Latest Odisha News

BREAKING NEWS

Browsing Category

ସହର

City

୨୯ରୁ ମାଟ୍ରିକ ପରୀକ୍ଷା, ଆଜିଠୁ ନୋଡାଲ୍‌ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

ଭୁବନେଶ୍ୱର : ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଦଶମ ଶ୍ରେଣୀ ସମେଟିଭ୍‌ ଆସେସ୍‌ମେଣ୍ଟ୍‌-୨ ତଥା ମାଟ୍ରିକ ପରୀକ୍ଷା ସହ ମଧ୍ୟମା, ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌, କରେସପେଣ୍ଡେଣ୍ଟ୍‌ କୋର୍ସ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ଏହିସବୁ ପରୀକ୍ଷା ଲାଗି ଆଜିଠୁ…

କଂଗ୍ରେସ ବିଧାୟକ ସାଲୁଜାଙ୍କ ଉପରେ ବର୍ଷିଲେ ଦଳୀୟ ମୁଖପାତ୍ର

ଭୁବନେଶ୍ୱର: କଂଗ୍ରେସ ଦଳରେ ଶୃଙ୍ଖଳା ନାହିଁ । ଯେଉଁଥିପାଇଁ ଦଳରେ କନ୍ଦଳ ଭରି ରହିଛି । ତେଣୁ ଦଳ ଆଗକୁ ବଢି ପାରୁନାହିଁ । ଯଦି ସନ୍ତୋଷ ସିଂହ ଭଳି ବିଧାୟକ ନିଜର ଅସନ୍ତୋଷକୁ ମିଡିଆ ଆଗରେ କହିବା ପରିବର୍ତ୍ତେ ଦଳୀୟ ଫୋରମରେ କହିବେ ତାହେଲେ ଭଲ ହୁଅନ୍ତା । ଏକଥା କହିଛନ୍ତି କଂଗ୍ରେସ…

କିମିଆ କଲା ଡ୍ରାଇଭର ପ୍ରେମ, ସ୍ୱାମୀକୁ ହଟାଇବାକୁ ସ୍ତ୍ରୀ ଯୋଗାଡ କରିଥିଲା ସୁପାରି କିଲର

ଭୁବନେଶ୍ୱର: ଅନୈତିକ ସମ୍ପର୍କର ଦୟନୀୟ ଚିତ୍ର। ଫିଟିଛି ଡ୍ରାଇଭର ପ୍ରେମରେ ପାଗଳ ପତ୍ନୀର ହତ୍ୟା ଷଡଯନ୍ତ୍ରର ଗୁମର। ମଞ୍ଚେଶ୍ୱର ରେଲୱେ ଇଞ୍ଜିନିୟରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଭିଯୁକ୍ତ ଡ୍ରାଇଭର ହୋଇଛି ଗିରଫ। ତାଳଚେରର ହାତତୋଟାର‌ ଅଶୋକ ସାହୁକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଅସଲି ଏଟିଏମ ଲୁଟର ନକଲି ଷ୍ଟୋରୀ, ଟ୍ୱିନସିଟି ପୋଲିସ ମୁଖିଆଙ୍କ ମିଛ କାହାଣୀ

ଭୁବନେଶ୍ୱର: ସାମ୍ନାକୁ ଆସିଲା ପୋଲିସ କମିସନରଙ୍କ ମିଛ କାହାଣୀ। ଧରାପଡିଲା ଧଉଳି ଲିଙ୍ଗିପୁର ଏଟିଏମ ଲୁଟର ସତ କାହାଣୀ। ଅର୍ଥାତ ଭୁବନେଶ୍ୱର ଷ୍ଟେସନରୁ ଅପରାଧୀଙ୍କୁ ଧରି କମିସନର କହିଥିଲେ ଆଣିଛୁ ବାଙ୍ଗଲୋରରୁ ଧରି। ଏମିତି ଏକ ମିଛ କାହାଣୀର ଖୁଲାସା ହୋଇଛି। କୋର୍ଟକୁ କମିସନରେଟ ପୋଲିସ ଏହି…

ଗଞ୍ଜାମରେ IPL ବେଟିଂ: ବନ୍ଧା ହେଲେ ୬ ଜଣ, ଦେଢ ଲକ୍ଷ ଟଙ୍କା ଜବତ

ବ୍ରହ୍ମପୁର: IPL ମ୍ୟାଚ ଚାଲିଥିବାବେଳେ ଗଞ୍ଜାମରେ ଚାଲିଛି ବେଟିଂ  । ବେଟିଂ ଚଳାଇଥିଲେ ସିଧା ହାଜତକୁ ଗଲେ  ।  ଗଞ୍ଜାମ ଜିଲ୍ଲା ପାଟପୁରରେ ଆଇପିଏଲ ବେଟିଂ ଅଭିଯୋଗରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ୬ଟି ମୋବାଇଲ ସହିତ ନଗଦ ଏକ ଲକ୍ଷ ୪୫ ହଜାର ଟଙ୍କା ଜବତ କରିଛି ପୋଲିସ…

[ଭିଡିଓ] ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା : ଲଳିତ ଆତ୍ମହତ୍ୟା କରିଛି ବୋଲି କହିଲେ ବାପା ଓ ଭାଇ

ଝାରସୁଗୁଡା : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି । ଆଜି ମୃତ ଲଳିତ ସାହୁଙ୍କ ବାପା ବେଳାରସେନ ସାହୁ ଓ ଭାଇ ବିରଞ୍ଚି ସାହୁ ଝାରସୁଗୁଡା ଥାନାରେ ପହଁଞ୍ଚି ଲିଖିତ ଅଭିଯୋଗ କରିବା ସହ ଲଳିତ ଆତ୍ମହତ୍ୟା କରିଥିବା କଥା ସ୍ୱିକାର…

ଖନନ ବେଳେ ମନ୍ଦିର ଗର୍ଭଗୃହରୁ ମିଳିଲା ମହିଷାମର୍ଦ୍ଦିନୀଙ୍କ ମୂର୍ତ୍ତି

ଭୁବନେଶ୍ୱର : ମାଟି ତଳୁ ବାହାରିଲା ୧୪ ଶହ ବର୍ଷର ଭାସ୍କର୍ଯ୍ୟ । ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟରେ ଥିବା ଶୁକଶାରୀ ମନ୍ଦିରର ପାର୍ଶ୍ୱରେ ଖନନ ବେଳେ ପୁଣି ଦେବା ଦେବୀଙ୍କ ମୂର୍ତ୍ତି ମିଳିଛି । ଶାରୀ ମନ୍ଦିର ପରିସରରୁ  ଆଉ ଏକ ମୂର୍ତ୍ତିକୁ ପ୍ରତ୍ନତତ୍ତ୍ୱ ବିଭାଗ ଠାବ କରିଛି।…

[ଦେଖନ୍ତୁ ଭିଡିଓ] ରାଜଧାନୀରେ ପିଲା ଚୋରି ଓ ବିକ୍ରି ଉଦ୍ୟମ ପଣ୍ଡ, ୫ ଦିନ ପରେ ମିଳିଲା ନାବାଳିକା

ଭୁବନେଶ୍ୱର: ରାଜଧାନୀରେ ପିଲା ଚୋରି ଓ ବିକ୍ରି ଉଦ୍ୟମ ପଣ୍ଡ । ସିସିଟିଭିରେ ନାବାଳିକାକୁ ଚୋରି କରିନେଇ ଯାଉଥିଲା ଅପରାଧି । ୫ ଦିନ ପରେ ମିଳିଲା ନାବାଳିକା । ନାବାଳିକାକୁ ଚୋରି କରି ଚନ୍ଦ୍ରଶେଖରପୁର ଅଞ୍ଚଳରେ ଲୁଚାଇ ରଖିଥିଲା ଅପରାଧି । ଏହି ଘଟଣା ଇନଫୋସିଟି ଥାନା ଶିଖରଚଣ୍ଡୀ ବସ୍ତିରେ…

ଆଗାମୀ ୩ରୁ ୪ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ : ବିଜୟ ମହାପାତ୍ର

ଭୁବନେଶ୍ୱର : ଓଡିଶାରେ କରୋନା ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ବର୍ତ୍ତମାନ ଓଡିଶାରେ ସ୍ଥିତି ଏତେଟା ଉଦବେଗ ଜନକ ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି । ଆଗାମୀ ୩ ରୁ ୪ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସ୍ୱାସ୍ଥ୍ୟ…

ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା : ଝାରସୁଗୁଡାରେ ଏସପି ଅଫିସ ଘେରାଉ କଲା ବିଜେପି

ଝାରସୁଗୁଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରାଷେୟା ଲଳିତ ସାହୁ ମୃତ୍ୟୁ ମାମଲାକୁ ନେଇ ବଢୁଛି ବିବାଦ । ରୋଷେଇଆ ଲଳିତ ସାହୁ ମୃତ୍ୟୁ ମାମଲାରେ ବିବାଦ ଭିତରକୁ ଟାଣି ହୋଇଯାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଏନେଇ ଆଜି ଝାରସୁଗୁଡାରେ ବିଜେପି ପକ୍ଷରୁ ଏସପି ଅଫିସ ଘେରାଉ କରିବା ସହ…