Latest Odisha News

BREAKING NEWS

Browsing Category

ସହର

City

ଆଜି ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି

ପୁରୀ : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହୁନୁମାନ ଜୟନ୍ତୀ । ଏନେଇ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଦୟଣା ଚୋରି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ସମେତ ମଠ ପରିସରରେ ଦୟଣା ଚୋରି ନୀତି ସମ୍ପନ୍ନ ହେବ । ଗୁରୁବାର ସକାଳୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧୁବନ ନାଗାପାଟଣା ନିବାସୀ…

ରେଳ ଧାରଣାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ହୀରାକୁଦ ଷ୍ଟେସନ ନିକଟରେ ଅଘଟଣ । ଷ୍ଟେସନ ନିକଟ ଏ . କଟାପାଲି ଓଭରବ୍ରିଜ ତଳେ ରେଳ ଧାରଣାରୁ ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା କରିଛନ୍ତି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ…

ପ୍ରଭାତ ପଟ୍ଟନାୟକଙ୍କୁ ମିଳିବ ୨୦୨୨ ମାଲକମ୍ ଅଡିଶେଷିୟା ପୁରସ୍କାର

ଭୁବନେଶ୍ୱର : ପ୍ରଭାତ ପଟ୍ଟନାୟକଙ୍କୁ ମିଳିବ ୨୦୨୨ ବର୍ଷ ପାଇଁ ମାଲକମ୍ ଅଡିଶେଷିୟା ପୁରସ୍କାର । ଜଣାଶୁଣା ଭାରତୀୟ ଅର୍ଥନୀତିଜ୍ଞ ଓ ରାଜନୈତିକ ସମୀକ୍ଷକ ପ୍ରଭାତ ପଟ୍ଟନାୟକ ୨୦୨୨ ମଲକମ୍ ଆଡିଶିୟା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଏହି ପୁରସ୍କାର ପ୍ରତି ବର୍ଷ ମାଲକମ୍ ଏବଂ ଏଲିଜାବେଥ…

ପିଶାଚୀ ମା’ , ତିନି ବର୍ଷର ଶିଶୁକୁ ଗଳାକାଟି ନୃଶଂସ ଭାବେ ହତ୍ୟା କଲା

କୋରାପୁଟ : ରାକ୍ଷସୀ ସାଜିଲା ମା' । ରକ୍ତ ଭୁଲିଗଲା ରକ୍ତ ସମ୍ପର୍କ । ତିନି ବର୍ଷର ଶଶିକୁ ଅତି ନୃଶଂସ ଭାବେ ହତ୍ୟା କଲା ମା । ମା' ଶିଶୁଟିକୁ ଧାରୁଆ ଅସ୍ତ୍ରରେ ବେକ କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି ।କୋରାପୁଟ ସଦର ଲୁକୁମାରୀ ଗାଁରେ ଏପରି ଅଘଟଣ ଘଟିଛି । ଘଟଣା ସ୍ଥଳରେ କୋରାପୁଟ…

କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ , ବିଭିନ୍ନ ଉନ୍ନତିମୂଳକ କାମର କଲେ ସମୀକ୍ଷା

ନୟାଗଡ : ନୟାଗଡ ଜିଲ୍ଲାର କଣ୍ଟିଲୋ ନୀଳମାଧବ ମନ୍ଦିର ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ । ପାଣ୍ଡିଆନ ପ୍ରଥମେ ମନ୍ଦିରରେ ପହଁଞ୍ଚି ନୀଳ ମାଧବଙ୍କୁ ଦର୍ଶନ କରିଛନ୍ତି ।ପରେ ମନ୍ଦିର ପରିସର ପାଣ୍ଡିଆନ ବୁଲିଦେଖିବା ସହ ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିଛନ୍ତି । କଣ୍ଟିଲୋ…

ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆ ବର୍ଷ

 ଭୁବନେଶ୍ୱର: ଓଡିଆରେ କଥା ଅଛି ‘ବାର ମାସରେ ତେର ପର୍ବ’ ଅର୍ଥାତ କାଳ ତୁଳନାରେ ଅନେକ ପର୍ବପର୍ବାଣି ଓଡିଶାରେ ଅନୁଷ୍ଠିତ ହୁଏ । ଉତ୍କଳର ପର୍ବପର୍ବାଣି ଗୁଡିକ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନ ଉପରେ ପ୍ରତିଷ୍ଠିତ । ଉତ୍କଳୀୟମାନେ ପର୍ବପର୍ବାଣିକୁ ବହୁତ ଆନନ୍ଦ ସହକାରେ ପାଳନ କରନ୍ତି ।…

ପୋଲିସ ଓ ବିଏସଏଫ୍ ମିଳିତ ଭାବେ ସ୍ୱଭିମାନ ଅଞ୍ଚଳରୁ ନକ୍ସଲ ହଟାଇବାରେ ସଫଳ ହୋଇଛନ୍ତି : ଏଡିଜି ରାଜବିନ୍ଦର ସିଂ

ମାଲକାନଗିରି :  ଆଜି ଏଡିଜି ରାଜବିନ୍ଦର ସିଂ କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତ କରିଥିଲେ । ମାଲକାନଗିରିରେ ପହଁଞ୍ଚି ମାଓବାଦୀଙ୍କ  ଗତିବିଧି ନେଇ ସମୀକ୍ଷା କରିଥିଲେ ଏଜିଡି । ଏଡିଜି ପ୍ରଥେମ ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ କ୍ୟାମ୍ପରେ ପହଁଞ୍ଚି ସେଠାରେ ଯବାନ ମାନଙ୍କ ସହ ବହୁ ସମୟ ଧରି…

ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିର ରାୟ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିରି ରାୟ ବିଜେଡିରେ ଯୋଗେଦେଇଛନ୍ତି । ରାଉରକେଲାର ଜଣାଶୁଣା ସମାଜସେବୀ ସଙ୍ଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର  ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ…

ପୂର୍ବତନ ପୋଲିସ ଡିଜିପି ଅଭୟ ହେଲେ ଓଡିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର : ପୂର୍ବତନ ପୋଲିସ ଡିଜିପି ଅଭୟ ହେଲେ ଓଡିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ । ରାଜ୍ୟ ସରକାର ଅଭୟଙ୍କୁ ଷ୍ଟାଫ୍‌ ସିଲେକ୍ସନ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହି ପଦବୀରେ ସେ ୫ ବର୍ଷ ଯାଏ କାମ…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

ଭଦ୍ରକ : ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର । ନଗଦ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ମାଡି ବସିଲା ଭିଜିଲାନ୍ସ । ଭଦ୍ରକ ଧୂସୁରୀ ସଆଁଁଳପୁର ସ୍ଥିତ ଆଇ ଜି ଏମ କଲେଜରେ ସେକ୍ସନ ଅଫିସର ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି । ତାଙ୍କଠାରୁ ୧୦ ହଜାର ଟଙ୍କା…