Latest Odisha News

BREAKING NEWS

Browsing Category

ସହର

City

ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବିରେ ବ୍ରଜରାଜନଗର ରେଳ ଷ୍ଟେସନରେ ରେଳରୋକ

ବ୍ରଜରାଜନଗର:  ବ୍ରଜରାଜନଗର ରେଳ ଷ୍ଟେସନରେ ଟ୍ରେନ ରହଣି ଦାବି । ଏଠାରେ ଅହମଦାବାଦ ଏକ୍ସପ୍ରେସ, ମୁମ୍ବାଇ- ହାବଡା ମେଲ ଟ୍ରେନର ରହଣି ଦାବି ନେଇ ରେଳରୋକୋ କରିବା ସହ ବ୍ରଜରାଜନଗର ବନ୍ଦ ଡାକରା ଦେଇଛି ନାଗରିକ ମଞ୍ଚ। ଆଜି ସକାଳ ୬ ଟାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି ଆନ୍ଦୋଳନ ଚାଲିବ। ଦାବି…

ଜୁଲାଇ ୧ରେ ମହାପ୍ରଭୁ ରଥଯାତ୍ରା, ଗୁରୁବାର ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ:  ଜୁଲାଇ ୧ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା । ଏହି ଉପଲକ୍ଷେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କୋଭିଡ୍ ଜନିତ କଟକଣା ପାଇଁ ଦୁଇବର୍ଷ ଧରି ରଥଯାତ୍ରା ସମନ୍ବୟ ବୈଠକ ବନ୍ଦ ରହିବା ପରେ ଚଳିତ ବର୍ଷ ରଥଯାତ୍ରା ପାଇଁ ପୁଣିଥରେ ସମନ୍ବୟ ବୈଠକ ଡକାଯାଇଛି। ଗୁରୁବାର ପୁରୀରେ ବସିବ…

ବାପା-ମା’ଙ୍କ ସହିତ ହାଜର ହେବେ ସୁମିତ-ତପସ୍ବିନୀ

କଟକ : ସୁମିତ ଓ ତପସ୍ବିନୀ ସେମାନଙ୍କ ବାପା-ମାଙ୍କ ସହିତ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବେ । ମେ ୭ ତାରିଖ ଦିନ ୧ଟା ସମୟରେ ଅଭିଭାବକଙ୍କ ସହିତ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବାପାଇଁ ଡାକ୍ତର ସୁମିତ କୁମାର ସାହୁ ଓ ତାଙ୍କ ପତ୍ନୀ ତପସ୍ବିନୀ ଦାଶଙ୍କୁ ଆଜି ନିର୍ଦ୍ଦେଶ ଦିଆଯାଇଛି ।…

ଆସୁଛି ବାତ୍ୟା ! ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରାକ ପ୍ରସ୍ତୁତି ବୈଠକ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଶୂନ ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା…

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି ।ଲାଇଭ୍ ଷ୍ଟକ୍ ଇନ୍ସପେକ୍ଟର ଜଗନ୍ନାଥ ରାଉତଙ୍କ ବାସଭବନ ସମେତ ୯ଟି ସ୍ଥାନରେ…

ପ୍ରଥମ ସାତ ସ୍ମାର୍ଟ ସିଟି ରେ ଭୁବନେଶ୍ୱର

ଭୁବନେଶ୍ୱର: ଶହେ ସ୍ମାର୍ଟ ସିଟି ଭିତରେ ପ୍ରଥମ ସାତଟି ରେ ସ୍ଥାନ ପାଇଛି ଭୁବନେଶ୍ୱର। ଦେଶରେ ଖୁବ୍ ଶୀଘ୍ର ଘୋଷଣା ହେବାକୁ ଯାଉଛି ପ୍ରଥମପର୍ଯ୍ଯାୟ ର ସାତ ସ୍ମାର୍ଟ ସିଟି। ୨୦୧୫ ରେ ସ୍ମାର୍ଟ ସିଟି ପାଇଁ ଚୟନ ହୋଇଥିବା ସହର ଗୁଡିକ ଭିତରେ ଭିତ୍ତିଭୂମି ଭୁବନେଶ୍ୱର ର ସ୍ଥାନ ପ୍ରଥମ ଥିଲା।…

