଁ ତୁଳନା । ସେ ଅତୁଳନୀୟ । ଆଜି ମାତୃ ଦିବସ ।…

ସଟର ଟେକୁ ଟେକୁ ଶପିଂ ମଲରେ ରେଡ୍, ଚାଲିଛି ଛାନଭିନ୍

ଭୁବନେଶ୍ୱର: ରବିବାର ଛୁଟି ଦିନ । ମଉକା ଦେଖି ବେପାର ପାଇଁ ତୟାର ଥିଲେ ମଲ୍ କର୍ତ୍ତୃପକ୍ଷ । ଏ ନେଇ ସଅଳ ସପିଂ ମଲର ସଟର ଟେକି ବେପାର କରିବାକୁ ସଜ ହୋଇ ସାରିଥିଲେ । ହେଲେ ଗ୍ରାହକ ବଦଳରେ ତଦନ୍ତକାରୀ ଟିମର ସାମ୍ନା କରିବାକୁ ପଡିଛି ରସୁଲଗଡ ସ୍ଥିତ ଏସପ୍ଲାନେଡ ମଲ୍ କର୍ତ୍ତୃପକ୍ଷଙ୍କୁ । …

ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ‘ଆସାନୀ’

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟିଯାଇଥିବା କଥା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି…

ବାଲୁକା କଳା ମାଧ୍ୟମରେ ମା’ଙ୍କୁ ସମ୍ମାନ ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ

ପୁରୀ : ଆଜି ମାତୃ ଦିବସ । ଏହି ଅବସରରେ ସମସ୍ତ ମା’ ମାନଙ୍କୁ ସମ୍ମାନ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀର ଲାଇଟ ହାଉସ ବେଳାଭୂମିରେ ଅତି ନିଖୁଣ ଭାବେ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ।ଏହି ବାଲୁକା ମୂର୍ତ୍ତି…

ଲକ୍ଷେ ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଲେ କୁଚିଣ୍ଡା ଅତିରିକ୍ତ ତହସିଲଦାର

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ଏକ ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୁଚିଣ୍ଡା ଅତିରିକ୍ତ ତହସିଲଦାର ସାରଦା ମହାରଣାଙ୍କୁ ଧରିଲା ଭିଜିଲାନ୍ସ । ଚଢ଼ାଉ ବେଳେ ତାଙ୍କ ପାଖରୁ ନଗଦ ଅର୍ଥ ମଧ୍ୟ ଜବତ ହୋଇଛି । ଏକ ୮ଜଣିଆ ଭିଜିଲାନ୍ସ ଦଳ ଏହି ଚଢ଼ାଉ କରିଥିଲା । ପରେ…

ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଇଁ ଅଗ୍ନିଶମ ବିଭାଗର ପ୍ରସ୍ତୁତି

ଭୁବନେଶ୍ୱର :  ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟିଯାଇଥିବା କଥା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି…