Latest Odisha News
Browsing Category

ସହର

City

ବର୍ଷା ଯୋଗୁଁ ଜଳସ୍ତର ବଢୁଛି ହେଲେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏବେ ଲଘୁଚାପ କାରଣରୁ ପ୍ରବଳ ବର୍ଷା ଲାଗି ରହିଛି । ଏହି କାରଣରୁ ଅନେକ ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ…

ପାର୍ବଣ ସମୟରେ ଦୁର୍ଘଟଣା ରୋକିବାକୁ ପ୍ରୟାସ; ୨୦୦ଗୋରୁଙ୍କୁ ସ୍ଥାନାନ୍ତରଣ କଲା ବିଏମସି

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦଶହରା ପର୍ବ । ଏହି ସମୟରେ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ଜମିବ । ପର୍ବ ସମୟରେ ଲୋକମାନେ ଯେପରି ରାସ୍ତାରେ ବୁଲୁଥିବା ଗୋରୁଙ୍କ ଦ୍ୱାରା ଆଉ ଅସୁବିଧାରେ ପଡ଼ିବେ ନାହିଁ ଏବଂ ଟ୍ରାଫିକ ସମସ୍ୟା ହେବ ନାହିଁ ସେନେଇ…

୬ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ପଞ୍ଚାୟତ ଡାଟା ଏଣ୍ଟ୍ରି ଅପରେଟର

ଖୋର୍ଦ୍ଧା: ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ (ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ । ସରକାରୀ ଆନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ଘର ନିର୍ମାଣ ପାଇଁ ଜଣେ ଆଦିବାସୀ ହିତାଧିକାରୀଙ୍କଠାରୁ ୬ ହଜାର ଟଙ୍କା…

ଓଡିଶା ପାଇଁ ୩୫ ଜିଲ୍ଲା ନୂଆ ସଭାପତିଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ସବୁ ଜିଲ୍ଲା ପାଇଁ ନୂଆ ସଭାପତି ନିଯୁକ୍ତ କରିଛି କଂଗ୍ରେସ । ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲ୍ଲା କଂଗ୍ରେସ କମିଟିର ସଭାପତିଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସମସ୍ତ ନୂଆ ଜିଲ୍ଲା ସଭାପତିଙ୍କ ନାମ ତାଲିକା ପ୍ରକାଶ…

ଆଗାମୀ ନିର୍ବାଚନ ତାଲିକାର ଏସଆଇଆର୍-୨୦୨୬ ପ୍ରସ୍ତୁତି ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନଙ୍କ ଅଧ୍ୟକ୍ଷତାରେ ଆଗାମୀ ନିର୍ବାଚନ ତାଲିକାର ବିଶେଷ ସଘନ ସଂଶୋଧନ (SIR), ୨୦୨୬ ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ…

ଓସିଏସ୍‌ ପରୀକ୍ଷା-୨୦୨୩ ଫଳ ପ୍ରକାଶ, ପ୍ରିୟାଂଶୁ ପାଲ ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ(ଓସିଏସ) ପରୀକ୍ଷା ଫଳ । ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଏହି ପରିକ୍ଷାରେ ମୋଟ ୩୮୯ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏଥିରେ ଟପ୍ପର ହୋଇଛନ୍ତି ପ୍ରିୟାଂଶୁ ପାଲ୍‌ । ଶ୍ରେଷ୍ଠ ୧୦ ସ୍ଥାନରେ କେବଳ ଜଣେ ମାତ୍ର…

ଏଣିକି ‘ଆମ ସାଥି’ ହ୍ୱାଟସଆପ୍ ଚାଟବଟରେ ୧୩୨ଟି ସରକାରୀ ସେବା ପାଇବେ ରାଜ୍ୟବାସୀ

ଭୁବନେଶ୍ୱର: ଏଣିକି ହାତପାହାନ୍ତାରେ ମିଳିବ ସରକାରୀ ସେବା । ଆଉ ସରକାରୀ ଅଫିସକୁ ବାରବାର ଦୌଡିବାକୁ ପଡିବନି । ଲୋକଙ୍କର ଅତି ନିକଟରେ ସରକାରୀ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା 'ଆମ ସାଥି' ୟୁନିଫାଏଡ ହ୍ୱାଟସଆପ ବଟ । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା…

ହୀରାକୁଦ ଉପରମୁଣ୍ଡରେ ଜାରି ରହିଛି ବର୍ଷା, ମହାନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ବର: ଏବେ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ହୋଇଛି । ପୁଣି ଆଗକୁ ଯୋଡା ଲଘୁଚାପ ସୃଷ୍ଟି ହେବା ନେଇ ସୂତନା ଦେଇଛି ପାଣିପାଗ ବିଭାଗ । ହୀରାକୁଦ ଉପରମୁଣ୍ଡରେ ୪୧ ମିଲିମିଟର ବର୍ଷା ହୋଇଥିବାବେଳେ ବର୍ଷା ଜାରି ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ମହାନଦୀରେ ବନ୍ୟା…

ଆମେ ସବୁ ସବଡିଭିଜନରେ ଶୀତଳ ଭଣ୍ଡାର କରିବୁ: କୃଷିମନ୍ତ୍ରୀ

ଭୁବନେଶ୍ବର: ସାର ଓ ଶୀତଳ ଭଣ୍ଡାରକୁ ନେଇ ଏବେର କୃଷିମନ୍ତ୍ରୀ ଓ ପୂର୍ବତନ କୃଷିମନ୍ତ୍ରୀ ମୁହାଁମୁହିଁ ହୋଇଛନ୍ତି । ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନ କରିଥିଲେଯେ, ଯେଉଁ ସରକାର ସାର ଯୋଗାଇ ପାରିଲେନି ସେ ସରକାର ଶୀତଳ ଭଣ୍ଡାର କେମିତି କରିବେ? ଏହାର ଉତ୍ତରରେ…

କେନ୍ଦ୍ର ଉଠାଉନି ରାଜ୍ୟ ଚାଉଳ, ସରକାରଙ୍କ ଉପରେ ୮ ହଜାର କୋଟି ଟଙ୍କା ବାକି: ମନ୍ତ୍ରୀ

ଭୁବନେଶ୍ବର: ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି। ଏହି ଚାଉଳ କେନ୍ଦ୍ର ସରକାରଙ୍କୁ ନେବା ପାଇଁ ବାରମ୍ବାର ଅନୁରୋଧ କରାଯାଇଛି। ଯଦି ସରକାର ଚାଉଳ ନ ଉଠାନ୍ତି, ତେବେ…