ଜେଏସଡବ୍ଲୁ ପ୍ରକଳ୍ପ ବିରୋଧରେ ଢିଙ୍କିଆ ଲୋକଙ୍କୁ ଉସକାଉଛି ନୂଆଦିଲ୍ଲୀର ଏକ ଏନଜିଓ ?

ପାରାଦ୍ୱୀପ: ଜେଏସଡବ୍ଲୁ  ପ୍ରକଳ୍ପକୁ ବିରୋଧ କରିବାକୁ ନୂଆଦିଲ୍ଲୀରୁ ଆସୁଛି ଟଙ୍କା । ଏକ ଏନଜିଓ ଏଥିପାଇଁ ଢିଙ୍କିଆ ଗାଁର କିଛି ଲୋକଙ୍କୁ ବର୍ଷ ହେବ ଟଙ୍କା ପଠାଉଛି। ଏପରି ଅଭିଯୋଗ ଆଣିଛନ୍ତି ଢିଙ୍କିଆ ଗ୍ରାମର କିଛି ଲୋକେ । ଯେଉଁମାନେ କି ସଂପୃକ୍ତ ଏନଜିଓ ଠାରୁ ପଇସା ପାଇଛନ୍ତି ବୋଲି…

ଆଜି ଘୁର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା, ଟୁଇଟ୍ କରି ମନ୍ତ୍ରୀ ଦେଲେ ପରାମର୍ଶ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆଜି ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି । ତେଣୁ ବାତ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇନପାରେ । ଭାରତୀୟ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆଜି ଘୁର୍ଣ୍ଣିବଳୟ ସୃଷ୍ଟି ହେଉଥିବାରୁ ୬ ତାରିଖରେ ଏହା ଲଘୁଚାପରେ…

ଦିନରେ ତାତି, ରାତିରେ ପ୍ରବଳ ବର୍ଷା : ବଜ୍ରପାତରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଦିନରେ ଗ୍ରୀଷ୍ମ ପ୍ରବାହ, ରାତିରେ ପ୍ରବଳ ବର୍ଷା । ମଙ୍ଗଳବାର ଏପରି କିଛି ଥିଲା ପାଣିପାଗର ମିଜାଜ । ଟୁଇନ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିଲା । ଯାହାକି ଲୋକଙ୍କୁ ତାତିରୁ ନିଃଶ୍ୱାସ ମାରିବାରେ ସୁଯୋଗ ଦେଇଛି। ତେବେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ…

ସାଇଲେଣ୍ଟ ପୋଲିସ୍, ଭାଉଲେଣ୍ଟ ଅପରାଧୀ: ଗହଣା ଦୋକାନୀଙ୍କୁ ଗୁଳି ମାଡ଼

ଭୁବନେଶ୍ୱର: ସୁନା ଦୋକାନୀଙ୍କ ପାଇଁ ହାଇ ଆଲର୍ଟ। ସହରରେ ବିପଦରେ ଗହଣା ବ୍ୟବସାୟୀ। ରାଜଧାନୀରେ ଗୋଟିଏ ପରେ ଗୋଟିଏ ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ। ଏବେଠୁ ସୁନା‌ ଦୋକାନୀଙ୍କ ପାଇ ସତର୍କବାଣି। ହୋଇଯାନ୍ତୁ ସତର୍କ ନଚେତ ପରବର୍ତି ଶିକାର ହୋଇପାରନ୍ତି ଅନ୍ୟ ଗହଣା ଦୋକାନୀ। କାରଣ ଏଠି ପୋଲିସ…