Latest Odisha News
Browsing Category

ସହର

City

ବହୁଚର୍ଚ୍ଚିତ ଶୁଭମିତ୍ରା ହତ୍ୟାକାଣ୍ଡ: ପ୍ରଥମ ପତ୍ନୀଙ୍କୁ ବି ହତ୍ୟା କରିଥିଲା ଦୀପକ ରାଉତ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ନିଜେ ବିଛେଇଥିବା ଜାଲରେ ଦିନକୁ ଦିନ ଫଶିବାରେ ଲାଗିଛି ବହୁଚର୍ଚ୍ଚିତ ଶୁଭମିତ୍ରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ । ଆଜି ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟାକାଣ୍ଡକୁ ନେଇ ବିଜେଡ଼ି ଦେଇଥିବା ମୁଲତବୀ ପ୍ରସ୍ତାବର ଉତ୍ତର ରଖି ବଡ଼ ଖୁଲାସା କରିଛନ୍ତି ଆଇନ…

ପୂଜା ପାଇଁ ଏଥର ଆଗୁଆ ମିଳିବ ଦରମା…

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ…

ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା: ଥାର୍ ମାଲିକ ଗିରଫ

ଭୁବନେଶ୍ୱର: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା । ଏହି ଘଟଣାରେ ପୂର୍ବରୁ ୩ ଜଣ ଗିରଫ ହୋଇଥିବାବେଳେ, ଏବେ ଥାର୍ ମାଲିକ ହେଲେ ଗିରଫ । ପୁରୀରୁ ଥାର୍ ମାଲିକ ସୋମନାଥ ବେହେରାଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର । ତେବେ ଗତ ୯…

ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ୨୫ ତାରିଖ ଅର୍ଥାତ୍ ଆସନ୍ତା କାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର…

ମାଓ ଡମ୍ପରୁ ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଏସଏଫ୍‌ ଓ ଡିଭିଏଫକୁ ପୁଣି ସଫଳତା । କାଲିମେଳା ବ୍ଲକର ଭେଜଙ୍ଗୱାଡା ଆରଏଫର ଦୟାଲତଙ୍ଗ ଏବଂ ଏଲକାନୁର ଜଙ୍ଗଲରେ ମାଓ ଡମ୍ପକୁ ଉଦ୍ଧାର ହୋଇଛି । ଏଥିରେ ଟିଫିନ୍ ବୋମା ପ୍ରସ୍ତୁତ ପାଇଁ ଷ୍ଟିଲ ଟିଫିନ, ଗ୍ରନେଡ, ଜିଲୋଟିନ ଷ୍ଟିକ, କୋଡେକ୍ସ ତାର, ୩୬ଟି…

ଓଡ଼ିଶାକୁ ପ୍ରାଧାନ୍ୟ, ୮ ନେତୃବୃନ୍ଦଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ତିନୋଟି ରାଜ୍ୟରେ କଂଗ୍ରେସ ସଂଗଠନକୁ ସୁଦୃଢ କରିବା ପାଇଁ ସଂଗଠନ ସୃଜନ ଅଭିଯାନରେ ଜିଲ୍ଲା ସଭାପତି ଚୟନ ପ୍ରକ୍ରିୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତେଲେଙ୍ଗାନା, ଛତିଶଗଡ ରାଜ୍ୟର ଜିଲ୍ଲା ସଭାପତି ଚୟନ ନେଇ ଏଆଇସିସି ଓଡିଶାକୁ ପ୍ରାଧାନ୍ୟ ଦେଇ ୮ ଜଣ ନେତୃବୃନ୍ଦଙ୍କୁ ସଂଗଠନ…

ପେଟ୍ରୋଲ ପମ୍ପରେ ଯୋଗାଣ ବିଭାଗର ଅଚାନକ ଚଢ଼ାଉ, ମାନ ପରୀକ୍ଷଣ ପାଇଁ ପଠାଗଲା ଡିଜେଲ

ଭୁବନେଶ୍ବର: ଭୁବନେଶ୍ୱର ନୂଆଗାଁରେ ଥିବା ଲିଙ୍ଗରାଜ ପେଟ୍ରୋଲ ପମ୍ପ ଉପରେ ଆଜି ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି । ଚଢ଼ାଉ ସମୟରେ ଅଧିକାରୀମାନେ ଡିଜେଲର ମାନରେ କିଛି ତ୍ରୁଟି ପରିଲକ୍ଷିତ ହେବାରୁ ଏହାର ନମୁନା ସଂଗ୍ରହ କରାଯାଇ ଫୋରେନ୍ସିକ୍‌ ଲାବୋରେଟୋରୀକୁ ପଠାଇଛନ୍ତି । ପମ୍ପରେ…

କେବେ ଥମିବ ହାତୀ-ମଣିଷ ଲଢେଇ? ୪ ମାସରେ ୪୫ ମୃତ

ଭୁବନେଶ୍ୱର: ଗତ ସାଢ଼େ ୪ ମାସରେ ହାତୀ-ମଣିଷ ଲଢ଼େଇ ମଧ୍ୟରେ ୪୫ ଜଣ ଲୋକଙ୍କ ଜୀବନ ଯାଇଛି । ଏପରିକି ଏହି ସମୟ ମଧ୍ୟରେ ବିଭିନ୍ନ କାରଣରୁ ୯ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୭ଟି ହାତୀର ଜୀବନ ଯାଇଥିବା ନେଇ ମଙ୍ଗଳବାର ବିଧାନସଭାର ମୌସୁମୀ ଅଧିବେଶନରେ ଗୃହରେ ଏହି ତଥ୍ୟ…

୩ ବର୍ଷରେ ୧୦୧ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଗତ ତିନି ବର୍ଷରେ ୧୦୧ ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ, ରାଜ୍ୟରେ ଗତ ୩ ବର୍ଷରେ ୧୦୧ ଶିଶୁ ଶ୍ରମିକଙ୍କୁ ଉଦ୍ଧାର…

ପ୍ରଶ୍ନପତ୍ର ଲିକ୍ ରୋକିବାକୁ ସରକାର ନେଲେ ବଡ ପଦକ୍ଷେପ

ଭୁବନେଶ୍ୱର: ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା ଅନେକ ସମୟରେ ଚର୍ଚ୍ଚାରେ ରହୁଛି । ପ୍ରଶ୍ନପତ୍ର ଲିକ୍ କାରଣରୁ ଛାତ୍ରଛାତ୍ରୀ ନିରାଶ ହେଉଛନ୍ତି । ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଏବେ ଏହାର ସମାଧାନର ବାଟ ବାହାର କରିଛନ୍ତି । ପରୀକ୍ଷା ପରିଚାଳନା କରୁଥିବା…