Latest Odisha News

BREAKING NEWS

Browsing Category

ସହର

City

ବ୍ରଜରାଜନଗର ଉପନିର୍ବାଚନ : ପ୍ରତିକ୍ରିୟା ରଖିଲେ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା

ଝାରସୁଗୁଡ଼ା : ବ୍ରଜରାଜନଗର ଉପନିର୍ବାଚନରେ କିଏ ହେବ ବିଜେପି ପ୍ରାର୍ଥୀ ? ପ୍ରତିକ୍ରିୟା ରଖିଲେ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା । ଦଳ ମୋତେ ପ୍ରସ୍ତୁତ ରହିବା ପାଇଁ କହିସାରିଛି । ମୁଁ ଲଢେ ବୋଲି ହାଇକମାଣ୍ଡ ଚାହୁଁଛନ୍ତି । ନାଁ ଘୋଷଣା ହୋଇଗଲେ ଲଢିବା ପାଇଁ ପ୍ରସ୍ତୁତ ହେବି । ସେପଟେ,…

ଶ୍ରୀମନ୍ଦିରରେ ଅନୁକୂଳ ହେବ ରଥ ନିର୍ମାଣ, ୨୧ ଦିନ ଚାପ ଖେଳିବେ ମହାପ୍ରଭୁ

ଆଜି ଶ୍ରୀମନ୍ଦିରରେ ୨ଟି ପର୍ବ ପାଳନ କରାଯିବ । ଗୋଟିଏ ରଥ କାଠ ଅନୁକୂଳ ହେବ ଓ ଅନ୍ୟଟି ମହାପ୍ରଭୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ଧରି ଚାପ ଖେଳିବାର ପରମ୍ପରା ରହିଛି । ପବିତ୍ର ଅକ୍ଷୟ ତୃତୀୟା ଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ ଆରମ୍ଭ ହେବ । ବନଜାଗ ବିଧିରେ ପୂଜା କାର୍ଯ୍ୟ ସହ ସୁନା…

[ଦେଖନ୍ତୁ ଭିଡିଓ] ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଲୋକମାନଙ୍କ ସମସ୍ୟାର ସମାଧାନ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜ଼ିଲ୍ଲାରେ ରାଜ୍ୟ ସରକାରଙ୍କ ତରଫରୁ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ହେଉଛି ରାଜ୍ୟ ସରକାରଙ୍କର ସବୁ ବିଭାଗ ପ୍ରତେକ ପଂଚାୟତ ସ୍ତରରେ ପହଂଚି ଲୋକ ମାନଙ୍କର ପ୍ରତି ସମସ୍ୟାକୁ ବୁଝି ତାହାକୁ ସମାଧାନ…

[ଦେଖନ୍ତୁ ଭିଡିଓ] କାଠମାଣ୍ଡୁ ନାଇଟ୍ କ୍ଲବରେ ରାହୁଲ ଗାନ୍ଧୀ : ଭିଡିଓ ଜାରି କରି ଘେରିଲା ବିଜେପି

ଦିଲ୍ଲୀ : ମଙ୍ଗଳବାର ଦିନ ଏକ ବିଦେଶୀ ନାଇଟ୍ କ୍ଲବରେ ଦେଖିବାକୁ ମିଳିଛନ୍ତିି କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ । ଏକ ନାଇଟ କ୍ଲବ ପବରେ ରାହୁଲଙ୍କୁ ଜଣେ ନେପାଳି ବାନ୍ଧବୀଙ୍କ ସହ ଦେଖିବାକୁ ମିଳିଛି । ତାଙ୍କର ଏହି ଭିଡିଓ ସାମ୍ନାକୁ ଆସିବା ପରେ ରାହୁଲ ଗାନ୍ଧୀଙ୍କୁ ଘେରିଛି ବିଜେପି । ଏହି…

ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା, ପ୍ରେମିକ ବିକାଶକୁ ଝାଡଖଣ୍ଡରୁ ବାନ୍ଧିଲା ପୋଲିସ

ଭୁବନେଶ୍ବର: ଘରୋଇ ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା । ଅଭିଯୁକ୍ତ ପ୍ରେମିକ ବିକାଶ କୁମାରକୁ ଗିରଫ କଲା ତମାଣ୍ଡୋ ଥାନା ପୋଲିସ । ଝାଡଖଣ୍ଡରୁ ଅଭିଯୁକ୍ତ ବିକାଶ ଗିରଫ ପରେ  ଆଜି କୋର୍ଟ ଚାଲାଣ କରାଯିବ । ପୂର୍ବରୁ ବିକାଶଙ୍କ ପ୍ରେମିକା ପାୟଲ ମହାପାତ୍ର ଗିରଫ ହୋଇଥିଲେ ।…

କେଉଁଠି ରହିବେ କଟକର ଡେପୁଟି ମେୟର ଦମୟନ୍ତୀ ମାଝୀ ?

କଟକ: କଟକ ଡେପୁଟି ମେୟର ଦମୟନ୍ତୀ ମାଝୀଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍ । କଟକ ଜଗତପୁରରେ ରହୁଥିବା ଦମୟନ୍ତୀଙ୍କ ଘରେ ନୋଟିସ୍ ଲଗାଇଛି ଇଡକୋ । ଜଗତପୁରର ଯେଉଁ ବସ୍ତିରେ ସେ ପରିବାର ସହ ରହୁଥିଲେ ସେଠାରୁ ହଟି ଯିବା ପାଇଁ ଇଡକୋ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ମେ ୧୦ ତାରିଖ ସୁଦ୍ଧା…

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପବିତ୍ର ଅକ୍ଷୟ ତୃତୀୟ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଏକ ଟ୍ବିଟ୍‌ କରି ‌ଲେଖିଛନ୍ତି, ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…

ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ

କେନ୍ଦ୍ରାପଡ଼ା: ବିଜେପି ବରିଷ୍ଠ ନେତା ତଥା ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ବିଜୟ ପ୍ରଧାନଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।…

ଗନ୍‌ ପଏଣ୍ଟରେ ଲୁଟ୍‌: ଫାୟାରିଂ କରି ସୁନା ଦୋକାନୀଙ୍କଠୁ ବ୍ୟାଗ୍‌ ଛଡ଼ାଇ ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ୱର। କେତେବେଳେ ମର୍ଡର ତ ଆଉ କେତେବେଳେ ଲୁଟ୍‌ପାଟ୍‌ କରି ଲୋକଙ୍କୁ ଭୟଭୀତ କରି ରଖିଛନ୍ତି ଦୁର୍ବୃତ୍ତ। ଏବେ ଲୁଟେରାଙ୍କ ଟାର୍ଗେଟ୍‌ରେ ସୁନା ଦୋକାନୀ। ରାତିରେ ଦୋକାନ ବନ୍ଦ କରି ଘରକୁ ଫେରିବା ବେଳେ ଟାର୍ଗେଟ୍‌ କରି ଲୁଟ୍ କରୁଛନ୍ତି।…

ଆଜି ପବିତ୍ର ଅକ୍ଷୟ ତୃତୀୟା:ଅଖିମୁଠି ଅନୁକୂଳ କରିବ ଚଷା ପୁଅ

 ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଆ ଲକ୍ଷ୍ମୀ…