Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ଘର ଦୁଆର ମୁହଁରେ ପହଞ୍ଚିବ ସେବା, ଭୁବନେଶ୍ୱରର ବିକାଶ ଆମର ଲକ୍ଷ୍ୟ : ସୁଲୋଚନା

ଭୁବନେଶ୍ୱର: ଦୁଇ ମହିଳାଙ୍କ ହାତରେ ଭୁବନେଶ୍ୱର ଦାୟିତ୍ୱ । ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭  କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ତେବେ…

କମ୍ବିଂ ଅପରେସନ ପାଇଁ ଚାଲିଥିଲା ଟ୍ରେନିଂ: ଯବାନଙ୍କୁ କଚାଡି ଦେଲା ଦନ୍ତା,୬ ଗୁରୁତର

ବାରଙ୍ଗ: ଚନ୍ଦକା ଜଙ୍ଗଲରେ ଅଘଟଣ । ଟ୍ରେନିଂ ବେଳେ ହାତୀ କଲେ  ଆକ୍ରମଣ । ଏଥିରେ ୬ ଜଣ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି  । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦକା ଜଙ୍ଗଲ ଭିତରେ ଏସ୍‌ଓଜି ଯବାନମାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଲାଗି ଟ୍ରେନିଂ ଚାଲିଥିଲା ।…

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ପ୍ରାର୍ଥୀ ହେଲେ ମଞ୍ଜୁଲତା କହଁର

ଭୁବନେଶ୍ୱର  : ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟି ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର । ୬୭ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ବିଜେଡିର ହୋଇଥିବାରୁ ଡେପୁଟି ମେୟର ହେବା…

ମରିଚି କୁଣ୍ଡ ପାଣି: ୧ଲକ୍ଷ ୭୭ହଜାର ଟଙ୍କାରେ ନିଲାମ ହେଲା ୨ କଳସ

ଭୁବନେଶ୍ୱର : ସରିଛି ରୁକୁଣା ରଥ ପ୍ରତିଷ୍ଠା। ମହାଖଳାରେ ଠିଆ ହୋଇଥିବା ରଥରେନେତ ବନ୍ଧା ହେବା ସହିତ ମରୀଚି କୁଣ୍ଡର ଜଳରେ ପ୍ରତିଷ୍ଠା କରାଯାଇଛି। ଶନିବାର ବିଧି ଅନୁସାରେ ପୂଜାର୍ଚ୍ଚନା ହେବା ପରେ ରଥରେ ସଖି, ଘୋଡା ଯୋଚା ଯାଇଛି। ପବିତ୍ର ଅଶୋକାଷ୍ଟମୀରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ: ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥ ଟଣା

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ । ଅପରାହ୍ଣ ସାଢ଼େ ୩ଟାରେ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି । ଭୋର୍‌ ୫ଟାରେ ଠାକୁରଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହେବା ପରେ ସାଢ଼େ ୫ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ହୋଇଛି । ଏହାପରେ ରୋଷହୋମ,…

ଗିରଫ ଭୟରେ ଶାଳୀଙ୍କୁ ସୁନା ଅଳଙ୍କାର ଦେଇଦେଇଥିଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ବର: ଗିରଫ ହୋଇ ଜେଲ୍ ଯାଇଥିବା ଭଞ୍ଜନଗରର କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀଙ୍କ ଘରୁ ଆଜି ସକାଳେ ୧.୪୧ କୋଟି ଟଙ୍କା ଠାବ କରିଛି ଭିଜିଲାନ୍ସ। ଭୁବନେଶ୍ୱର ସାଲିଆ ସାହିରେ ରହୁଥିବା ଦ୍ବିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଭଉଣୀଙ୍କ ଏକ…

[ଦେଖନ୍ତୁ ଭିଡିଓ] ହୃଦୟକୁ ଛୁଇଁଲା ମାଆ ଗୁଣ୍ଡୁଚିର ଅନାବିଳ ପ୍ରେମ

ଭୁବନେଶ୍ୱର : ମାଆର ସ୍ନେହ ସବୁବେଳେ ତାର ପିଲାଙ୍କ ପାଇଁ ରହିଥାଏ। କେବଳ ମଣିଷ ନୁହେଁ ପଶୁ ହେଉ କି ପକ୍ଷୀ। ମାତୃତ୍ୱର ଅନାବିଳ ପ୍ରେମ ନିଜ ପିଲାମାନଙ୍କ ପାଇଁ ସବୁବେଳେ ରହିଆସିଛି। ଏମିତି ଏକ ହୃଦୟକୁ ଛୁଇଁଲାଭଳି ଭିଡ଼ିଓ ସାମନାକୁ ଆସିଛି । ଭୁବନେଶ୍ୱର ବାଳକାଟିର ବସନ୍ତପେଡି ଗାଁରେ ଏଭଳି…

ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି

ଭୁବନେଶ୍ବର: ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି  । ଯାତ୍ରୀମାନଙ୍କ ସୁବିଧା ପାଇଁ  ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରୁଥିବା ଦୁଇଟି…

ସଲିଡ୍ ଫୁଏଲ ଡକ୍ଟେଡ୍ ରାମଜେଟ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ(ଡିଆରଡିଓ) ପକ୍ଷରୁ ଆଜି ଚାନ୍ଦିପୁର ଆଇଟିଆର ରେଂଜରେ ସଲିଡ ଫୁଏଲ ଡକ୍ଟେଡ ରାମଜେଟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି । ପୂର୍ବାହ୍ନରେ ଆକାଶମାର୍ଗରେ ଏହାର ଫ୍ଲାଇଟ୍ ଟେଷ୍ଟ କରାଯାଇଥିଲା । ଏହାର ବୁଷ୍ଟର ମୋଟର ଏବଂ ନୋଜଲ ଲେସ୍ ମୋଟର…

ଶପଥ ନେଲେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ

ବ୍ରହ୍ମପୁର : ଶପଥ ନେଲେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ । ବ୍ରହ୍ମପୁରର ନବ ନିର୍ବାଚିତ ମେୟର ଭାବେ ସଂଘମିତ୍ରା ଦଳେଇ ଶପଥ ପାଠ କରିଥିଲେ । ତା ସହ ଆଜି ୪୨ ଜଣ କର୍ପୋରେଟର ଶପଥ ନେଇଛନ୍ତି । ବ୍ରହ୍ମପୁରର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରୟାସ କରିବା ବୋଲି ସଂଘମିତ୍ରା  କହିଥିଲେ ।…